Posted inଖେଳ

ଭାରତ ଆଗରେ ଚ୍ୟାଲେଞ୍ଜିଂ ଟାର୍ଗେଟ

କଲମ୍ବୋ,୨୦।୭: ଆରମ୍ଭରୁ ଭାରତୀୟ ବୋଲରଙ୍କୁ ସଫଳତା ମିଳି ନ ଥିଲା। କିନ୍ତୁ ୟୁଜବେନ୍ଦ୍ର ଚହଲ, ଦୀପକ ଚହର ଓ ଭୁବନେଶ୍ୱର କୁମାରଙ୍କ ବଳରେ ମ୍ୟାଚ୍‌କୁ ପ୍ରତ୍ୟାବର୍ତ୍ତନ କରିଥିଲା ଟିମ୍‌ ଇଣ୍ଡିଆ। ଶେଷ ଆଡ଼କୁ ଚାମିକା କରୁଣାରତ୍ନେଙ୍କ ଉପଯୋଗୀ ୪୪ ରନ୍‌ର ଇନିଂସ ଯୋଗୁ ଘରୋଇ ଶ୍ରୀଲଙ୍କା ଶିଖର ଧାଓ୍ବନଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ଆଗରେ ଛିଡ଼ା କରିଛି ୨୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ।

୫୦ ଓଭରରେ ଶ୍ରୀଲଙ୍କା ୯ ଉଇକେଟ ହରାଇ ୨୭୫ ରନ୍‌ କରିଛି। ଦଳ ପାଇଁ ଧନଞ୍ଜୟ ଡି ସିଲଭା (୩୨), ଚାରିଥ ଅସାଲାଙ୍କା (୬୫), ଅଭିଷ୍କା ଫର୍ନାଣ୍ଡୋ (୫୦) ଓ ମିନୋଦ ଭାନୁକା (୩୬) ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେଇଥିଲେ। ଭାରତ ପାଇଁ ବୋଲିଂରେ ଭୁବନେଶ୍ୱର ଓ ଚହଲ ୩ ଲେଖାଏ ଉଇକେଟ ହାତେଇଥିଲେ। ଦୀପକ ୨ ଉଇକେଟ ନେଇଥିବା ବେଳେ ଖାଲି ହାତରେ ଫେରିଥିଲେ କୁଲଦୀପ ଯାଦବ, ହାର୍ଦ୍ଦିକ ଓ କ୍ରୁନାଲ ପାଣ୍ଡ୍ୟା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜି ପ୍ଲେ ଅଫ୍‌ରେ ଗୁଜରାଟ-ରାଜସ୍ଥାନ ମୁକାବିଲା: ଜାଣନ୍ତୁ କେବେ, କେଉଁଠି ଦେଖିବେ ମ୍ୟାଚ୍‌

କୋଲକତା,୨୪।୫:ଆଇପିଏଲ ୨୦୨୨ର ପ୍ଲେ ଅଫ ମ୍ୟାଚ୍‌ ଆଜିଠୁ ଆରମ୍ଭ ହେବ। କୋଲକାତାରେ ଅନୁଷ୍ଠିତ ହେବାକୁ ଥିବା କ୍ୱାଲିଫାୟର୍‌-୧ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଗୁଜରାଟ ଟାଇଟାନ୍ସକୁ ଭେଟିବ।...

‘ରାହାନେଙ୍କୁ ବସେଇ ଦିଅ’

କାନପୁର,୨୮।୧୧: ଭାରତୀୟ ଟେଷ୍ଟ ଦଳର ଉପଅଧିନାୟକ ଅଜିଙ୍କ୍ୟ ରାହାନେଙ୍କୁ ମୁମ୍ବାଇରେ ଆସନ୍ତା ୩ ତାରିଖରୁ ଖେଳାଯିବାକୁ ଥିବା ଦ୍ୱିତୀୟ ଟେଷ୍ଟରୁ ବସେଇ ଦେବା ଉଚିତ ହେବ...

ଏସିଆ କପ୍‌ରେ ବ୍ରୋଞ୍ଜ ଜିତିଲା ଭାରତ

ଜାକର୍ତ୍ତା,୧।୬: ଇଣ୍ଡୋନେସିଆରେ ଚାଲିଥିବା ଏସିଆ କପ୍‌ ହକିରେ ଭାରତ ଏକ ବଡ଼ ଉପଲବ୍ଧି ହାସଲ କରିଛି। ବୁଧବାର ଜାକର୍ତ୍ତାରେ ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ଜାପାନକୁ ୧-୦...

ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ସନ୍ନ୍ୟାସ ନେଲେ ଧୋନୀ

ଚେନ୍ନାଇ, ୧୫।୮: ଭାରତୀୟ କ୍ରିକେଟର ଅନ୍ୟତମ ଶ୍ରେଷ୍ଠ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଶନିବାର ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ସୋସିଆଲ ମିଡିଆ ଇନ୍‌ଷ୍ଟାଗ୍ରାମରେ...

ପୂର୍ବତନ ହକି ଖେଳାଳି ରବିନ୍ଦର ପାଲ୍‌ ସିଂଙ୍କ ପରଲୋକ

ନୂଆଦିଲ୍ଲୀ, ୯ା୫ (ପି.ଟି.)- ଭାରତର ପୂର୍ବତନ ହକି ଖେଳାଳି ରବିନ୍ଦର ପାଲ୍‌ ସିଂଙ୍କ ଶନିବାର ସକାଳେ ଲକ୍ଷ୍ନୌରେ ପରଲୋକ ହୋଇଯାଇଛି। ତାଙ୍କୁ ୬୦ ବର୍ଷ ବୟସ...

ମ୍ୟାଚ୍‌ ଜିତିବା ପରେ ମାଲିକଙ୍କୁ ବଡ ପାଟିରେ ଏମିତି କହିଲେ ଦୀନେଶ କାର୍ତ୍ତିକ

ଆଇପିଏଲ ୨୦୨୦ରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଏକ ନିଶ୍ଚିତ ପରାଜୟ ମ୍ୟାଚ୍‌କୁ ଜିତିଛି କୋଲକାତା ନାଇଟ ରାଇଡର୍ସ। ଏହି ବିଜୟ ପରେ ଦଳର ମନୋବଳ...

କ୍ରୀଡ଼ା ପ୍ରୋତ୍ସାହନ ପାଇଁ ଓଡ଼ିଶା ପୁରସ୍କୃତ

ଭୁବନେଶ୍ୱର, ୧୫।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶାରେ କ୍ରୀଡ଼ା ଭିତ୍ତିଭୂମୀ ବଢ଼ିବା ସହ ବଡ଼ ଟୁର୍ନାମେଣ୍ଟମାନ ଆୟୋଜନ ହେଉଛି। ଏହାର ପୁରସ୍କାର ମଧ୍ୟ ରାଜ୍ୟକୁ ମିଳିବାରେ ଲାଗିଛି। କ୍ରୀଡ଼ା...

ଏଥର ଖେଳିବେନି ତଥାପି ୮ କୋଟିରେ କିଣିଲା ମୁମ୍ବାଇ

ବାଙ୍ଗାଲୋର,୧୩।୨: ଚଳିତ ମେଗା ଅକଶନରେ ମୁମ୍ବାଇ ଇଣ୍ଡିଆନ୍ସ ଇଂଲଣ୍ଡର ପେସର ଜୋଫ୍ରା ଆର୍ଚ୍ଚରଙ୍କୁ ୮ କୋଟି ଟଙ୍କାରେ କିଣିଛି। ଆହତ ସମସ୍ୟା କାରଣରୁ ଏହି ଖେଳାଳି...

Advertisement
Archives

Model This Week