Posted inଖେଳ

ଭାରତ ଆଗରେ ଚ୍ୟାଲେଞ୍ଜିଂ ଟାର୍ଗେଟ

କଲମ୍ବୋ,୨୦।୭: ଆରମ୍ଭରୁ ଭାରତୀୟ ବୋଲରଙ୍କୁ ସଫଳତା ମିଳି ନ ଥିଲା। କିନ୍ତୁ ୟୁଜବେନ୍ଦ୍ର ଚହଲ, ଦୀପକ ଚହର ଓ ଭୁବନେଶ୍ୱର କୁମାରଙ୍କ ବଳରେ ମ୍ୟାଚ୍‌କୁ ପ୍ରତ୍ୟାବର୍ତ୍ତନ କରିଥିଲା ଟିମ୍‌ ଇଣ୍ଡିଆ। ଶେଷ ଆଡ଼କୁ ଚାମିକା କରୁଣାରତ୍ନେଙ୍କ ଉପଯୋଗୀ ୪୪ ରନ୍‌ର ଇନିଂସ ଯୋଗୁ ଘରୋଇ ଶ୍ରୀଲଙ୍କା ଶିଖର ଧାଓ୍ବନଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ଆଗରେ ଛିଡ଼ା କରିଛି ୨୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ।

୫୦ ଓଭରରେ ଶ୍ରୀଲଙ୍କା ୯ ଉଇକେଟ ହରାଇ ୨୭୫ ରନ୍‌ କରିଛି। ଦଳ ପାଇଁ ଧନଞ୍ଜୟ ଡି ସିଲଭା (୩୨), ଚାରିଥ ଅସାଲାଙ୍କା (୬୫), ଅଭିଷ୍କା ଫର୍ନାଣ୍ଡୋ (୫୦) ଓ ମିନୋଦ ଭାନୁକା (୩୬) ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେଇଥିଲେ। ଭାରତ ପାଇଁ ବୋଲିଂରେ ଭୁବନେଶ୍ୱର ଓ ଚହଲ ୩ ଲେଖାଏ ଉଇକେଟ ହାତେଇଥିଲେ। ଦୀପକ ୨ ଉଇକେଟ ନେଇଥିବା ବେଳେ ଖାଲି ହାତରେ ଫେରିଥିଲେ କୁଲଦୀପ ଯାଦବ, ହାର୍ଦ୍ଦିକ ଓ କ୍ରୁନାଲ ପାଣ୍ଡ୍ୟା।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍‌ ୨୦୨୬: ଜାଣନ୍ତୁ କ୍ରିକେଟ ଇତିହାସରେ କେବେ ଖେଳା ଯାଇଥିଲା ପ୍ରଥମ ସୁପର ଓଭର

ନୂଆଦିଲ୍ଲୀ,୧୧ା୨: ଆଜି ଅର୍ଥାତ୍‌ ବୁଧବାର ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଏକ ରୋମାଞ୍ଚକର ଡବଲ ସୁପର ଓଭରରେ ଆଫଗାନିସ୍ତାନକୁ ପରାସ୍ତ କରିଛି। କ୍ରିକେଟ ପ୍ରେମୀମାନେ ପୁଣି…

୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍‌, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ…

ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା! ବୁମରାଙ୍କ ବଲରେ ଇଶାନ….ସେପଟେ ମେଡିକାଲରେ ଅଭିଷେକ

ନୂଆଦିଲ୍ଲୀ,୧୧।୨:  ଟିମ୍ ଇଣ୍ଡିଆର ସମସ୍ୟା ସମାଧାନର ନାଁ ଧରୁନାହିଁ । ୨୦୨୬ ଟି-୨୦ ବିଶ୍ୱକପରେ ଲଗାତାର ଦ୍ୱିତୀୟ ଟାଇଟଲ ଜିତିବା ଲକ୍ଷ୍ୟରେ ଥିବା ଭାରତୀୟ ଦଳ ଏହାର ଖେଳାଳିଙ୍କ…

ଟି-୨୦ ବିଶ୍ୱକପ୍: ନେଟ୍ସରେ ସଞ୍ଜୁ ସାମସନଙ୍କ ନିରବ ସଂଘର୍ଷ, ଅଭିଷେକଙ୍କ ଅସୁସ୍ଥତା ବଢ଼ାଇଲା ଚିନ୍ତା

ନୂଆଦିଲ୍ଲୀ,୧୧।୨: ନାମିବିଆ ବିପକ୍ଷ ମ୍ୟାଚ୍ ପୂର୍ବରୁ ଭାରତୀୟ ଦଳର ଅଭ୍ୟାସ ସେସନରେ ଏକ ଭିନ୍ନ ଚିତ୍ର ଦେଖିବାକୁ ମିଳିଛି। ଗୋଟିଏ ପଟେ ଦଳର ବାକି ସଦସ୍ୟମାନେ ହସଖୁସି…

ମାଓବାଦୀ ମୁକ୍ତ ହେବ ଗନ୍ଧମାର୍ଦ୍ଦନ: ଚାଲିଛି ରଣକୌଶଳ, ମାର୍ଚ୍ଚ ଶେଷ ଶୁଦ୍ଧା…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଜଙ୍ଗଲରୁ ପ୍ରଥମେ ଜିଲାରେ ମାଓବାଦୀ ସଂଗଠନ କାୟା ବିସ୍ତାର କରିଥିଲା। ଏହାପରେ ମାଓବାଦୀ…

ଜୀବନର ଶେଷ ଦୌଡ଼… ପୋଲିସ ନିଯୁକ୍ତି ପାଇଁ ଦୌଡୃୁଥିଲେ ପ୍ରାର୍ଥୀ, ତଳେ ପଡ଼ି ଚାଲିଗଲା ଜୀବନ

ମୁମ୍ବାଇ,୧୧।୨: ମହାରାଷ୍ଟ୍ରର ବିଡ ଜିଲ୍ଲାରେ ପୋଲିସ ନିଯୁକ୍ତି ପ୍ରକ୍ରିୟା ସମୟରେ ଏକ ଦୁଃଖଦ ଘଟଣା ଘଟିଛି । ଶାରୀରିକ ପରୀକ୍ଷା ପାଇଁ ଏକ ଦୌଡ଼ରେ ଅଂଶଗ୍ରହଣ କରୁଥିବା…

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମର ଏମ.ସସ୍ମିତା ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ବୁଧବାର ଗ୍ରାମର…

ସମ୍ପର୍କରେ କଳଙ୍କ; ବୋହୂଙ୍କୁ ଯୌନ ନିର୍ଯାତନା ଦେଉଥିଲେ ଶ୍ବଶୁର, ଲିଫ୍ଟରେ କରୁଥିଲେ…

ବେଙ୍ଗାଲୁରୁ,୧୧ା୨: ଉତ୍ତର ବେଙ୍ଗାଲୁରୁରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ଘରୋଇ ସ୍କୁଲରେ ପ୍ରିନ୍ସିପାଲ୍ ଭାବରେ କାର୍ଯ୍ୟ କରୁଥିବା ଜଣେ ମହିଳା ତାଙ୍କ ଶ୍ୱଶୁରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri