Posted inଜାତୀୟ

ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌, ୨୪ ଘଣ୍ଟାରେ ୯୧୭ ଆକ୍ରାନ୍ତ…

ନୂଆଦିଲ୍ଲୀ, ୨୦।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ଏହା ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଏହା ହଜାରେ ତଳେ ରହିଛି। ଗତ ୨୪ ଘଣ୍ଟାରେ ଏହା ୯୧୭ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧,୦୭୦ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ଥିଲା।

ଏହି ସମୟରେ ସକ୍ରିୟ ମାମଲା ୬ ହଜାର ଉପରେ ରହିଛି। ଏହା ୬ ହଜାର ୩୫୦ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୫ ହଜାର ୯୧୫ ଥିଲା। ସେହିପରି ୨୪ ଘଣ୍ଟାରେ ୪୭୯ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୫୪୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୮୦୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୯୬ ହଜାର ୩୩୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୯ ହଜାର ୧୮୨ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ଅକ୍ଟୋବରରୁ ବଦଳିଯିବ ଏସବୁ ନିୟମ, ଏବେଠୁ ଜାଣି ରଖନ୍ତୁ ସବୁକିଛି

ନୂଆଦିଲ୍ଲୀ,୨୩।୯: ପ୍ରତି ମାସର ପହିଲା ତାରିଖରେ କିଛି ନା କିଛି ନିୟମରେ ପରିବର୍ତ୍ତନ ହୋଇଥାଏ। ଏହାକୁ ନେଇ ଲୋକଙ୍କ ମଧ୍ୟରେ ମଧ୍ୟ ଉତ୍ସୁକତା ରହିଥାଏ ଯେ, ଆସନ୍ତା…

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…

ଅଶ୍ବିନଙ୍କ ବଡ଼ ଖୁଲାସା; CSK ହେଡ୍ କୋଚ୍ ହେବାକୁ ଏହି ଖେଳାଳିଙ୍କୁ ମିଳିଥିଲା ଅଫର, ହେଲେ…

ଚେନ୍ନାଇ,୨୩।୯: ଆଇପିଏଲ୍‌ ୨୦୨୭ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଜାହିର ଖାନ୍‌ଙ୍କୁ ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି। ସେ ଷ୍ଟିଫେନ୍ ଫ୍ଲେମିଂଙ୍କ ସ୍ଥାନ…

ମହିଳାଙ୍କ ସଲୱାର୍‌ ଖୋଲିବାକୁ ଚେଷ୍ଟା କରିବା ବଳାତ୍କାର ଉଦ୍ୟମ ନୁହେଁ? ପାଟନା ହାଇକୋର୍ଟଙ୍କ ରାୟରେ ସୁପ୍ରିମକୋର୍ଟ ଅସନ୍ତୁଷ୍ଟ; ପ୍ରଧାନ ବିଚାରପତି କହିଲେ…

ନୂଆଦିଲ୍ଲୀ,୨୩।୯: ପାଟନା ହାଇକୋର୍ଟଙ୍କ ଏକ ରାୟକୁ ନେଇ ସୁପ୍ରିମକୋର୍ଟ ଉଦବେଗ ପ୍ରକାଶ କରିଛନ୍ତି। ଉକ୍ତ ରାୟରେ କୁହାଯାଇଥିଲା ଯେ ଜଣେ ମହିଳାଙ୍କ ‘ସଲୱାର’ ଖୋଲିବାକୁ ଚେଷ୍ଟା କରିବା…

ଅବପାତ ମୁକାବିଲା ପାଇଁ ଜିଲା ପ୍ରଶାସନର ବ୍ୟାପକ ପଦକ୍ଷେପ, ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁରକ୍ଷା ଓ ଜରୁରୀ ସେବା ସୁନିଶ୍ଚିତ କରିବା…

UPI ଚାର୍ଜକୁ ନେଇ ବଡ଼ ଖୁଲାସା! କାର୍ଡ ପେମେଣ୍ଟଠାରୁ ୮୦% ଶସ୍ତା କାହିଁକି? ଜାଣନ୍ତୁ ପୂରା ହିସାବ

ନୂଆଦିଲ୍ଲୀ,୨୩।୯ : UPI ପେମେଣ୍ଟକୁ ନେଇ ଆସିଛି ନୂଆ ନିୟମ । ଅକ୍ଟୋବର ୧୫, ୨୦୨୬ରୁ ୨ ହଜାର ଟଙ୍କାରୁ ଅଧିକ କିଛି UPI ଟ୍ରାଞ୍ଜାକ୍ସନରେ ୦.୪…

ଅସ୍ବାସ୍ଥ୍ୟକର ହେବ ନାହିଁ ଟ୍ରେନ ଖାଦ୍ୟ; ମୂଷା କିମ୍ବା ଅସରପା ଦେଖାଗଲେ ସିଧାସଳଖ ସତର୍କ ସୂଚନା (alert) ପଠାଇବ AI କ୍ୟାମେରା

ସମସ୍ତିପୁର,୨୩।୯: ସମସ୍ତିପୁର ଦେଇ ଯାଉଥିବା ପ୍ରମୁଖ ଟ୍ରେନଗୁଡ଼ିକ (ଯେପରିକି ସ୍ବାଧୀନତା ସେନାନୀ ଏକ୍ସପ୍ରେସ, ବିହାର ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସ, ବୈଶାଳୀ ଏକ୍ସପ୍ରେସ ଏବଂ ବାଗମତୀ ଏକ୍ସପ୍ରେସ)ର ପ୍ୟାଣ୍ଟ୍ରି…

ଡୋନାଲ୍ଡ ଟ୍ରମ୍ପଙ୍କ ପୁଅଙ୍କ ଖର୍ଚ୍ଚର ଯାଞ୍ଚ କରାଯିବ; ତଦନ୍ତ ପାଇଁ ଦାବି କରିଛନ୍ତି ରିପବ୍ଲିକାନ ସିନେଟର୍‌

ଓ୍ବାଶିଂଟନ,୨୩।୯: ୟୁଟାହ ରିପବ୍ଲିକାନ ସେନେଟର ଜନ କର୍ଟିସ ସିନେଟ ନ୍ୟାୟପାଳିକା କମିଟିକୁ ତଦନ୍ତ କରିବାକୁ ଆହ୍ବାନ କରିଛନ୍ତି ଯେ ଡୋନାଲ୍ଡ ଟ୍ରମ୍ପ ଜୁନିଅର ଆର୍ଥିକ ଲାଭ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?