୯ ଓଭର ମଧ୍ୟରେ କୋଲକାତାର ଅଧା ଟିମ୍‌ ପ୍ୟାଭିଲିଅନରେ

ମୁମ୍ବାଇ,୩୦।୩: ଚଳିତ ଆଇପିଏଲରେ ବୁଧବାର ଖେଳାଯାଉଥିବା ମ୍ୟାଚ୍‌ରେ ପୂରା ଫେଲ୍‌ ମାରିଛି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)ର ବ୍ୟାଟିଂ ଲାଇନ୍‌ ଅପ୍‌। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ବିପକ୍ଷ ମ୍ୟାଚ୍‌ରେ ୯ ଓଭର ମଧ୍ୟରେ କୋଲକାତା ପ୍ରମୁଖ ୬ ବ୍ୟାଟରଙ୍କୁ ହରାଇ ୬୭ ରନ୍‌ କରିଛି। ମୁଖ୍ୟତଃ ଓ୍ବାନିନ୍ଦୁ ହାସରଙ୍ଗା (୩ ଉଇକେଟ) ଏବଂ ଆକାଶ ଦୀପ (୨ ଉଇକେଟ) କୋଲକାତା ପାଇଁ ଘାତକ ସାଜିଛନ୍ତି। ଅଧିନାୟକ ଶ୍ରେୟାସ ଆୟାର (୧୩), ଅଜିଙ୍କ୍ୟ ରାହାନେ (୯), ଭେଙ୍କଟେଶ ଆୟାର (୧୦), ନୀତିଶ ରାଣା (୧୦) ଏବଂ ସୁନିଲ ନାରିନ (୧୨) ଆଉଟ୍‌ ହୋଇ ପ୍ୟାଭିଲିଅନ ଫେରି ସାରିଛନ୍ତି।

ଏବେ ସାମ ବିଲିଂସ (୯) ଏବଂ ଆନ୍ଧ୍ରେ ରସେଲ (0) ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ରେକର୍ଡ ସମକକ୍ଷ ହେଲା ଅଷ୍ଟ୍ରେଲିଆ ମହିଳା କ୍ରିକେଟ୍‌ ଦଳ, ଭାଙ୍ଗିବ ୧୭ ବର୍ଷ ତଳର କୀର୍ତ୍ତିମାନ

ବ୍ରିସବେନ୍‌, ୭।୧୦: ଭ୍ରମଣକାରୀ ନ୍ୟୁଜିଲାଣ୍ଡ ମହିଳା ଦଳ ବିପକ୍ଷରେ ଏଠାରେ ଅନୁଷ୍ଠିତ ୩ୟ ଦିନିକିଆ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ବୃହତ୍‌ ବିଜୟ ହାସଲ କରିଛି। ସ୍ଥାନୀୟ ଆଲାନ୍‌...

ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ଲଡର୍‌ସ,୧୧।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଅଗଷ୍ଟ ୧୨ଠାରୁ ଲର୍ଡସରେ ଖେଳାଯିବ। ଉଭୟ ଦଳ ବିଜୟ ସହ ୫ ମ୍ୟାଚ ବିଶିଷ୍ଟ...

ରିଭ୍ୟୁ ପାଇଁ ଅଟକିଲା ମ୍ୟାଚ୍‌

ଶାରଜା,୨୮।୯: ଶାରଜା ଗ୍ରାଉଣ୍ଡରେ ମଙ୍ଗଳବାର ଅପରାହ୍ନରେ କୋଲାକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ମଧ୍ୟରେ ଖେଳାଯାଇଥିବା ଆଇପିଏଲ ମ୍ୟାଚ୍‌ରେ ଏକ ଭିନ୍ନ...

ହାଇଦ୍ରାବାଦ ବିପକ୍ଷରେ ଧୋନୀଙ୍କୁ ବିଶ୍ରାମ

ହାଇଦ୍ରାବାଦ, ୧୭।୪ (ପି.ଟି.)- ୨୦୧୦ ପରଠାରୁ ପ୍ରଥମଥର ପାଇଁ ମହେନ୍ଦ୍ର ସିଂ ଧୋନୀ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଚେନ୍ନାଇ ସୁପର କିଙ୍ଗ୍ସର ନେତୃତ୍ୱ ନେଇନାହାନ୍ତି।...

ଟିମ୍‌ ଇଣ୍ଡିଆର ଚିନ୍ତା ବଢ଼ାଇଲେ କୋହଲି, ରାହାନେ

ଡର୍ହାମ,୨୦।୭: ଆସନ୍ତା ୪ ତାରିଖରୁ ଟ୍ରେଣ୍ଟ ବ୍ରିଜ୍‌ଠାରେ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ପୂର୍ବରୁ ଭାରତୀୟ ଦଳର ଚିନ୍ତା ବଢ଼ାଇଛି ଅଧିନାୟକ...

ଦିନିକିଆ ସିରିଜ ଜିତିଲେ ଭାରତୀୟ ମହିଳା ପୁନମ, ମିଥାଲିଙ୍କ ଅର୍ଦ୍ଧଶତକ

ଭଦୋଦରା,୧୨।୧୦(ପି.ଟି.)- ଅଧିନାୟିକା ମିଥାଲି ରାଜ ଓ ପୁନମ ରାଉତଙ୍କ ଉପଯୋଗୀ ଅର୍ଦ୍ଧଶତକୀୟ ଇନିଂସ ସହାୟତାରେ ଭାରତୀୟ ମହିଳା ଦଳ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଭ୍ରମଣକାରୀ ଦକ୍ଷିଣ...

୩୫ଜଣ ପିଲାଙ୍କର ହାର୍ଟ ସର୍ଜରୀ କରାଇବେ ଗାଭାସ୍କର

ମୁମ୍ବାଇ,୧୦।୭: ନିଜର ୭୧ତମ ଜନ୍ମ ଦିନରେ ସୁନୀଲ ଗାଭାସ୍କର ୩୫ ଜଣ ପିଲାଙ୍କର ହାର୍ଟ ସର୍ଜରୀ କରାଇବାକୁ ନିଷ୍ପତ୍ତି ନେଇଛନ୍ତି। ଖାରଘର ସ୍ଥିତ ସତ୍ୟସାଇ ସଞ୍ଜୀବନୀ...

ବିଦେଶ ଲିଗ୍‌ରେ ଖେଳିପାରନ୍ତି ପ୍ରାକ୍ତନ ଭାରତୀୟ ଖେଳାଳି

ନୂଆଦିଲ୍ଲୀ,୧୭ା୫: କାରବିୟାନ ପ୍ରିମିୟର ଲିଗ୍‌ (ସିପିଏଲ) ଖେଳାଳିଙ୍କ ନିଲାମ ପ୍ରକ୍ରିୟାରେ ସ୍ଥାନ ପାଇଛନ୍ତି ଭାରତୀୟ ଅଲରାଉଣ୍ଡର ଇର୍ଫାନ ପଠାନ। ସିପିଏଲର ଆଗାମୀ ସଂସ୍କରଣ ଲାଗି ଚଳିତ...

Advertisement
Archives

Model This Week