ସ୍କୋଡାର ନୂଆ କୁସାକ୍‌ ମଣ୍ଟେ କାର୍ଲୋ

ନୂଆଦିଲ୍ଲୀ,୧୦ା୫ ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ସ୍କୋଡା ଅଟୋ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଆଧୁନିକ ଜ୍ଞାନକୌଶଳରେ ନିର୍ମିତ ନୂଆ କୁସାକ ମଣ୍ଟେ କାର୍ଲୋର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ମଣ୍ଟେ କାର୍ଲୋ ଗ୍ଲାମରରେ ଭରପୂର ରହିଛି, ଏହା ଆପଣଙ୍କୁ ଏକ ଅତୁଳନୀୟ ଅନୁଭବ ପ୍ରଦାନ କରିବ। ଏ ସମ୍ପର୍କରେ ସ୍କୋଡା ଅଟୋ ଇଣ୍ଡିଆର ବ୍ରାଣ୍ଡ୍‌ ଡାଇରେକ୍ଟର, ଜାକ୍‌ ହୋଲିସ୍‌ କହିଛନ୍ତି, ଆମର ନିକଟରେ ହାସଲ କରିଥିବା ସଫଳତା ଓ ଆମର ସ୍କୋଡାର ଆଦୃତି ଓ ଲୋକପ୍ରିୟତାକୁ ପ୍ରମାଣିତ କରିଛି। ମଣ୍ଟେ କାର୍ଲୋ ହେଉଛି ଏକ କାର୍‌ ଯାହା ସଭିଙ୍କ ହୃଦୟକୁ ଆକର୍ଷିତ କରିଥାଏ। ଏହାର ଆଭ୍ୟନ୍ତରୀଣ ତଥା ବାହ୍ୟ ସୌନ୍ଦର୍ଯ୍ୟ ମଧ୍ୟ ଅତ୍ୟନ୍ତ ମନୋମୁଗ୍ଧକର। କମ୍ପାନୀର ଏହି ମଡେଲ ଏକ ଉତ୍କୃଷ୍ଟ ଲାଇଫ ଷ୍ଟାଇଲ ପ୍ରଦାନ କରିଥାଏ। ଏହା ଏକ ଅତୁଳନୀୟ ଷ୍ଟାଇଲ୍‌ ମଧ୍ୟ ପ୍ରଦାନ କରେ ଓ ଗ୍ରାହକମାନେ ଏହାକୁ ଚଳାଇ ଏକ ଚମତ୍କାର ଅନୁଭୂତି ପାଇ ପାରିଥାନ୍ତି। ଏହାର ଏକ୍ସ-ଶୋ ରୁମ୍‌ ମୂଲ୍ୟ ହେଉଛି ଆଇଏନ୍‌ଆର ୧୫,୯୯,୦୦୦ ଟଙ୍କା ୧.୦ ଟିଏସ୍‌ଆଇ ସ୍ପିଡ୍‌ ମାନୁଆଲ୍‌ ପାଇଁ, ଟପିଂ ଆଉଟ୍‌ ଆଇଏନଆର ୧୯,୪୯,୦୦୦ ଟଙ୍କା ୧.୫ ଟିଏସ୍‌ଆଇ ୭ ସ୍ପିଡ୍‌ ଡିଏସଜି ପାଇଁ ରହିଛି। କୁସାକର ଏହି ସଂସ୍କରଣ ସ୍ବତନ୍ତ୍ର ଭାବେ ଟର୍ଣ୍ଣାଡୋ ରେଡ୍‌ ଓ କ୍ୟାଣ୍ଡି ହ୍ବାଇଟ୍‌ କଲରରେ ଉପଲବ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ଜିଏସ୍‌ଟି ଅଧୀନକୁ ଆସିବନି ପେଟ୍ରୋଲ,ଡିଜେଲ

ନୂଆଦିଲ୍ଲୀ,୧୮-୬: ପେଟ୍ରୋଲିୟମ ଉତ୍ପାଦକୁ ଜିଏସ୍‌ଟି ଅଧୀନକୁ ଆଣିବା ଲାଗି ତେଲ ଓ ବିମାନ କମ୍ପାନୀଙ୍କ ଦୀର୍ଘଦିନର ଦାବିକୁ କେନ୍ଦ୍ର ସରକାର ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ଫଳରେ ତେଲକୁ...

କରୋନା ପରେ ଆମାଜନ-ଆପଲ୍‌-ଫେସ୍‌ବୁକ୍‌-ଗୁଗଲର ବ୍ୟବସାୟ ସୁଦୃଢ଼ ହେବାର ଆଶା

ଓ୍ବାଶିଂଟନ,୨୩।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ କେତେକ ଦେଶରେ ଲକ୍‌ ଡାଉନ୍‌ ଯୋଗୁ ଆର୍ଥିକ ସ୍ଥିତି ଉତ୍କଟ...

ରେକର୍ଡ ଭାଙ୍ଗିଲା ସେନସେକ୍ସ

ନୂଆଦିଲ୍ଲୀ,୩।୯:ଭାରତୀୟ ଷ୍ଟକ ମାର୍କେଟ କ୍ରମାଗତ ରେକର୍ଡ ଭାଙ୍ଗିବାରେ ଲାଗିଛି। ପ୍ରଥମ ଥର ପାଇଁ ସେନସେକ୍ସ ୫୮ ହଜାର ଅତିକ୍ରମ କରିଛି। ଶୁକ୍ରବାର ପ୍ରାରମ୍ଭିକ ଅଧିବେଶନରେ ସେନସେକ୍ସ...

ଜୁଏଲର୍ସଙ୍କ ଦେଶବ୍ୟାପୀ ଧର୍ମଘଟ

ନୂଆଦିଲ୍ଲୀ,୨୪।୮ ସୁନା ହଲ୍‌ମାର୍କିଂ ନିୟମ ବିରୋଧରେ ଦେଶବ୍ୟାପୀ ଜୁଏଲର୍ସମାନେ ସୋମବାର ଧର୍ମଘଟ କରିଛନ୍ତି। ଏଥିରେ ୩୫୦ ଆସୋସିଏଶନ ସାମିଲ ହୋଇଥିଲେ। ଅଲ ଇଣ୍ଡିଆ ଜେମ୍ସ ଆଣ୍ଡ...

ଯୁଦ୍ଧର ପ୍ରଭାବ: ଭାରତର ଏକ ଲକ୍ଷ କୋଟି ରାଜସ୍ବ କ୍ଷତି ହେବା ଆଶଙ୍କା…

ନୂଆଦିଲ୍ଲୀ,୨୮।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଯୋଗୁ ଭାରତ ଉପରେ ବଡ଼ ଧରଣର ପ୍ରଭାବ ଅନୁଭୁତ ହେବାର ଆଶଙ୍କା ରହିଛି। ଯୁଦ୍ଧ ଯୋଗୁ...

ଗାନ୍ଧୀ ଜୟନ୍ତୀରୁ ଏୟାର ଇଣ୍ଡିଆରେ ପ୍ଳାଷ୍ଟିକ ବ୍ୟାନ୍‌

ନୂଆଦିଲ୍ଲୀ,୩୦-୮: ଦେଶକୁ ପ୍ଲାଷ୍ଟିକମୁକ୍ତ କରିବା ଉଦ୍ଦେଶ୍ୟରେ ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ପ୍ଲାଷ୍ଟିକ ବ୍ୟବହାର କରିବ ନାହିଁ ବୋଲି ନିଷ୍ପତ୍ତି ନେଇଛି। ଅକ୍ଟୋବର ୨...

ଅଗଷ୍ଟରେ ଗୋଲ୍ଡ ଇଟିଏଫ୍‌ରେ ୧୪୫ କୋଟି ନିବେଶ

ନୂଆଦିଲ୍ଲୀ,୧୧-୯: ଗୋଲ୍ଡ ଇଟିଏଫ୍‌(ଏକ୍ସଚେଞ୍ଜ ଟ୍ରେଡେଡ୍‌ ଫଣ୍ଡ୍‌)ରେ ଅଗଷ୍ଟରେ ୧୪୫ କୋଟି ଟଙ୍କା ନିବେଶ କରାଯାଇଛି। ୯ମାସ ମଧ୍ୟରେ ପ୍ରଥମଥର ଗୋଲ୍ଡ ଇଟିଏଫ୍‌ରେ ସର୍ବାଧିକ ନିବେଶ ହୋଇଥିବା...

ଅଟୋମୋବାଇଲ କ୍ଷେତ୍ରକୁ ୨୬ ହଜାର କୋଟି

ନୂଆଦିଲ୍ଲୀ,୧୬ା୯:  ଦେଶର ଅଟୋମୋବାଇଲ କ୍ଷେତ୍ରକୁ ଉତ୍ପାଦନ ସଂଯୋଗୀ ନିବେଶ (ପିଏଲ୍‌ଆଇ) ଯୋଜନା ପରିସରଭୁକ୍ତ କରାଯାଇଛି। ଏହି କ୍ଷେତ୍ରକୁ ଉତ୍ସାହିତ କରିବା ଲାଗି କେନ୍ଦ୍ର କ୍ୟାବିନେଟ୍‌ ପକ୍ଷରୁ ବୁଧବାର...

Advertisement
Archives

Model This Week