ବୁଦାମୂଳରୁ ମିଳିଲା ନରକଙ୍କାଳ, ପୋଲିସର ତନାଘନା ଜାରି

ରାୟଗଡ଼ା ଅଫିସ,୧।୫: ୩୨୬ ନମ୍ବର ଜାତୀୟ ରାଜପଥ ରାୟଗଡା ଜେକେପୁର ମୁଖ୍ୟ ରାସ୍ତାର ରିଲାଏନ୍ସ ମଲ୍‌ ନିକଟ ଇଣ୍ଡିଆନ ପେଟ୍ରୋଲ ପମ୍ପ ସମ୍ମୁଖ ଅନ୍ନପୂର୍ଣ୍ଣା ରାଇସ ମିଲ୍‌ ନିକଟ ଏକ ବୁଦାମୂଳରୁ ପୋଲିସ ଏକ ନରକଙ୍କାର ଜବତ କରିଛି। ଜବତ କଙ୍କାଳ ଜଣେ ପୁରୁଷ ବ୍ୟକ୍ତିଙ୍କର ବୋଲି ଜଣାପଡିଛି।
ଏପରି କି ବୁଦାମୂଳରୁ ଏକ ପ୍ଲାଷ୍ଟିକ ଦଉଡ଼ି ସହ ପ୍ୟାଣ୍ଟ, ଶାର୍ଟ ଜବତ କରାଯାଇଛି। ବ୍ୟକ୍ତି ଜଣକ ଆତ୍ମହତ୍ୟା କରିଥିବା ପୋଲିସ ଅନୁମାନ କରିଥିବା ବେଳେ ଘଟଣାର ଅଧିକ ତଦନ୍ତ ଚଳାଇଛି। ପୋଲିସ କଙ୍କାଳର ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ବ୍ରହ୍ମପୁର ପଠାଇଛି। ଘଟଣା ସ୍ଥଳରେ ରାୟଗଡା ଟାଉନ ଥାନା ଆଇଆଇସି ରଶ୍ମି ରଞ୍ଜନ ପ୍ରଧାନ ପହଞ୍ଚି ତଦନ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୩୦।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ପିକ୍‌ଅପ୍‌ ଭ୍ୟାନ୍‌କୁ ପଛରୁ ଧକ୍କା ଦେଲା ଟ୍ରେଲର

ପାଟଣା,୨୨।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଇ ଯାଇଥିବା ୪୯ ନଂ. ରାଜପଥ ଖିରେଇଟାଙ୍ଗିରି ନିକଟ ଜହ୍ନେଇ ନାଳର ଡାଇଭର୍ସନ ପୋଲ ଉପରେ ରବିବାର ସକାଳେ ଏକ ଦୁର୍ଘଟଣା...

କ୍ରୁଟ୍‌କୁ ପୁଣି ଜାତୀୟ ଉତ୍କର୍ଷ ପୁରସ୍କାର

ଭୁବନେଶ୍ୱର,୭।୧୧ (ବ୍ୟୁରୋ):‘ମୋ ବସ୍‌’ ସେବା ଯୋଗାଉଥିବା କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ଆଉଏକ ସଫଳତାର ପାହାଚ ଚଢିବା ସହିତ ପୁଣି ଜାତୀୟ ପୁରସ୍କାର ହାତେଇଛି।...

ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ: ନିଶା ନିବାରଣ, ପରିବେଶ ସୁରକ୍ଷା ନେଇ ସଚେତନତା ରାଲି

କର୍ଲାମୁଣ୍ଡା,୨।୧୦(ଡି.ଏନ.ଏ.) – କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରାଜିବ ଗାନ୍ଧୀ ସେବାକେନ୍ଦ୍ରଠାରେ ମଙ୍ଗଳବାର ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ବରିଷ୍ଠ...

ଖଣି ମାଫିଆଙ୍କ ସହ ତହସିଲଦାରଙ୍କ ସମ୍ପୃକ୍ତି ଅଭିଯୋଗ

ଖୋର୍ଦ୍ଧା ଅଫିସ/ଜଟଣୀ, ୧୮ା୩(ଡି.ଏନ୍‌.ଏ.): ଲଘୁ ଖଣିଜ ସମ୍ପଦ ଚୋରାଚାଲାଣରେ ମାଫିଆଙ୍କ ସହ ଅର୍ଥ କାରବାର ସମ୍ପୃକ୍ତି ନେଇ ଖୋର୍ଦ୍ଧା ଜିଲା ଜଟଣୀ ତହସିଲରେ କାର୍ଯ୍ୟରତ ଚତୁର୍ଥ...

ପୌର ନିର୍ବାଚନରେ ୬୫% ମତଦାନ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟରେ ପୌର ନିର୍ବାଚନ ପାଇଁ ମତଦାନ ପ୍ରକ୍ରିୟା ଶେଷ ହୋଇଛି। ରାଜ୍ୟର ୫୯ ଏନ୍‌ଏସି, ୪୭ ପୌର ପରିଷଦ ଏବଂ ୩ ମହାନଗର ନିଗମରେ...

ପୁରୀ ଜିଲାରେ ବନ୍ୟା: ୯ ବ୍ଲକର ୧,୩୩,୧୨୧ ଲୋକ ପ୍ରଭାବିତ, କଣାସ ବ୍ଲକରେ ସର୍ବାଧିକ ଘର କ୍ଷତି

ପୁରୀ ଅଫିସ/କଣାସ (ସ୍ବ.ପ୍ର.), ୬।୯: ପୁରୀ ଜିଲାରେ ବନ୍ୟା ସ୍ଥିତିରେ ସୁଧାର ଆସିଛି। ଜିଲା ମଧ୍ୟ ଦେଇ ପ୍ରବାହିତ କୁଶଭଦ୍ରା, ଭାର୍ଗବୀ, ରତ୍ନଚିରା, ଲୁଣା, ମକରା,...

ପାରିବାରିକ କଳହକୁ ନେଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ହାଟଡ଼ିହୀ,୪।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅମିନପୁର ଗ୍ରାମର ଜଣେ ମହିଳା ହାବଳେଶ୍ୱର ଶିବ ମନ୍ଦିର ନିକଟ ବୈତରଣୀକୁ ଡେଇଁ ବୁଧବାର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।...

Advertisement
Archives

Model This Week