Posted inଖେଳ

ଅଷ୍ଟ୍ରେଲିଆ ବିପକ୍ଷରେ ପାକିସ୍ତାନର ୨ କ୍ରିକେଟରଙ୍କ ଫିଲ୍ଡିଂକୁ ନେଇ ଉଡୁଛି ମଜା, ସୋସିଆଲ ମିଡିଆରେ…

ହାଇଦ୍ରାବାଦ,୩।୧୦: ପାକିସ୍ତାନ କ୍ରିକେଟ ଟିମ୍‌ ବୋଲିଂ ଏବଂ ବ୍ୟାଟିଂରେ ଯେତିକି ସଫଳ ଫିଲ୍ଡିଂରେ ସେତିକି ବିଫଳ। ଅନେକ ମ୍ୟାଚ୍‌ରେ ଦଳର ଫିଲ୍ଡିଂକୁ ସମାଲୋଚନାର ଶିକାର ହେବାକୁ ପଡ଼ିଛି। ଏବେ ବିଶ୍ୱକପ୍‌ ପୂର୍ବରୁ ଦଳ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ଫିଲ୍ଡିଂରେ ନିରାଶାଜନକ ପ୍ରଦର୍ଶନ କରିଛି। ପାକିସ୍ତାନର ୨ ଖେଳାଳି ମ୍ୟାଚ୍‌ରେ ଖରାପ ଫିଲ୍ଡିକୁ କରିଥିବାରୁ ସୋସିଆଲ ମିଡିଆରେ ଦଳର ମଜା ଉଡୁଛି। ମହମ୍ମଦ ଓ୍ବାସିମ୍‌ ଏବଂ ମହମ୍ମଦ ନଓ୍ବାଜଙ୍କ ଏକ ଭୁଲକୁ ନେଇ ବଲ୍‌ ଚୌକାରେ ପରିଣତ ହୋଇଥିଲା। ଏହାର ଅନେକ ଭିଡିଓ ଭାଇରାଲ ହେଉଥିବା ବେଳେ ଦଳର ଫିଲ୍ଡିଂ କେବେହେଲେ ସୁଧୁରିବ ନାହିଁ ବୋଲି ଲୋକେ ପ୍ରତିକ୍ରିୟା ଦେଉଛନ୍ତି।

୨୦୧୧ ବିଶ୍ୱକପ୍‌ ପରଠାରୁ ଏଯାବତ ପାକିସ୍ତାନ ସର୍ବାଧିକ ୫୯ କ୍ୟାଚ୍‌ ଛାଡ଼ିଛି। ଏହି ମାମଲାରେ ପାକିସ୍ତାନ ଶୀର୍ଷରେ ରହିଛି। ସେହିଭଳି ଶ୍ରୀଲଙ୍କା ୪୩ କ୍ୟାଚ୍‌ ଛାଡ଼ି ଦ୍ୱିତୀୟ ସ୍ଥାନରେ ରହିଛି। କ୍ୟାଚ୍‌ ଧରିବାକୁ ମ୍ୟାଚ୍‌ ବିଜୟ ସହ ଯୋଡ଼ା ଯାଏ। ଏଣୁ ପାକିସ୍ତାନକୁ କ୍ରିକେଟ ବିଶେଷଜ୍ଞମାନେ ସମାଲୋଚନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri