ରାଜପଥ କଡ଼ରୁ ମିଳିଲା ନରକଙ୍କାଳ

ରାୟଗଡ଼ା,୯।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଥାନା ଅଧୀନ ସାଙ୍କେଶ ଗାଁ ନିକଟରୁ ପୋଲିସ ଏକ ନରକଙ୍କାଳ ଜବତ କରିଛି। ୩୨୬ ନମ୍ବର ଜାତୀୟ ରାଜପଥ କଡ଼ରେ ନରକଙ୍କାଳ ଦେଖି ଗ୍ରାମବାସୀ ପୋଲିସକୁ ସୂଚନା ଦେଇଥିଲେ।

ଖବରପାଇ ପୋଲିସ ଏବଂ ସାଇଣ୍ଡିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ନରକଙ୍କାଳ ଜବତ କରି ତଦନ୍ତ ଆରମ୍ଭ କରିଛି। ତେବେ କଙ୍କାଳ କାହାର ଏହା ସ୍ପଷ୍ଟ ହୋଇନାହିଁ । ମୃତଦେହ ଜାତୀୟ ରାଜପଥ କଡ଼ରେ ଥିବା ଏକ ଗଛରେ ଝୁଲନ୍ତା ଅବସ୍ଥାରେ ରହିଥିଲା। ଦୀର୍ଘ ଦିନ ହେବ ଗଛରେ ଝୁଲନ୍ତା ଅବସ୍ଥାରେ ରହିବାରୁ ତାହା କଙ୍କାଳ ହୋଇଯାଇଛି। ହେଲେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ଜଣାପଡ଼ିନାହିଁ। ତଦନ୍ତ ପରେ ସ୍ପଷ୍ଟ ଜଣାପଡିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ହାଟଡିହୀରେ ଶିକ୍ଷକ ସଂଘର ମହାମନ୍ଥନ! ନୂଆ ଆବାହକ ହେଲେ ଶଶି ଭୂଷଣ ପୁହାଣ, ସମସ୍ୟାର ସମାଧାନ ପାଇଁ ସଜବାଜ

ହାଟଡିହୀ/ଛେନାପଦୀ, ୧୬/୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ମଠଠାରେ ଏନପିଏସ ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବରିଷ୍ଠ ଶିକ୍ଷକ ଶଶି…

ଅଧ୍ୟୟନରେ ବଡ଼ ଖୁଲାସା, ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ,୧୬।୯: ବାୟୁ ପ୍ରଦୂଷଣ କେବଳ ଫୁସ୍‌ଫୁସ୍‌, ହାର୍ଟ କିମ୍ବା ଶ୍ୱାସଜନିତ ସମସ୍ୟା ପାଇଁ ବିପଦ ନୁହେଁ, ଏହା ମାନସିକ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପ୍ରଭାବ ପକାଇପାରେ ।…

UPI ଚାର୍ଜ ନିଷ୍ପତ୍ତିକୁ ପ୍ରତ୍ୟାହାର କରିବେ କି ସରକାର? ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୬।୯: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌ (MDR) ଲାଗୁ ହେବା ନେଇ ଘୋଷଣା କରାଯାଇଛି । ତେବେ…

ଗଣେଶ ବିସର୍ଜନ ବେଳେ ଅଘଟଣ! ଜେନେରେଟରରେ ତେଲ ଢାଳୁ ଢାଳୁ ଲାଗିଲା ନିଆଁ, ଯୁବକ…

ଝରିଗାଁ, ୧୬।୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମେରା ଗ୍ରାମରେ ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା…

ସେନ୍ସର ବୋର୍ଡର ନୂଆ ଟିମ୍ ଘୋଷଣା: CBFCରେ ପ୍ରୀତି ଜିଣ୍ଟା, ସୁନୀଲ ଶେଟ୍ଟୀ ଓ ପଙ୍କଜ ତ୍ରିପାଠୀଙ୍କ ସହ ସାମିଲ ହେଲେ ଓଡ଼ିଆ ପୁଅ ନୀଳମାଧବ

ନୂଆଦିଲ୍ଲୀ,୧୬।୯: କେନ୍ଦ୍ରର ନରେନ୍ଦ୍ର ମୋଦୀ ସରକାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସର୍ଟିଫିକେସନ୍ (CBFC) ବା ସେନ୍ସର ବୋର୍ଡର ନୂଆ ଟିମ୍ ଗଠନ କରିଛନ୍ତି। ସୂଚନା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?