ତ୍ୱଚାର ଘରୋଇ ଯତ୍ନ

ସୁନ୍ଦର ଏବଂ ଆକର୍ଷଣୀୟ ତ୍ୱଚା ଚାହୁଁଥିଲେ ଆପଣଙ୍କ ଘରେ ଦୈନନ୍ଦିନ ବ୍ୟବହୃତ କେତେକ ସାମଗ୍ରୀରେ ହିଁ ଲୁଚି ରହିଛି ଏହାର ରହସ୍ୟ। ଜାଣିରଖନ୍ତୁ ଘରୋଇ ଉପାୟରେ କିପରି ତ୍ୱଚାର ସୌନ୍ଦର୍ଯ୍ୟ ବୃଦ୍ଧି କରିପାରିବେ …

ସନ୍‌ ଟ୍ୟାନ୍‌ ହେବା ଏବଂ କଳା ପଡିବା ଏକ ବଡ ସମସ୍ୟା। ତେଣୁ ଡାର୍କ ସ୍କିନ୍‌ଟୋନ୍‌କୁ ଲାଇଟ୍‌ କରିବା ପାଇଁ ଖଣ୍ଡେ ପାଚିଲା କଖାରୁକୁ ଗ୍ରାଇଣ୍ଡକରି ସେଥିରେ ଅଣ୍ଡା, କ୍ଷୀର ମିଶାଇ ପ୍ୟାକ୍‌ ପ୍ରସ୍ତୁତ କରନ୍ତୁ। ପ୍ରତିଦିନ ଏହାକୁ ଲଗାନ୍ତୁ ଖୁବ୍‌ କମ୍‌ ଦିନ ମଧ୍ୟରେ ତ୍ୱଚାର ରଙ୍ଗରେ ପରିବର୍ତ୍ତନ ଜାଣିପାରିବେ।

ଚାମଚ ହଳଦୀଗୁଣ୍ଡରେ ୧ ଚାମଚ ଲେମ୍ବୁରସ ମିଶାଇ ପ୍ୟାକ୍‌ ପ୍ରସ୍ତୁତ କରନ୍ତୁ। ଡ୍ରାଏ ତ୍ୱଚା ହୋଇଥିଲେ ଏଥିରେ ଏକ ଚାମଚ କାକୁଡ଼ି ରସ ମିଶାନ୍ତୁ। ମୁହଁକୁ ଧୋଇ ହାଲୁକା ପୋଛି ଦିଅନ୍ତୁ ଏବଂ ଏହି ପ୍ୟାକ୍‌କୁ ଲଗାନ୍ତୁ। ୧୫ମିନିଟ୍‌ ରଖିବା ପରେ ସାଦା ପାଣିରେ ଧୋଇଦିଅନ୍ତୁ। ସପ୍ତାହରେ ୨ ଥର ଏହି ପ୍ୟାକ୍‌ ଲଗାଇବା ଦ୍ୱାରା ମୁହଁରେ ବ୍ରଣ, ଦାଗ ଆଦି ନ ହେବା ସହ ରଙ୍ଗ ଗୋରା ଏବଂ ଉଜ୍ଜ୍ୱଳ କରାଇଥାଏ।
ଚାମଚ ବେସନ, ଚିମୁଟାଏ ହଳଦୀଗୁଣ୍ଡ, ଆବଶ୍ୟକ ପରିମାଣରେ ଗୋଲାପଜଳ ମିଶାଇ ପ୍ୟାକ୍‌ ପ୍ରସ୍ତୁତ କରନ୍ତୁ। ଅଧିକ ଡ୍ରାଏ ତ୍ୱଚା ପାଇଁ ଏହି ପ୍ୟାକ୍‌ରେ ଅଧଚାମଚ ସର ମିଶାଇପାରିବେ। ଏହାକୁ ମୁହଁ ଏବଂ ବେକରେ ଭଲ ଭାବେ ଲଗାଇ ଅଳ୍ପ ଶୁଖିବା ଯାଏ ରଖନ୍ତୁ। ଏହାପରେ ଧୀରେ ଧୀରେ ଆଙ୍ଗୁଳି ଟିପ ସାହାଯ୍ୟରେ ଘଷି ପାଣିରେ ଧୋଇଦିଅନ୍ତୁ। ସପ୍ତାହକୁ ଦୁଇଥର ଏହି ପ୍ୟାକ୍‌ ଲଗାଇଲେ ରଙ୍ଗ ଗୋରା ହେବା ସହ କଳା ଦାଗ, ଟ୍ୟାନିଂ, କୁଞ୍ଚନ ଦାଗ, ବ୍ରଣ ଆଦି ଦୂର ହୋଇଥାଏ।
ବ୍ରଣ ସମସ୍ୟା ଥିଲେ ମୁଗଡାଲିକୁ ପାଣିରେ ଭିଜାଇ ଗ୍ରାଇଣ୍ଡକରି ଉକ୍ତ ପେଷ୍ଟକୁ ଲଗାନ୍ତୁ। ୧୦ ମିନିଟ୍‌ ରଖିବା ପରେ ପାଣିରେ ହାଲ୍‌କା ଘଷି ଧୋଇ ଦିଅନ୍ତୁ। ଏପରି କରିବା ଦ୍ୱାରା ମୁଗରେ ଥିବା ଭିଟାମିନ୍‌ ଏବଂ ପ୍ରୋଟିନ୍‌ ବ୍ରଣ, ଦାଗ ଆଦି ଦୂର କରିବା ସହ ମୁହଁର ଗ୍ଲୋ ବଢ଼ାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

କ୍ୟାବିନେଟ୍‌ ବୈଠକ ପରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ…

ଭୁବନେଶ୍ବର,୧ା୭: କ୍ୟାବିନେଟ୍‌ରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ କୌଣସି ଦେୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri