ଚର୍ମ ସମସ୍ୟା ଓ ମୋବାଇଲ

ଆଜିକାଲି ମୋବାଇଲ ବ୍ୟବହାର କରିବା ଏକ ସାଧାରଣ କଥା ପାଲଟି ଗଲାଣି। କାରଣ କେବଳ କାହା ସହ କଥାବାର୍ତ୍ତା ହେବା ନୁହେଁ, ବିଭିନ୍ନ ବିଷୟରେ ଜାଣିବାର ଏହା ହେଉଛି ଏକ ସହଜ ମାଧ୍ୟମ। ତେବେ ଏହାର ଆବଶ୍ୟକତାଠାରୁ ଅଧିକ ବ୍ୟବହାର ସ୍ବାସ୍ଥ୍ୟଜନିତ ସମସ୍ୟାକୁ ଡାକିଆଣିପାରେ। ଏଭଳି ସତର୍କ ସୂଚନା ଦେଇଛନ୍ତି ଟୋକିଓ ୟୁନିଭର୍ସିଟିର ବିଶେଷଜ୍ଞମାନେ। ସେମାନେ ଏକ ଗବେଷଣାରୁ ଜାଣିପାରିଛନ୍ତି ଯେ ଆବଶ୍ୟକତାଠାରୁ ଅଧିକ ମୋବାଇଲ ବ୍ୟବହାର କଲେ ଚର୍ମଜନିତ ସମସ୍ୟା ଦେଖାଦେବାର ଯଥେଷ୍ଟ ଆଶଙ୍କା ରହିଛି। କାରଣ ଟଚ୍‌ ସ୍କ୍ରିନ୍‌ ମୋବାଇଲକୁ ବାରମ୍ବାର ଆଙ୍ଗୁଠିରେ ଛୁଇଁବା ଦ୍ୱାରା ମୋବାଇଲ ସ୍କ୍ରିନରୁ ନିର୍ଗତ ରେଡିଏସନ ଚର୍ମକୁ ପ୍ରଭାବିତ କରିଥାଏ। ଏପରି କି କେତେକ କ୍ଷେତ୍ରରେ ଆଙ୍ଗୁଠି ଚର୍ମର ରଙ୍ଗ କଳାପଡିବାର ଦେଖା ଯାଇଥାଏ ବୋଲି ସେମାନେ ପ୍ରକାଶିତ ରିପୋର୍ଟରେ ଉଲ୍ଳେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ ବଡ଼ ଘୋଷଣା କଲା CJP: ଯେ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟିର ମୁଖପାତ୍ର ସୌରଭ ଦାସ ଏବଂ ଆଶୁତୋଷ ରାଙ୍କା ସୋମବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ସମ୍ମୁଖରେ ନିଜର ଦାବିଗୁଡ଼ିକ ରଖିଛନ୍ତି। ବିଳମ୍ବିତ ସନ୍ଧ୍ୟା…

ଶେଷରେ କ୍ଷମା ମାଗିଲେ ଅଭିଜିତ୍‌ ଦୀପକେ: କହିଲେ, ଧର୍ମେନ୍ଦ୍ର ପ୍ରଧାନଙ୍କ ପାଇଁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ଦଳର ମୁଖ୍ୟ ଅଭିଜିତ୍‌ ଦୀପକେ ମଙ୍ଗଳବାର ଜନ୍ତର ମନ୍ତରରେ ପହଞ୍ଚିଛନ୍ତି। ସେ ତାଙ୍କ ସମର୍ଥକମାନଙ୍କୁ କ୍ଷମା ମାଗିଛନ୍ତି। Xରେ ସେ ଲେଖିଛନ୍ତି, ମୁଁ…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ୪….

କଟକ,୨୧।୭(ପ୍ରଭୁକଲ୍ୟାଣ ପାଲ୍): ରାଜ୍ୟରେ ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଆଉ ଚାରି ଜଣଙ୍କ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ଦିଲ୍ଲୀପ…

ସୋନମ ୱାଙ୍ଗଚୁକଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌ : ସ୍ବାସ୍ଥ୍ୟାବସ୍ଥାରେ…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ବର୍ତ୍ତମାନ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି ଅଛନ୍ତି। ଏଭଳି ପରିସ୍ଥିତିରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ସଦ୍ୟତମ ଅପଡେଟ୍‌ ସାମ୍ନାକୁ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

ଏହି ଦଳରୁ ନିର୍ବାଚନ ଲଢିବେ CJP ମୁଖ୍ୟ ଅଭିଜିତ ଦୀପକେ? ଭାଜପା ନେତାଙ୍କ ବଡ଼ ଦାବି

ନୂଆଦିଲ୍ଲୀ,୨୧।୭: ଭାଜପା ନେତା ନିଶିକାନ୍ତ ଦୁବେ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ସମ୍ପର୍କରେ ଏକ ବଡ଼ ଦାବି କରିଛନ୍ତି। ଦୁବେ ଉତ୍ତର ପ୍ରଦେଶ…

ବେଲଭଟା ଗ୍ରାମବାସୀଙ୍କୁ ଚୁଆପାଣି ଭରସା: ଅଚଳ ନଳକୂପ-ସୌରଚାଳିତ ପାଣିଟାଙ୍କି

ଲାଞ୍ଜିଗଡ଼,୨୧ା୭(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ ବେଡ଼ାଗାଁ ପଞ୍ଚାୟତ ଅଧୀନ ଦେହେଡ଼ାର ବେଲଭଟା ଗାଁରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ନେଇଛି। ଗାଁରେ ୬ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri