ସର୍ବସାଧାରଣରେ ସ୍ଲୋଭାକିଆ ପ୍ରଧାନମନ୍ତ୍ରୀଙ୍କୁ ଗୁଳିମାଡ଼

ନୂଆଦିଲ୍ଲୀ,୧୫ା୫: ସ୍ଲୋଭାକିଆର ପ୍ରଧାନମନ୍ତ୍ରୀ ରବର୍ଟ ଫିକୋଙ୍କୁ ଏକ ସରକାରୀ ବୈଠକ ପରେ ସର୍ବସାଧାରଣରେ ଗୁଳିମାଡ଼ ହୋଇଛି। ଏଥିରେ ସେ ଆହତ ହୋଇଥିବା ସ୍ଥାନୀୟ ମିଡ଼ିଆ ରିପୋର୍ଟ କରିଛି। ଘଟଣାସ୍ଥଳରେ ଥିବା ପ୍ରତ୍ୟେକ୍ଷ ଦର୍ଶୀ କହିଛନ୍ତି ଯେ, ରବର୍ଟଙ୍କ ଉପରକୁ ଏକାଧିକ ଥର ଗୁଳିମାଡ଼ ହୋଇଥିଲା।

ଏହି ଘଟଣା ମଧ୍ୟରେ ସୁରକ୍ଷା କର୍ମୀମାନେ ଜଣେ ବ୍ୟକ୍ତିଙ୍କୁ କାର ଭିତରକୁ ନେଇ ଦେଇ ଯାଉଥିବା ଦେଖିବାକୁ ମିଳିଛି। ତେବେ ଏହି ଘଟଣାରେ ସରକାରୀ ଅଧିକାରୀ କୌଣସି ପ୍ରତିକ୍ରିୟା ଦେଇ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଶଦୀପ ସିଂହଙ୍କ ଆହତ ପରେ ଭାରତୀୟ ଦଳରେ ଚେନ୍ନାଇ ସୁପର କିଙ୍ଗ୍ସର ଷ୍ଟାର ସାମିଲ

ମୁମ୍ବାଇ,୨୦।୭: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ଚୟନ କମିଟି ଇଂଲଣ୍ଡ ଗସ୍ତରେ ଆହତ ହୋଇଥିବା ପେସର ଅର୍ଶଦୀପ ସିଂହଙ୍କ ସ୍ଥାନରେ ହରିୟାଣା ତଥା ଚେନ୍ନାଇ...

ବିବାହିତା ମହିଳାଙ୍କୁ ବଳାତ୍କାର, ଗିରଫ ହେଲେ ରାୟଗଡ଼ା ଅତିରିକ୍ତ ଅଗ୍ନିଶମ ଅଧିକାରୀ

ରାୟଗଡ଼ା,୨୦।୭(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଅଗ୍ନିଶମ ବିଭାଗର ଅତିରିକ୍ତ ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରାଙ୍କୁ ବଳାତ୍କାର ମାମଲାରେ ରାୟଗଡ଼ା ଟାଉନ ଥାନା ପୋଲିସ ରବିବାର...

ଟୋଲ୍‌ପ୍ଲାଜା ବୁଥ୍‌ ଉପରକୁ ଚଢ଼ିଗଲା କାର୍‌: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ବୈଶିଙ୍ଗା,୨୦ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ୧୮ ନଂ ଜାତୀୟ ରାଜପଥର ପଦ୍ମନାଭପୁର ଟୋଲ୍‌ପ୍ଲାଜା ନିକଟରେ ରବିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ...

ରେଲୱେରେ ଚାକିରି କରାଇବା ନାଁ ରେ ଯୁବତୀଙ୍କୁ …

ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର) ରେଲୱେରେ ଚାକିରି କରାଇବା ନାଁରେ ଜଣେ ଯୁବତୀଙ୍କଠାରୁ ୧୩ ଲକ୍ଷ ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଦିଗପହଣ୍ଡି ଥାନା...

ଅବ୍ୟବସ୍ଥା ଘେରରେ କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ: ଖାଲିପଡ଼ିଛି ଅନେକ ପଦବୀ, ଲୋକେ ପାଉନାହାନ୍ତି ସେବା

କର୍ଲାମୁଣ୍ଡା,୨୦ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅବ୍ୟବସ୍ଥା ଘେରରେ ରହୁଥିବାରୁ ଲୋକେ ଉପଯୁକ୍ତ ସମୟରେ ସରକାରୀ ସେବାଗୁଡ଼ିକ ଠିକ୍‌ ଭାବେ ପାଇପାରୁ ନ...

ସାଉଦି ଆରବର ‘ସ୍ଲିପିଂ ପ୍ରିନ୍ସ’ଙ୍କ ଦେହାନ୍ତ; ୨୦ ବର୍ଷ ଧରି ଥିଲେ କୋମାରେ, ଜାଣନ୍ତୁ କିଏ ଥିଲେ…

ରିଆଧ,୨୦।୭: ସାଉଦୀ ଆରବର ‘ସ୍ଲିପିଂ ପ୍ରିନ୍ସ’ ଆଲୱାଲିଦ ବିନ ଖାଲିଦଙ୍କର ୨୦ ବର୍ଷ କୋମାରେ ରହିବା ପରେ ଦେହାନ୍ତ ହୋଇଛି। ସେ ସାଉଦି ରାଜ ପରିବାରର...

ବଳଙ୍ଗା ଘଟଣା: ଯୁବତୀଙ୍କ ଦେହରେ କିଏ ଲଗାଇଲା ନିଆଁ? ସାଂଘାତିକ ଖୁଲାସା କଲା!

ଭୁବନେଶ୍ୱର,୨୦।୭: ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା ରାଜ୍ୟରେ ନ ଲିଭୁଣୁ ବଳଙ୍ଗା ଘଟଣା ଏବେ ସାରା ରାଜ୍ୟରେ ଚର୍ଚ୍ଚାରେ ଅଛି। ଶନିବାର...

ପରକୀୟା ପ୍ରୀତିରୁ ଝୁଲିପଡ଼ିଲେ ସ୍ତ୍ରୀ, ସୁଇସାଇଡ୍‌ ନୋଟ୍‌ରେ ଲେଖିଦେଇ ଗଲେ ମୋ’ ସ୍ବାମୀ ଆଉ ପ୍ରେମିକା ମିଶି…

ଭବାନୀପାଟଣା,୨୦।୭(ଉତ୍ତମ କୁମାର ଦାଶ): ସ୍ବାମୀ ଆଉ ପ୍ରେମିକା ମିଶି ଦେଉଥିଲେ ନିର୍ଯାତନା ଦେବା ଶେଷରେ ନିର୍ଯାତନା ସହି ନ ପାରି ବାପଘରେ ଆତ୍ମହତ୍ୟା କରି ସୁଇସାଇଡ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri