Posted inUncategorized

ଶୀତଦିନେ ତ୍ୱଚାର ଯତ୍ନ

Featured Video Play Icon

ଶୀତ ଦିନରେ ଥଣ୍ଡା ବଢ଼ିବା କାରଣରୁ ତ୍ୱଚା ଅଧିକ ଶୁଷ୍କ ପଡ଼ିଯାଏ। ଫଳରେ ତ୍ୱଚାରେ ବିଭିନ୍ନ ସମସ୍ୟା ଦେଖାଯାଏ। ବିଶେଷ କରି ତ୍ୱଚା ଶୁଖିଯିବା ଠାରୁ ଆରମ୍ଭ କରି ଓଠ ଫାଟିବା, ଗୋଡ଼ ଫାଟିବା ପାଇଁ ଆମେ ସଭିଏଁ ଚିନ୍ତିତ ହୋଇପଡ଼ନ୍ତି। ଏବଂ କେତେ ଜଣଙ୍କ କ୍ଷେତ୍ରରେ ଶରୀରରେ ଚର୍ମଦାଗ ମଧ୍ୟ ଦେଖାଦିଏ। ଏସବୁରୁ ଆପଣ କିଭଳି ମୁକ୍ତି ପାଇବେ ? ତ୍ୱଚାର ଯତ୍ନ ପାଇଁ କ’ଣ ସବୁ ଉପଚାର ଆପଣାଇବେ? ଏସବୁ ବଷୟରେ ଜାଣିବା। ଆମ ସହ ଅଛନ୍ତି ସ୍କିନ୍ ସ୍ପେଶାଲିଷ୍ଟ ଡକ୍ଟର ମାନସ ରଞ୍ଜନ ପୁହାଣ ।


Enter your email to get our daily news in your inbox.

All Right Reserved By Dharitri.Com

କାରଣ କହି ଭାଜପା ଛାଡିଲେ ଜୀବନ ପ୍ରଦୀପ ଦାଶ

ଭୁବନେଶ୍ୱର,୧୩।୧୧: ଭାଜପା ଛାଡ଼ିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ। ରବୀନ୍ଦ୍ର ଜେନା ଭାଜପାରେ ସାମିଲ ହେବା ପରେ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ପ୍ରେସମିଟ୍‌ କରି…

ରସୁଲଗଡ଼ରେ ଚାଞ୍ଚଲ୍ୟ: ୟୁଟ୍ୟୁବ ବ୍ଲଗରଙ୍କୁ ଜିଜିପି କଲୋନୀରେ ହତ୍ୟା 

ଭୁବନେଶ୍ୱର,୧।୩: ରାଜଧାନୀରେ ପୁଣି ଗଡିଲା ମୁଣ୍ଡ। ରସୁଲଗଡ଼ ନିକଟ ଜିଜିପି କଲୋନୀରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ମୃତ ଯୁବକ ଜଣଙ୍କ ରାହୁଲ ମହାରଣା। ସେ…

୫ ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଟପିଲା

ଭୁବନେଶ୍ୱର, ୨୨।୨ (ବନ୍ଦନା ସେଠୀ) : ରାଜ୍ୟରେ ଦିନ ତାପମାତ୍ରା ଧୀରେ ଧୀରେ ବୃଦ୍ଧି ପାଉଛି। ଆଞ୍ଚଳିକ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ…

ବିଷାକ୍ତ ଶିଳ୍ପର ଯାତ୍ରା

ମାନବ ସଭ୍ୟତାର ସବୁଠାରୁ ବଡ଼ ଦୁଃଖଦ ଘଟଣା ମଧ୍ୟରୁ ଗୋଟିଏ ହେଉଛି, ଯେତେବେଳେ ଶିଳ୍ପ ଏବଂ ଲାଭ ପାଇଁ ଭୋକ ବୃଦ୍ଧି ପାଇଛି, ସେତେବେଳେ ପ୍ରଥମେ ମାନବ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

ଭାରତ-ପାକିସ୍ତାନ ମହାମୁକାବିଲାକୁ ନେଇ ଆସିଲା ବଡ଼ ଅପଡେଟ୍‌: ୨୪ ଘଣ୍ଟା ଭିତରେ…

ନୂଆଦିଲ୍ଲୀ,୯।୨: ଟି-୨୦ ବିଶ୍ୱକପ ଆରମ୍ଭ ହୋଇଛି। କିନ୍ତୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମହାମୁକାବିଲାକୁ ନେଇ ଏବେ ବି ଅନିଶ୍ଚିତତା ରହିଛି। ପରିସ୍ଥିତି ସ୍ପଷ୍ଟ କରିବା ପାଇଁ…

ସାମ୍ନାକୁ ଆସିଲା ସୁଇସାଇଡ ନୋଟ: ଆତ୍ମହତ୍ୟା କରିବା ପୂର୍ବରୁ ବାପାଙ୍କୁ ଏମିତି କଥା ଲେଖିଥିଲେ ୩ ଭଉଣୀ

ଗାଜିଆବାଦ,୪।୨: ଉତ୍ତର ପ୍ରଦେଶର ଗାଜିଆବାଦର ଟିଲା ମୋଡ ପୋଲିସ ଷ୍ଟେଶନ ଅଞ୍ଚଳର ଭାରତ ସିଟି ସୋସାଇଟିରେ ଏକ ଦୁଃଖଦ ଏବଂ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ତିନି ଭଉଣୀ…

ରୁଷିଆରୁ ଆଉ ତେଲ କିଣିବନି ଭାରତ: ବଢିବ କି ପେଟ୍ରୋଲ- ଡିଜେଲ ଦାମ୍‌? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୩।୨: ଭାରତ ଏବଂ ଆମେରିକା ମଧ୍ୟରେ ସୋମବାର ଏକ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ସଦ୍ୟତମ ଚୁକ୍ତି ଅନୁଯାୟୀ, ଭାରତ ଏବେ ରୁଷିଆ ବଦଳରେ ଆମେରିକାରୁ ତେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri