Posted inଜାତୀୟ

ଷଷ୍ଠ ପର୍ଯ୍ୟାୟ ଭୋଟିଂ ଜାରି, ମତଦାନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୫: ଲୋକ ସଭା ନିର୍ବାଚନ ୨୦୨୪ର ଷଷ୍ଠ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୋଟ ଦେଇଛନ୍ତି। ଭୋଟ ଦେବା ପରେ ତାଙ୍କ କାଳି ଲଗାଯାଇଥିବା ଆଙ୍ଗୁଠି ଦେଖାଇଛନ୍ତି।

ସୂଚନାଯୋଗ୍ୟ, ସାତ-ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ୨୦୨୪ର ଷଷ୍ଠ ପର୍ଯ୍ୟାୟରେ, ମେ’ ୨୫ ଶନିବାର ୮ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ମୋଟ ୫୮ ଟି ଆସନ ପାଇଁ ଭୋଟ ଦିଆଯାଉଛି। ଷଷ୍ଠ ପର୍ଯ୍ୟାୟରେ ୮୮୯ଜଣ ପ୍ରାର୍ଥୀ ନିର୍ବାଚନରେ ଅଛନ୍ତି। ଏହି ପର୍ଯ୍ୟାୟରେ ବିହାରର ୮ଟି ଆସନ, ହରିୟାଣାର ସମସ୍ତ ୧୦ଟି ଆସନ, ଝାଡ଼ଖଣ୍ଡର ୪ଟି ଆସନ, ଦିଲ୍ଲୀର ସମସ୍ତ ୭ଟି ଆସନ, ଓଡ଼ିଶାର ୬ଟି ଆସନ, ଉତ୍ତରପ୍ରଦେଶର ୧୪ଟି ଆସନ, ପଶ୍ଚିମବଙ୍ଗର ୮ଟି ଆସନ ଏବଂ ଜମ୍ମୁ-କଶ୍ମୀରର ଗୋଟିଏ ଆସନରେ ଭୋଟ ଗ୍ରହଣ କରାଯାଉଛି। ଜମ୍ମୁ କଶ୍ମୀରର ଭୋଟ ସମୟ ସକାଳ ୭ ଟାରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri