ତୃତୀୟ ଲହରର ୬୦ ପ୍ରତିଶତ ମୃତକ ନେଇ ନ ଥିଲେ ଟିକା, ସର୍ଭେ ରିପୋର୍ଟ…

ନୂଆଦିଲ୍ଲୀ, ୨୨।୧ : ଦେଶରେ କରୋନା ମହାମାରୀର ତୃତୀୟ ଲହରରେ ୬୦ ପ୍ରତିଶତ ମୃତକ ସମ୍ପୂର୍ଣ୍ଣ ଟିକା ନେଇ ନ ଥିବା ଜଣାପଡ଼ିଛି। ଘରୋଇ ହସ୍ପିଟାଲ ମାକ୍ସ୍‌ ହେଲଥ୍‌ କେୟାର ପକ୍ଷରୁ ହୋଇଥିବା ସର୍ଭେ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ମୃତକଙ୍କ ମଧ୍ୟରେ ଆଶିଂକ ଟିକାକରଣ ଅବା ଜମାରୁ ଟିକା ନେଇ ନଥିବା ଆକ୍ରାନ୍ତଙ୍କ ସଂଖ୍ୟା ବେଶି ରହିଥିବା ରିପୋର୍ଟ ପ୍ରକାଶ ପାଇଛି।

ସେହିପରି ମୃତକଙ୍କ ମଧ୍ୟରେ ୭୦ ବର୍ଷ ଅବା ଏହାଠାରୁ ଅଧିକ ବୟସ୍କ ରହିଛନ୍ତି। ସେମାନଙ୍କଠାରେ ଅନ୍ୟ ଶାରୀରିକ ସମସ୍ୟା ମଧ୍ୟ ରହିଥିବା ରିପୋର୍ଟରେ ଦର୍ଶାଯାଇଛି। ମାକ୍ସ୍‌ ହସ୍ପିଟାଲରେ ହୋଇଥିବା ୮୨ ପ୍ରତିଶତ ମୃତକଙ୍କ ମଧ୍ୟରେ ଟିକା ନେଇ ନଥିବା ଆକ୍ରାନ୍ତଙ୍କ ସଂଖ୍ୟା ୬୦ ପ୍ରତିଶତ ରହିଥିବା କୁହାଯାଇଛି।

କମ୍‌ ରୋଗ ପ୍ରତିରୋଧକ ଶକ୍ତି ଥିବା ବ୍ୟକ୍ତି ଏବଂ ପୂର୍ବରୁ ଅନ୍ୟ ସମସ୍ୟା ଭୋଗୁଥିବା ଆକ୍ରାନ୍ତଙ୍କ ମୃତ୍ୟୁ ତୃତୀୟ ଲହରରେ ଅଧିକ ହୋଇଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମୋଦି

ବାରାଣସୀ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ନିର୍ବାଚନ ମଣ୍ଡଳୀ ବାରାଣସୀ ଗସ୍ତ କରିଛନ୍ତି। ସେଠାରେ ସେ ଭାରତୀୟ ଜନ ସଂଘର ମୁଖ୍ୟ ପଣ୍ଡିତ ଦିନଦୟାଲ...

ଅଯୋଧ୍ୟା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ

ଲକ୍ଷ୍ନୌ,୧୨।୧୧: ଅଯୋଧ୍ୟା ଜମି ବିବାଦ ମାମଲା ଉପରେ ସୁପ୍ରିମକୋର୍ଟଙ୍କ ଶୁଣାଣି କରିବା ପରେ ମଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାମଲଲାଙ୍କୁ ଦର୍ଶନ କରିବେ। ଏଥିପାଇଁ ସେ...

ଜଷ୍ଟିସ୍‌ କୁରେଶୀଙ୍କ ପଦୋନ୍ନତି ଅଟକାଉଛି କେନ୍ଦ୍ର

ନୂଆଦିଲ୍ଲୀ,୨୨ା୬: ନ୍ୟାୟପାଳିକାର ନିରପେକ୍ଷତା ଲାଗି ଏହାକୁ ରାଜନୈତିକ ପ୍ରଭାବରୁ ମୁକ୍ତରଖାଯିବା ଉଚିତ ବୋଲି ବିଭିନ୍ନ ସମୟରେ ମତପ୍ରକାଶ ପାଇଆସୁଛି। ଏହା ସତ୍ତ୍ୱେ ନ୍ୟାୟପାଳିକା ଯେ ରାଜନୈତିକ...

ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଲେ ୬୦୬ କେରଳ ଫେରନ୍ତା

ଛତ୍ରପୁର, ୪।୫(ଡି.ଏନ୍‌.ଏ.): କେରଳରୁ ଏର୍ଣ୍ଣାକୁଲମ ଜଙ୍କସନ-ଖୋର୍ଦ୍ଧା ରୋଡ ସ୍ପେଶାଲ ଟ୍ରେନ ସୋମବାର ସକାଳେ ଗଞ୍ଜାମ ଜିଲା ଜଗନ୍ନାଥପୁର ଜଙ୍କସନ୍‌ ଷ୍ଟେଶନରେ ପହଞ୍ଚିଛି। ଏଥିରେ ଗଞ୍ଜାମ ଜଲାର...

ବିଗିଡ଼ିବ ଭାରତୀୟ ଅର୍ଥ ବ୍ୟବସ୍ଥା

ନୂଆଦିଲ୍ଲୀ,୨୦ା୧୧:କୋଭିଡ୍‌-୧୯ ମହାମାରୀ ଯୋଗୁ ସାରା ବିଶ୍ୱ ବର୍ତ୍ତମାନ ସଙ୍କଟ ସ୍ଥିତି ଦେଇ ଗତି କରୁଛି। ଏବେ ଆମେରିକା ପରେ ଭାରତ ଦ୍ୱିତୀୟ ସର୍ବାଧିକ କ୍ଷତିଗ୍ରସ୍ତ ଦେଶ...

କରୋନା ଭାଇରସ: ଚିକିତ୍ସା କରୁଥିବା ଡାକ୍ତରଙ୍କ ପରିବାର ହେଲେ ସଂକ୍ରମିତ

ନୂଆଦିଲ୍ଲୀ,୨୬।୩: କରୋନା, କ୍ୱାରାଣ୍ଟାଇନ୍‌, ଆଇସୋଲେଶନ। ଏବେ ଏହି ଶବ୍ଦର ବହୁଳ ବ୍ୟବହାର କରାଯାଉଛି। ଆଉ ଏହି ଶବ୍ଦ ଗୁଡିକ ସାଧାରଣ ଜନତା ପାଇଁ ସୃଷ୍ଟି କରିଛି...

ବିଧାନସଭାରେ ହଟ୍ଟଗୋଳ: ଭାଜପା ବିଧାୟକ ସଦନରୁ ନିଲମ୍ବିତ

ନୂଆଦିଲ୍ଲୀ,୨୯।୭: ଦିଲ୍ଲୀ ବିଧାନସଭା ମୌସୁମୀ ଅଧିବେଶନରେ ଗୁରୁବାର ଜୋରଦାର ହଟ୍ଟଗୋଳ ହୋଇଛି। ବିରୋଧୀ ଦଳ ସଦସ୍ୟମାନେ ବାଚସ୍ପତିଙ୍କ ସହ ଯୁକ୍ତିତର୍କ ମଧ୍ୟ କରିଛନ୍ତି। ଗୃହରେ ପ୍ରବଳ...

ପ୍ରଧାନ ଶିକ୍ଷକଙ୍କ ନାମରେ ୫ ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ

ହାଇଦ୍ରାବାଦ,୧୬।୧୨ : ଭଦ୍ରାରି କୋଥାଗୁଡେମ ଜିଲ୍ଲାର ଏକ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ନାମରେ ଆସିଛି ବଳାତ୍କାର ଅଭିଯୋଗ। ସ୍କୁଲର ଦ୍ୱିତୀୟ କ୍ଲାସରେ ପଢ଼ୁଥିବା ୭ରୁ...

Advertisement
Archives

Model This Week