ବୁଦ୍ଧିମତ୍ତା ବଢ଼ାଏ ସୁନିଦ୍ରା

ବୁଦ୍ଧିମତ୍ତା ବଢ଼ାଇବାର ସରଳ ତଥା ସହଜ ଉପାୟ ହାତ ପାଆନ୍ତାରେ ରହିଛି। ତାହା କ’ଣ ଜାଣନ୍ତି ? ସୁନିଦ୍ରା। ଯଦି ଜଣେ ବ୍ୟକ୍ତି ଆବଶ୍ୟକ ମୁତାବକ ନିଦ୍ରା ଯାଆନ୍ତି ତେବେ ତାହାର ସୁପ୍ରଭାବ ବୁଦ୍ଧିମତ୍ତା ଉପରେ ପଡିଥାଏ। ‘ବୁଦ୍ଧିମତ୍ତା ଏବଂ ସୁନିଦ୍ରା’ ବିଷୟବସ୍ତୁ ଉପରେ କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏକ ସର୍ଭେ କରିଥିଲେ। ଏହାର ଅନ୍ତର୍ଭୁକ୍ତ ବ୍ୟକ୍ତିମାନଙ୍କୁ ଦୁଇ ଭାଗରେ ବିଭକ୍ତ କରାଯାଇଥିଲା। ଗୋଟିଏ ଗ୍ରୁପ୍‌ରେ ଥିବା ବ୍ୟକ୍ତିମାନଙ୍କୁ ପ୍ରତିଦିନ ଆବଶ୍ୟକ ମୁତାବକ ଶୋଇବାକୁ ପରାମର୍ଶ ଦିଆଯାଇଥିବା ବେଳେ ଅନ୍ୟ ଗ୍ରୁପ୍‌ରେ ଥିବା ବ୍ୟକ୍ତିମାନଙ୍କୁ ସେମାନଙ୍କ ମନ ମୁତାବକ ଶୋଇବାକୁ କୁହାଯାଇଥିଲା। ଆଶ୍ଚର୍ଯ୍ୟଜନକ ଭାବରେ ଯେଉଁମାନେ ନିୟମିତ ଆବଶ୍ୟକ ମୁତାବକ ଶୋଉଥିଲେ ସେମାନଙ୍କ ମଧ୍ୟରୁ ଅଧିକାଂଶଙ୍କର ବୁଦ୍ଧିମତ୍ତା ପୂର୍ବାପେକ୍ଷା ପ୍ରଖର ଥିବାର ଜଣାପଡିଥିଲା। ହେଲେ ଶୋଇବା ପୂର୍ବରୁ ହାଲକା ଖାଦ୍ୟ ଖାଇବା ସହ ବେଡ୍‌ ରୁମ୍‌ର ପରିବେଶ ଶାନ୍ତ ହେବା ନିହାତି ଦରକାର ବୋଲି ଉକ୍ତ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧୁମେହ ରୋଗୀଙ୍କ ପାଇଁ ବରଦାନ ସଦୃଶ ଭେଣ୍ଡି; ଜାଣନ୍ତୁ କିପରି କରିବେ ସେବନ…

ବର୍ତ୍ତମାନର ପରିବର୍ତ୍ତିତ ଜୀବନଶୈଳୀ ଯୋଗୁ ଡାଇବେଟିସ ବା ମଧୁମେହ ରୋଗରେ ଯୁବକଠାରୁ ବୃଦ୍ଧ ପର୍ଯ୍ୟନ୍ତ ସମସ୍ତେ ଆକ୍ରାନ୍ତ ହେଉଛନ୍ତି। ଫଳରେ ଏହା ଏକ ସାଧାରଣ ରୋଗରେ...

ମହାଶିବରାତ୍ରି ଉପବାସ: ଖାଆନ୍ତୁ ନାହିଁ ଏସବୁ ଖାଦ୍ୟ

ପବିତ୍ର ମହାଶିବରାତ୍ରିକୁ ନେଇ ଭକ୍ତଙ୍କ ମନରେ ପ୍ରବଳ ଆଗ୍ରହ ଦେଖିବାକୁ ମିଳେ। କୁହାଯାଏ ସ୍ବଚ୍ଛ ମନରେ ଭଗବାନ ଶିବଙ୍କ ଉପାସନା କଲେ ସମସ୍ତ ମନସ୍କାମନା ପୂର୍ଣ୍ଣ...

ଏହି ସବୁ ରୋଗରୁ ମୁକ୍ତିଦିଏ କାଜୁ

କାଜୁ ଖାଇବା ଲାଗି ସ୍ବାଦିଷ୍ଟ ହୋଇଥିବା ବେଳେ ସ୍ବାସ୍ଥ୍ୟ ପାଇଁ ମଧ୍ୟ ହିତକର। ଏଥିରେ ଭିଟାମିନ୍‌ ଓ ପ୍ରୋଟିନ୍‌ର ମାତ୍ରା ଅଧିକ ରହିଥାଏ। ଶୀତଦିନେ ଏହାକୁ...

ସଫଳତା ଅନ୍ତରାଳେ…

ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖରେ ସମଗ୍ର ବିଶ୍ୱରେ ପାଳିତ ହୋଇଥାଏ ‘ଅନ୍ତର୍ଜାତୀୟ ମହିଳା ଦିବସ’। ମହିଳାମାନଙ୍କୁ ସ୍ବାବଲମ୍ବୀ କରାଇବା, ସେମାନଙ୍କ ଭିତରେ ଲୁଚି ରହିଥିବା ପ୍ରତିଭାକୁ...

ସୌନ୍ଦର୍ଯ୍ୟ ନୁହେଁ ରୋଗର କାରଣ ମଧ୍ୟ ହୋଇଥାଏ ବଡ଼ନଖ

ସାଧାରଣତଃ ମହିଳାମାନେ ବଡ଼ ବଡ଼ ନଖ ରଖିବାକୁ ବେଶ୍‌ ପସନ୍ଦ କରିଥାନ୍ତି। ହାତ ହେଉ କି ଗୋଡ଼ ନଖ ସୌନ୍ଦର୍ଯ୍ୟକୁ ଦ୍ୱିଗୁଣିତ କରେ ବୋଲି ମହିଳାମାନଙ୍କର...

ଆଖି ବନ୍ଦ କରି ଏହି ୪ ରାଶିର ଲୋକଙ୍କ ଉପରେ କରିପାରିବେ ବିଶ୍ୱାସ; ଯେତେବଡ଼ ବିପଦ ଆସୁ ଛାଡ଼ନ୍ତିନାହିଁ ହାତ

ବିଶ୍ୱାସଯୋଗ୍ୟ ସାଥୀ, ଜୀବନସାଥୀ ଏବଂ ସହକର୍ମୀ ବହୁତ କଷ୍ଟରେ ମିଳିଥାନ୍ତି, ଯେଉଁମାନଙ୍କୁ ଆପଣ ହୃଦୟର ସମସ୍ତ କଥା କହିପାରନ୍ତି। ନିଜ ଜୀବନର ସବୁକିଛି ବାଣ୍ଟିପାରନ୍ତି। କାହିଁକିନା...

ସୌନ୍ଦର୍ଯ୍ୟ ବଢ଼ାଏ ଏହି ତେଲ

ସୋରିଷ ତେଲ, ଘିଅ, ରିଫାଇନ୍‌ ଆଦି ତେଲକୁ ଆମେ ଖାଦ୍ୟ ପ୍ରସ୍ତୁତିରେ ବ୍ୟବହାର କରିଥାଉ। କେତେକ ସ୍ଥାନରେ ନଡ଼ିଆ ତେଲ ବ୍ୟବହାର କରାଯାଇ ଖାଦ୍ୟ ପ୍ରସ୍ତୁତ...

ସର୍ଭିକାଲ କ୍ୟାନ୍‌ସର ପାଇଁ ଟିକା

ସର୍ଭିକାଲ କ୍ୟାନ୍‌ସର (ଜରାୟୁ ଗ୍ରୀବା କର୍କଟ) ପାଇଁ ଏକ ଟିକା ନିକଟରେ ଉଦ୍ଭାବିତ ହୋଇଛି। ଡେନ୍‌ମାର୍କର କୋପନହେଗେନସ୍ଥିତ ଡ୍ୟାନିଶ୍‌ କ୍ୟାନସର ସୋସାଇଟିର କ୍ୟାନ୍‌ସର ବିଶେଷଜ୍ଞମାନେ ଦୀର୍ଘ...

Advertisement
Archives

Model This Week