Posted inଫୁରସତ

ଫେସ୍‌ବୁକ୍‌ ଖୋଲିଲେ ଚାପୁଡ଼ା

ସୋସିଆଲ ମିଡିଆ ମଧ୍ୟରୁ ଫେସ୍‌ବୁକ ହେଉଛି ଅନ୍ୟତମ। ଏହା ୟୁଜରମାନଙ୍କର ସବୁଠୁ ପସନ୍ଦ। ମାତ୍ର ଜଣେ ବ୍ୟକ୍ତି ଏଥିରୁ ମୁକ୍ତି ପାଇବା ପାଇଁ ଜଣେ ମହିଳାଙ୍କୁ ୨୦୧୨ରୁ ନିଯୁକ୍ତି ଦେଇଛନ୍ତି। କାରଣ ଯେତେବେଳେ ସେ ଫେସ୍‌ବୁକ୍‌ ଖୋଲି ସମୟ ନଷ୍ଟ କରିବେ ମହିଳା ଜଣକ ତାଙ୍କୁ ଚାପୁଡ଼ା ମାରିବେ।

ଭାରତୀୟ-ଆମେରିକୀୟ ଉଦ୍ୟୋଗୀ ମନୀଷ ସେଠୀ ପ୍ରତ୍ୟେକ ଥର ଫେସ୍‌ବୁକ୍‌ ଖୋଲିବା ସମୟରେ ତାଙ୍କୁ ଚାପୁଡ଼ା ମାରିବା ପାଇଁ ଜଣେ ମହିଳାଙ୍କୁ ନିଯୁକ୍ତି ଦେଇଛନ୍ତି।

ଏକ ପୋଷାକ ବ୍ରାଣ୍ଡ୍‌ର ପ୍ରତିଷ୍ଠାତା ମନୀଷ ମୋବାଇଲରେ ଫେସ୍‌ବୁକ୍‌ ଖୋଲିଲେ ମହିଳା ଜଣକ ତାଙ୍କୁ ଚାପୁଡ଼ା ମାରିଥାନ୍ତି। ପ୍ରତି ଘଣ୍ଟାରେ ଥରେ ମହିଳା ଜଣକ ମନୀଷଙ୍କୁ ଚାପୁଡ଼ା ମାରିଥାନ୍ତି। ୨୦୧୨ରୁ ମହିଳା ଜଣକ ଏହି କାମ କରିଆସୁଛନ୍ତି। ଆଜି ଏହା ଚର୍ଚ୍ଚାକୁ ଆସିଛି। କାରଣ ୯ ବର୍ଷ ପରେ ଟେସ୍‌ଲା ସିଇଓ ଏଲୋନ ମସ୍କ ଦୁଇଟି ଫାୟାର ଇମୋଜି ବ୍ୟବହାର କରି ଏହାର ପ୍ରତିକ୍ରିୟା ଦେଇଛନ୍ତି। ୨୦୧୨ରେ ମନୀଷ ଏକ ବିଜ୍ଞାପନ ଦେଇଥିଲେ। ଏଥିରେ ଲେଖିଥିଲେ, ଯେତେବେଳେ ମୁଁ ସମୟ ନଷ୍ଟ କରିବି, ତୁମେ ମୋତେ ପାଟିକରିବା ସହ ଚାପୁଡ଼ା ମାରିବ।

ମନୀଷଙ୍କ ଏହି କାମ ଅନ୍ୟମାନଙ୍କ ପାଇଁ ଅନନ୍ୟ ଉଦାହରଣ ବୋଲି ୟୁଜରମାନେ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri