Posted inଜାତୀୟ

”୭-୮ ଚାପୁଡ଼ା, ଛାତି, ପେଟକୁ ଗୋଇଠା ମାରିଲେ”: FIR’ରେ ଲେଖିଲେ ସ୍ୱାତୀ ମାଲିୱାଲ

ନୂଆଦିଲ୍ଲୀ,୧୭।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ଦଳର ରାଜ୍ୟସଭା ସାଂସଦ ସ୍ୱାତୀ ମାଲିୱାଲଙ୍କ ସହ ଅସଦାଚରଣ ମାମଲାରେ ପୋଲିସ ଏଫଆଇଆର ପଞ୍ଜିକରଣ କରିଛି। କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବ ବୈଭବ କୁମାରଙ୍କ ବିରୋଧରେ ସ୍ୱାତୀ ଗୁରୁତର ଅଭିଯୋଗ ଆଣିଛନ୍ତି।

ଅଭିଯୋଗରେ କେବଳ ବୈଭବକୁ ଅଭିଯୁକ୍ତ କରାଯାଇଛି। ସ୍ୱାତୀ କହିଛନ୍ତି ଯେ ତାଙ୍କୁ ଗୋଇଠା ଲାତ ମରାଯାଇଥିଲା। ପେଟ ଏବଂ ଶରୀର ଉପରେ ମଧ୍ୟ ଆକ୍ରମଣ କରାଯାଇଛି। ଚାରି ଦିନ ପୂର୍ବରୁ କରାଯାଇଥିବା PCR କଲ୍ ବିଷୟରେ ସ୍ୱାତୀ ଦିଲ୍ଲୀ ପୋଲିସକୁ ବିସ୍ତୃତ ସୂଚନା ଦେଇଛନ୍ତି।

ଦିଲ୍ଲୀ ପୋଲିସ ଗୁରୁବାର ମାରପିଟ, ଦୁର୍ବ୍ୟବହାର ଏବଂ ଧମକାଇବା ଭଳି ଧାରା ଲଗାଇ ମାମଲା ରୁଜୁ କରିଛି। ଏହାପରେ ବିଳମ୍ବିତ ରାତିରେ ସ୍ୱାତୀଙ୍କୁ ବିଳମ୍ବିତ ରାତିରେ ମେଡିକାଲ ପରୀକ୍ଷା କରାଯାଇଛି। ଏବେ ତାଙ୍କୁ ଖୁବ ଶୀଘ୍ର ମାଜିଷ୍ଟ୍ରେଟଙ୍କ ଆଗରେ ଉପସ୍ଥିତ କରାଯିବ। ଏହାରି ମଧ୍ୟରେ ପୋଲିସ ବୈଭବ କୁମାରଙ୍କୁ ଖୋଜିବା ଆରମ୍ଭ କରିଦେଇଛି। ତାଙ୍କୁ ମଧ୍ୟ ପଚରାଉଚରା କରାଯିବ। ବୈଭବନକୁ ରାଷ୍ଟ୍ରୀୟ ମହିଳା ଆୟୋଗ ମଧ୍ୟ ଶୁକ୍ରବାର ନୋଟିସ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

୨୦୨୭ ଯାଏ ୩ ରାଶିଙ୍କର ଚାଲିବ ଭଲ ସମୟ, କେତୁଙ୍କ ପ୍ରଭାବରେ ପ୍ରଚୁର ଧନ ଲାଭ ସହ ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ରରେ ଛାୟା ଗ୍ରହ କେତୁଙ୍କ ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଜ୍ୟୋତିଷୀଙ୍କ ମତ ଅନୁସାରେ, କେତୁ ପ୍ରାୟ ୧୮ ମାସ ପରେ ରାଶି…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

ମହିଳାଙ୍କୁ ୨ କୋଟି ଦେବ ଏହି ବଡ଼ ବ୍ୟାଙ୍କ୍‌! ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍ଲୀ,୧୫।୯: ଯଦି ଆପଣ ଜଣେ ମହିଳା ଏବଂ ନିଜର ନୂଆ ବ୍ୟବସାୟ ଆରମ୍ଭ କରିବାର ସ୍ୱପ୍ନ ଦେଖୁଛନ୍ତି କିମ୍ୱା ନିଜର ଚାଲୁଥିବା ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ଚାହୁଁଛନ୍ତି,…

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲା ୨ ଭାଇଙ୍କ ମୃତଦେହ

ପରଜଙ୍ଗ,୧୫।୯(ନିଗମାନନ୍ଦ ଦଳବେହେରା): ଦୁର୍ଘଟଣାରେ ୨ ଭାଇଙ୍କ ଜୀବନ ଚାଲିଗଲା। ହେଲେ ମୃତଦେହ ଘରକୁ ନେବାବେଳେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଲା, ତାହା ସମସ୍ତଙ୍କୁ ବିଚଳିତ କରିଛି। ରାସ୍ତା…

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…

ବିଶ୍ୱକର୍ମା ରାଜମିସ୍ତ୍ରୀ, କାରିଗର ସଂଘର ବାର୍ଷିକୋତ୍ସବ, ସାଙ୍ଗଠନିକ ଅଭିବୃଦ୍ଧି ପାଇଁ ନିଷ୍ପତ୍ତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ମଙ୍ଗଳବାର ଖେମୁଣ୍ଡି ଆଞ୍ଚଳିକ ବଶ୍ୱକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘର ୧୭ତମ ବାର୍ଷିକୋତ୍ସବ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?