ଓଭରବ୍ରିଜ ନିର୍ମାଣରେ ମନ୍ଥରତା: ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୬।୧୦(ବିଦ୍ୟାଧର ସାହୁ ): ଷୋହଳ ନ ଜାତୀୟ ରାଜପଥ ଓଭରବ୍ରିଜ ନିର୍ମାଣରେ ମନ୍ଥରତା ଓ ଅହେତୁକ ବିଳମ୍ବ ନେଇ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଭୁବନେଶ୍ୱର ଏନଏଚଏଆଇ ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଶ୍ରମିକ ସଂଗଠନ ନେତା ଦୁର୍ଯ୍ୟୋଧନ ରେଡି, ସରପଞ୍ଚ ପ୍ରତିନିଧି ବାପି ଦାସ ପ୍ରମୁଖ ଉପସ୍ଥିତ ଥିଲେ। ଏଥିସହ ନୂତନ ଭାବେ ପୁଇଁତୋଳା ଛକ, ଅଗସ୍ତି ନୂଆଗାଁ ଛକ, ପାଲିଆ ଛତ୍ରପୁର ଛକ, ଗ୍ରୀ ଛକ, ଚମାଖଣ୍ଡି ଛକ ଓ ଅନନ୍ତପୁର ଛକଠାରେ ଓଭର ବ୍ରିଜ ନିର୍ମାଣ ପାଇଁ ଏନଏଚଏଆଇ ପ୍ରୋଜେକ୍ଟ ଡାଇରେକ୍ଟରଙ୍କୁ ବିଧାୟକ ନାୟକ ପ୍ରସ୍ତାବ ଦେଇଥିବା ଜଣାପଡିଛି l ବିଧାୟକଙ୍କ ଏହିଭଳି ମହତ୍ୱ କାର୍ଯ୍ୟ ଶୈଳୀକୁ ନିର୍ବାଚନ ମଣ୍ଡଳୀ ଅଞ୍ଚଳବାସୀ ଓ ବୁଦ୍ଧିଜୀବୀ ଉଚ୍ଚ ପ୍ରଶଂସା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri