ଷଷ୍ଠ ଦିନରେ ଆୟକର ବିଭାଗର ଚଢାଉ: ଭାଟି ମ୍ୟାନେଜରଙ୍କୁ ପଚରାଉଚରା

ବଲାଙ୍ଗୀର,୧୧।୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ମଦଭାଟି, ଅଫିସ ଓ ମଦ ବ୍ୟବସାୟୀଙ୍କ ବାସଭବନରେ ଚଢ଼ାଉ କରି ଆୟକର ବିଭାଗ ଜବତ କରିଥିବା କୋଟି କୋଟି ଟଙ୍କାର ଶେଷରେ ହିସାବ ମିଳିଛି। କେବଳ ବଲାଙ୍ଗୀର ଏସ୍‌ବିଆଇ ମୁଖ୍ୟ ଶାଖାରେ ଚାଲିଥିବା ଗଣତି ୩୦୫ କୋଟି ଟଙ୍କା ବୋଲି ଜଣାପଡିଛି। ହେଲେ ସୋମବାର ସୁଦପଡ଼ା ମଦଭାଟି ଓ କ୍ଲବପଡ଼ା ଅଫିସରେ ଆୟକର ବିଭାଗର ଚଢାଉ ଜାରି ରହିଛି l ଭାଟି ମ୍ୟାନେଜର ରାଜେଶ ସାହୁ ଓ ବଣ୍ଟି ସାହୁଙ୍କୁ ଆୟକର ବିଭାଗ ଅଧିକ ତଥ୍ୟ ଯୋଗାଡ଼ ପାଇଁ ପଚରାଉଚରା କରୁଛନ୍ତି l ଆୟକର ବିଭାଗ ମଦଭାଟିକୁ କଡା ନଜରରେ ରଖିଛି। ସେଠାରେ ସୁରକ୍ଷା କର୍ମୀ ଓ ଆଇଟି ବିଭାଗ ଅଧୁକାରୀମାନେ ପଇଁତରା ମାରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri