ସ୍ବସ୍ତି ପ୍ରିମିୟମରେ ସିଜିଲର୍ସ ଫୁଡ୍‌ ଫେଷ୍ଟିଭାଲ

ଭୁବନେଶ୍ୱର,୧୧ା୯: ରାଜ୍ୟର ପ୍ରମୁଖ ୫ତାରକା ହୋଟେଲ ସ୍ବସ୍ତି ପ୍ରିମିୟମ ପକ୍ଷରୁ ଏକ ୧୦ ଦିନିଆ ସ୍ବତନ୍ତ୍ର ଖାଦ୍ୟମେଳା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ହୋଟେଲର ଅଗ୍ରଣୀ ରେଷ୍ଟୁରାଣ୍ଟ ଗୌରମେଟ୍‌ ପକ୍ଷରୁ ସିଜିଲର୍ସ ଫୁଡ୍‌ ଫେଷ୍ଟିଭାଲର ଆୟୋଜନ କରାଯାଇଛି। ଏହି ଫେଷ୍ଟିଭାଲ ସେପ୍ଟେମ୍ବର ୯ରୁ ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ସ୍ବସ୍ତି ପକ୍ଷରୁ କୁହାଯାଇଛି। ଉଭୟ ମାଧାହ୍ନଭୋଜନ ଏବଂ ରାତ୍ରିଭୋଜନ ପାଇଁ ଏକ ନିର୍ଦ୍ଦିଷ୍ଟ ସମୟ ଯଥାକ୍ରମେ ଅପରାହ୍ନ ୧୨.୩୦ ଘଟିକାରୁ ୩ ଘଟିକା ଏବଂ ସନ୍ଧ୍ୟା ୭ରୁ ୧୧ ଘଟିକା ପର୍ଯ୍ୟନ୍ତ ଖୋଲା ରହିବ। ଏ ସମ୍ପର୍କରେ ସ୍ବସ୍ତି ପ୍ରିମିୟମର ମୁଖ୍ୟ ରୋଷେୟା (ଏକ୍‌ଜିକ୍ୟୁଟିଭ ସେଫ୍‌ ) ପ୍ରଶାନ୍ତ ସି କହିଛନ୍ତି, ଏହି ଫେଷ୍ଟିଭାଲ ଉତ୍ସବ ବିଶେଷକରି ଆମ ପ୍ରିୟ ଗ୍ରାହକଙ୍କ ପାଇଁ ଆୟୋଜନ କରାଯାଇଛି। ଏଥିରେ ଖାଲି ଯେ ଓଡ଼ିଆ ନୁହେଁ ସବୁ ବର୍ଗର ଥାଳି ଉପଲବ୍ଧ ରହିବ। ବିଶେଷକରି ସ୍ବଦେଶୀ ଓ ବିଦେଶୀର ଏକ ସମ୍ମିଶ୍ରଣ ଖାଦ୍ୟ ପସରାର ପ୍ରସ୍ତୁତି ଆମର ସମ୍ପୂର୍ଣ୍ଣ ଟିମ୍‌ର ସଂଯୋଗରେ ତିଆରି କରାଯାଉଛି ବୋଲି ସେ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri