୯ ଓଭର ମଧ୍ୟରେ କୋଲକାତାର ଅଧା ଟିମ୍‌ ପ୍ୟାଭିଲିଅନରେ

ମୁମ୍ବାଇ,୩୦।୩: ଚଳିତ ଆଇପିଏଲରେ ବୁଧବାର ଖେଳାଯାଉଥିବା ମ୍ୟାଚ୍‌ରେ ପୂରା ଫେଲ୍‌ ମାରିଛି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)ର ବ୍ୟାଟିଂ ଲାଇନ୍‌ ଅପ୍‌। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ବିପକ୍ଷ ମ୍ୟାଚ୍‌ରେ ୯ ଓଭର ମଧ୍ୟରେ କୋଲକାତା ପ୍ରମୁଖ ୬ ବ୍ୟାଟରଙ୍କୁ ହରାଇ ୬୭ ରନ୍‌ କରିଛି। ମୁଖ୍ୟତଃ ଓ୍ବାନିନ୍ଦୁ ହାସରଙ୍ଗା (୩ ଉଇକେଟ) ଏବଂ ଆକାଶ ଦୀପ (୨ ଉଇକେଟ) କୋଲକାତା ପାଇଁ ଘାତକ ସାଜିଛନ୍ତି। ଅଧିନାୟକ ଶ୍ରେୟାସ ଆୟାର (୧୩), ଅଜିଙ୍କ୍ୟ ରାହାନେ (୯), ଭେଙ୍କଟେଶ ଆୟାର (୧୦), ନୀତିଶ ରାଣା (୧୦) ଏବଂ ସୁନିଲ ନାରିନ (୧୨) ଆଉଟ୍‌ ହୋଇ ପ୍ୟାଭିଲିଅନ ଫେରି ସାରିଛନ୍ତି।

ଏବେ ସାମ ବିଲିଂସ (୯) ଏବଂ ଆନ୍ଧ୍ରେ ରସେଲ (0) ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

ଆମେରିକା-ଇରାନ ମଧ୍ୟରେ କେବେ ଶେଷ ହେବ ଯୁଦ୍ଧ? ସମୟସୀମା ସ୍ଥିର କଲେ ଟ୍ରମ୍ପ! ଏହି ଦିନ…

ଓ୍ବାଶିଂଟନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକା ପ୍ରଥମ ଥର ପାଇଁ ସ୍ପଷ୍ଟ ଭାବରେ ସୂଚିତ କରିଛି ଯେ ଇରାନ ବିରୁଦ୍ଧରେ ଏହାର ସାମରିକ ଅଭିଯାନ ଦୀର୍ଘ…

IPL 2026 ର ପ୍ରାରମ୍ଭିକ ମ୍ୟାଚରୁ ବାଦ ପଡ଼ିଲେ ଧୋନୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୮।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଆଜି ଅର୍ଥାତ୍‌ ଶନିବାର, ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ ଶନିବାର RCB ଏବଂ…

ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ

ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

ଓକିଲ ସଂଘ ନିର୍ବାଚନ: ମଇଦାନରେ ୬ ପ୍ରାର୍ଥୀ, ସରଗରମ କୋର୍ଟ ପରିସର

ପୁରୁଷୋତ୍ତମପୁର,୨୮।୩ (ସବିତା ମିଶ୍ର): ସାରା ରାଜ୍ୟରେ ଓକିଲ ସଂଘ ନିର୍ବାଚନ ଚାଲିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟ ପରିସରରେ ନିର୍ବାଚନ ଉଷ୍ମତା ସରଗରମ ହୋଇଉଠିଛି…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri