ବୋଟ୍‌ ବୁଡ଼ି ୬ ଛାତ୍ରଙ୍କ ଜୀବନ ଗଲା

କଲମ୍ବୋ,୨୩।୧୧: ଶ୍ରୀଲଙ୍କା ଉପକୂଳରେ ମଙ୍ଗଳବାର ଏକ ବୋଟ୍‌ ବୁଡ଼ିଯିବାରୁ ୬ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୭ ଜଣ ଛାତ୍ର ପହଁରି କୂଳକୁ ଚାଲିଆସିଥିଲେ। ଶ୍ରୀଲଙ୍କାର ପୂର୍ବ ଉପକୂଳରେ ଥିବା କୁରିଞ୍ଚକେନିରୁ ବୋଟ୍‌ଟି ଛାତ୍ରମାନଙ୍କୁ ନେଇ କିନ୍ନିୟା ସହରକୁ ଯାଉଥିଲା। ହେଲେ ବାଟରେ ବୋଟ୍‌ ବୁଡି ଯାଇଥିଲା। ଦୁର୍ଘଟଣାର କାରଣ ଜଣାପଡି ନାହିଁ। ନୌସେନା ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଚାଇନା ଆମର ଗୁରୁତ୍ୱପୂର୍ଣ୍ଣ ବନ୍ଧୁ’

ପେଶାଓ୍ବର,୩।୯: ଚାଇନା ଆମର ଗୁରୁତ୍ୱପୂର୍ଣ୍ଣ ସହଯୋଗୀ। ଆଫଗାନିସ୍ତାନର ପୁନଃ ନିର୍ମାଣ ଓ ଖଣିଜ ସମ୍ପଦ ଉତ୍ତୋଳନ କ୍ଷେତ୍ରରେ ବେଜିଂ ଆମକୁ ସହଯୋଗ କରିବ ବୋଲି ଶୁକ୍ରବାର...

ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତାକୁ ବାଇଡେନଙ୍କ ସମର୍ଥନ…

ଓ୍ବାଶିଂଟନ, ୨୨।୯ : ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ର ସ୍ଥାୟୀ ସଦସ୍ୟ ହେବା ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଭାରତ, ଜାପାନ...

ଥରିଲା ଆଲବାନିଆ: ବହୁ କୋଠା ଧରାଶାୟୀ

ଟିରାନା,୨୬।୧୧: ଆଲବାନିଆରେ ବୁଧବାର ଭୟଙ୍କର ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୪ ଥିଲା ବୋଲି ଆମେରିକା ଜିଓଲୋଜିକାଲ୍‌ ସର୍ଭେ ପକ୍ଷରୁ ସୂଚନା...

ଲକ୍‌ଡାଉନ ଉଠିବା ପରେ ରେକର୍ଡ ସଂଖ୍ୟକ ରେଜିଷ୍ଟ୍ରେଶନ ଯୋଗୁ କ୍ରାସ୍‌ ହେଲା ମାଟ୍ରିମୋନିଆଲ୍‌ ସାଇଟ୍‌

ବେଜିଂ,୧୧।୪: କରୋନା ଭାଇରସ ଯୋଗୁ ବେଶି ପ୍ରଭାବିତ ହୋଇଥିବା ଚାଇନାର ଉହାନ ସହରରେ ଦୀର୍ଘ ଅଢେଇ ମାସର ଲକ୍‌ଡାଉନ ଖୋଲିବା ପରେ ଏବେ ସାଧାରଣ ଜୀବନଯାତ୍ରା...

ଇଟାଲିରେ ଥମୁନି କରୋନା: ଇରାନରେ ସୁଧାରର ଆଶା

ରୋମ/ତେହେରାନ,୧୯।୩: ଇଟାଲିରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିବାର ନା ଧରୁନି। ଇତିମଧ୍ୟରେ ଏଠାରେ ୩୫,୭୧୩ ସଂକ୍ରମିତ ହୋଇଥିବାବେଳେ ମୃତକଙ୍କ ସଂଖ୍ୟା ୨,୯୭୮ ରହିଛି। ସରକାର କରୋନା...

ଆମେରିକୀୟ ଯୁଦ୍ଧ ପୋତକୁ ନିକଟରେ ଅତିକ୍ରମ କଲା ଚାଇନା ଜାହାଜ, ଆମେରିକାର ଚେତାବନୀ ସତ୍ତ୍ୱେ ଚାଇନା ଚୁପ…

ଓ୍ବାଶିଂଟନ,୫।୬ : ଚାଇନା ଏହାର ଆପତ୍ତିଜନକ କାର୍ଯ୍ୟ ବନ୍ଦ କରୁ ନାହିଁ। ଫଳରେ ତାଇଓ୍ବାନର ବିବାଦୀୟ ଅଞ୍ଚଳରେ ଆମେରିକା ସହିତ ସ୍ଥିତି ମୁହାଁମୁହିଁ ହେବାରେ ଲାଗିଛି।...

ସାଉଦିରେ ନିର୍ମାଣ ହେବ ବିଶ୍ୱର ବୃହତ୍ତମ କୋଠା

ରିୟାଧ୍‌, ୨ା୬: ସାଉଦି ଆରବ ବିଶ୍ୱର ବୃହତ୍ତମ କୋଠା ନିର୍ମାଣ ପାଇଁ ଯୋଜନା କରିଛି। ଏହାର ନାମ ‘ନିଓମ’ ରଖାଯିବ। କମ୍‌ ଜନବହୁଳ ଅଞ୍ଚଳରେ ବିଲ୍ଡିଂ...

ମୋଦିଙ୍କ ୨୧ ଦିନ ଲକ୍‌ଡାଉନ୍‌: କରୋନା ସଂକ୍ରମିତ ଦେଶଙ୍କ ପାଇଁ ଏକ ଆଦର୍ଶ

ଓ୍ବାଶିଂଟନ,୩୦।୩: ଏବେ ବିଶ୍ୱର ଅଧିକାଂଶ ଦେଶ କରୋନା ଭାଇରସ ସହ ଲଢେଇ କରି ଚାଲିଛନ୍ତି। ତେବେ କରୋନା ସଂକ୍ରମଣକୁ ରୋକିବାକୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

Advertisement
Archives

Model This Week