ସ୍କୋଡାର ନୂଆ କୁସାକ୍‌ ମଣ୍ଟେ କାର୍ଲୋ

ନୂଆଦିଲ୍ଲୀ,୧୦ା୫ ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ସ୍କୋଡା ଅଟୋ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଆଧୁନିକ ଜ୍ଞାନକୌଶଳରେ ନିର୍ମିତ ନୂଆ କୁସାକ ମଣ୍ଟେ କାର୍ଲୋର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ମଣ୍ଟେ କାର୍ଲୋ ଗ୍ଲାମରରେ ଭରପୂର ରହିଛି, ଏହା ଆପଣଙ୍କୁ ଏକ ଅତୁଳନୀୟ ଅନୁଭବ ପ୍ରଦାନ କରିବ। ଏ ସମ୍ପର୍କରେ ସ୍କୋଡା ଅଟୋ ଇଣ୍ଡିଆର ବ୍ରାଣ୍ଡ୍‌ ଡାଇରେକ୍ଟର, ଜାକ୍‌ ହୋଲିସ୍‌ କହିଛନ୍ତି, ଆମର ନିକଟରେ ହାସଲ କରିଥିବା ସଫଳତା ଓ ଆମର ସ୍କୋଡାର ଆଦୃତି ଓ ଲୋକପ୍ରିୟତାକୁ ପ୍ରମାଣିତ କରିଛି। ମଣ୍ଟେ କାର୍ଲୋ ହେଉଛି ଏକ କାର୍‌ ଯାହା ସଭିଙ୍କ ହୃଦୟକୁ ଆକର୍ଷିତ କରିଥାଏ। ଏହାର ଆଭ୍ୟନ୍ତରୀଣ ତଥା ବାହ୍ୟ ସୌନ୍ଦର୍ଯ୍ୟ ମଧ୍ୟ ଅତ୍ୟନ୍ତ ମନୋମୁଗ୍ଧକର। କମ୍ପାନୀର ଏହି ମଡେଲ ଏକ ଉତ୍କୃଷ୍ଟ ଲାଇଫ ଷ୍ଟାଇଲ ପ୍ରଦାନ କରିଥାଏ। ଏହା ଏକ ଅତୁଳନୀୟ ଷ୍ଟାଇଲ୍‌ ମଧ୍ୟ ପ୍ରଦାନ କରେ ଓ ଗ୍ରାହକମାନେ ଏହାକୁ ଚଳାଇ ଏକ ଚମତ୍କାର ଅନୁଭୂତି ପାଇ ପାରିଥାନ୍ତି। ଏହାର ଏକ୍ସ-ଶୋ ରୁମ୍‌ ମୂଲ୍ୟ ହେଉଛି ଆଇଏନ୍‌ଆର ୧୫,୯୯,୦୦୦ ଟଙ୍କା ୧.୦ ଟିଏସ୍‌ଆଇ ସ୍ପିଡ୍‌ ମାନୁଆଲ୍‌ ପାଇଁ, ଟପିଂ ଆଉଟ୍‌ ଆଇଏନଆର ୧୯,୪୯,୦୦୦ ଟଙ୍କା ୧.୫ ଟିଏସ୍‌ଆଇ ୭ ସ୍ପିଡ୍‌ ଡିଏସଜି ପାଇଁ ରହିଛି। କୁସାକର ଏହି ସଂସ୍କରଣ ସ୍ବତନ୍ତ୍ର ଭାବେ ଟର୍ଣ୍ଣାଡୋ ରେଡ୍‌ ଓ କ୍ୟାଣ୍ଡି ହ୍ବାଇଟ୍‌ କଲରରେ ଉପଲବ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

ସୁନା ୩ହଜାର ରୂପା ୯ହଜାର, ୧୦ଦିନରେ ଆହୁରି ଖସିବ…

ନୂଆଦିଲ୍ଲୀ,୧୦।୨: ୧ ଫେବୃଆରୀରୁ ୧୦ ଫେବୃଆରୀ, ୨୦୨୬ ପର୍ଯ୍ୟନ୍ତ ଗତ ୧୦ ଦିନ ମଧ୍ୟରେ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଜାନୁଆରୀ ଶେଷରେ…

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…

ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ…

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ଏହି ବର୍ଷ ଭାରତ ହେବ ବିଶ୍ୱର ଦ୍ରୁତତମ ଅଭିବୃଦ୍ଧିଶୀଳ ଅର୍ଥନୀତି: ମୁଡିଜ୍

ନୂଆଦିଲ୍ଲୀ,୯।୨: ବିଶ୍ୱ ଅର୍ଥନୀତିରେ ଭାରତ ନିଜର ଦବଦବା ବଜାୟ ରଖିବାକୁ ଯାଉଛି। ଆସନ୍ତା ୨୦୨୬-୨୭ ଆର୍ଥିକ ବର୍ଷରେ ଭାରତର ପ୍ରକୃତ ଜିଡିପି ୬.୪% ହାରରେ ବୃଦ୍ଧି ପାଇବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri