ମନ୍ତ୍ରୀଙ୍କ ବଡ଼ ସୂଚନା, ସ୍ଲିପର କୋଚ ବସ୍‌ରେ ରହିବ ପାଣି ଟାଙ୍କି, ସହ ସ୍ପ୍ରିଙ୍କଲର୍‌, ନିୟମ ନ ମାନିଲେ…

ଭୁବନେଶ୍ୱର,୧୦।୧: ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ବସ୍‌ ମାଲିକ ସଂଘର ବୈଠକ ପରେ ମନ୍ତ୍ରୀ ଜେନା କହିଛନ୍ତି, ସ୍ଲିପର୍‌ କୋଚ ବସ୍‌ ପାଇଁ ନିୟମ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସ୍ଲିପର କୋଚ ବସ୍‌ରେ ପାଣି ଟାଙ୍କି ସହ ସ୍ପ୍ରିଙ୍କଲର ବ୍ୟବସ୍ଥା କରିବାକୁ ବାଧ୍ୟତାମୂଳକ କରାଯାଇଛି।

ନିୟମକୁ ବସ୍‌ ମାଲିକ ଅନୁପାଳନ କରିବେ ବୋଲି ମନ୍ତ୍ରୀ କହିଛନ୍ତି। ବର୍ତ୍ତମାନ ସ୍ଲିପର ଏସି କୋଚ୍‌ ବସ୍‌ରେ ଅଧିକ ନିଆଁ ଲାଗୁଥିବାରୁ ଏହି ନିୟମ ଲାଗୁ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି କୋର୍ଟଙ୍କ ନିର୍ଦ୍ଦେଶନାମା ସହିତ ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ନିୟମ କଡ଼ାକଡ଼ି ପାଳନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

 

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜୀବନର ରଙ୍ଗ ଛଡେଇନେଲା ଦନ୍ତା ହାତୀ:  ଯୁବକଙ୍କ ମୃତ୍ୟୁ

ମୋରଡା/ରାସଗୋବିନ୍ଦପୁର,୪/୩ (ସ୍ମାରକ ମାଜୀ/ସତ୍ୟବାଦୀ ପରିଡା):ରଙ୍ଗର ପର୍ବ ହୋଲିରେ ମଉଳି ଗଲା ଯୁବକଙ୍କ ଜୀବନର ରଙ୍ଗ। ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଖଃଦ ଘଟଣା ଘଟିଛି…

ଟ୍ରକକୁ ପିଟିଲା ଟ୍ରକ: ଦୁଇ ଡ୍ରାଇଭର ଗୁରୁତର

 ବାଲେଶ୍ୱର,୪।୩( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଛିଡା ହୋଇଥିବା ସିମେଣ୍ଟ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଲା ଡଷ୍ଟ ବୋଝେଇ ଟ୍ରକ୍‌।…

ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ ସେମିଫାଇନାଲ ମ୍ୟାଚରେ ବର୍ଷା ହେଲେ କାହାକୁ ମିଳିବ ଫାଇନାଲ ଟିକେଟ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ର ପ୍ରଥମ ସେମିଫାଇନାଲ ମାର୍ଚ୍ଚ ୪ ତାରିଖରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ…

ଭାରତ ପାଖେ କେତେ ଦିନ ପାଇଁ ଗଚ୍ଛିତ ଅଛି ଅଶୋଧିତ ତୈଳ, ସରିଗଲେ କ’ଣ ପ୍ରଭାବ ପଡିବ, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟ ବଜାର ଅସ୍ଥିରତା ଅନୁଭବ କରୁଛି। ଯୁଦ୍ଧର ପ୍ରଭାବ କେବଳ ଅଶୋଧିତ ତୈଳ ଏବଂ ଶେୟାର…

ମା’ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ, ଏକତ୍ରିତ ହୋଇ ପୂଜାର୍ଚ୍ଚନା କଲେ ଲୋକେ

ଲୋଇସିଂହା,୪।୩( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୁହୁରାପାଲି ମା’ ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି। ଗ୍ରାମର ଡୁମାଲ ସମ୍ପ୍ରଦାୟର ଲୋକେ…

ସେମିଫାଇନାଲ ଭାରତୀୟ ଦଳର ପ୍ରାକ୍ଟିସ୍‌ ସମୟରେ ଅଚାନକ କରାଗଲା ପରିବର୍ତ୍ତନ, ହଇଚଇ ସୃଷ୍ଟି

ନୂଆଦିଲ୍ଲୀ,୪।୩: ମୁମ୍ବାଇରେ ହେବାକୁ ଥିବା ୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ ପୂର୍ବରୁ, ଭାରତୀୟ ଦଳର ପ୍ରତ୍ୟେକ ଗତିବିଧି ଉପରେ ନଜର ରଖାଯାଇଛି। ପ୍ଲେଇଂ ଇଲେଭେନରୁ ନେଟ ପ୍ରସ୍ତୁତି…

ସେମିଫାଇନାଲରେ ଭାରତ ପାଇଁ ଘାତକ ହେବେ ଏହି ୫ ଇଂଲଣ୍ଡ ଖେଳାଳି! ଭାରତଠୁ ଛଡାଇନେଇପାରନ୍ତି ଫାଇନାଲ ଟିକେଟ୍‌

ନୂଆଦିଲ୍ଲୀ,୪।୩: ବିଶ୍ୱର କୌଣସି ଦଳ ଲଗାତାର ଦୁଇଥର ଟି-୨୦ ବିଶ୍ୱକପ ଜିତି ନାହିଁ। ଭାରତୀୟ କ୍ରିକେଟ ଦଳ ଏହାକୁ ହାସଲ କରିବା ଏବଂ ଇତିହାସ ସୃଷ୍ଟି କରିବାଠାରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ, ଯାରା ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୪।୩: ଉପସାଗରୀୟ ଦେଶଗୁଡ଼ିକରେ ଯୁଦ୍ଧ ଭଳି ପରିସ୍ଥିତି ବିଶ୍ୱ ଶକ୍ତି ଯୋଗାଣକୁ ବିପଦରେ ପକାଇଛି। ଏହି ସଙ୍କଟ ସମୟରେ, ଭାରତର ଦୀର୍ଘକାଳୀନ ଏବଂ ବିଶ୍ୱସ୍ତ ବନ୍ଧୁ, ରୁଷିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri