ବିଶ୍ୱର ସବୁଠାରୁ ଛୋଟ ଶିଶୁ ୭ମାସ ପରେ ଓଜନ ୩ କିଲୋ

ଟୋକିଓ,୧୯।୪: ବିଶ୍ୱର ସବୁଠାରୁ ଛୋଟ ଶିଶୁପୁତ୍ର ଗତବର୍ଷ ଅକ୍ଟୋବରରେ ଜାପାନରେ ଜନ୍ମଗ୍ରହଣ କରିଥିଲେ। ସେବେଠାରୁ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲୁଥିଲା। ଏବେ ସେ ବାହାର ଦୁନିଆକୁ ଆସିବାକୁ ପ୍ରସ୍ତୁତ ବୋଲି ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନେ ଶୁକ୍ରବାର ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ରୁସୁକେ ସେକିୟା ନାମକ ମହିଳା ଜରୁରୀକାଳୀନ ସିଜରିଆନ୍‌ ସେକ୍ସନ୍‌ ଜରିଆରେ ଗର୍ଭଧାରଣର ୨୪ ସପ୍ତାହ ୫ ଦିନ ମଧ୍ୟରେ ଉକ୍ତ ଶିଶୁ ପୁତ୍ରକୁ ଜନ୍ମ ଦେଇଥିଲେ। ତାଙ୍କ ମା’ ହାଇପରଟେନଶନର ଶିକାର ହୋଇଥିବାରୁ ସମୟ ପୂର୍ବରୁ ଉକ୍ତ ଶିଶୁଟିକୁ ଜନ୍ମ ଦେଇଥିଲେ। ଆଉ ଜନ୍ମ ବେଳକୁ ଶିଶୁର ଓଜନ ଥିଲା ୨୫୮ ଗ୍ରାମ୍‌ ଅର୍ଥାତ୍‌ ଗୋଟିଏ ସେଓର ଓଜନ ପାଖାପାଖି। ଏବେ କିନ୍ତୁ ଉପଯୁକ୍ତ ଚିକିତ୍ସା ପରେ ପିଲାଟିର ଓଜନ ୩ କିଲୋଗ୍ରାମ ହୋଇଥିବା ଡାକ୍ତର ପ୍ରକାଶ କରିଛନ୍ତି। କେବଳ ସେତିକି ନୁହେଁ ଏବେ ସେ ସାଧାରଣ ଶିଶୁଙ୍କ ଭଳି ବାହାର ଦୁନିଆକୁ ଆସିପାରିବ ବୋଲି ମଧ୍ୟ ଡାକ୍ତର କହିଥିବାରୁ ପିତାମାତା ଆନନ୍ଦିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗଦାନ ପାଇଁ ସଚେତନତା: ୪ ଶହ ଦିନରେ ୪୩ ଦେଶ ଯାତ୍ରା କରି ଭେଟିଲେଣି ୭୩ ହଜାର ଲୋକଙ୍କୁ

ଓ୍ବାଶିଂଟନ,୧୯।୧: ଅଙ୍ଗଦାନ ନେଇ ସଚେତନତା ସୃଷ୍ଟି ପାଇଁ ଆମେରିକାରେ ବାସ କରୁଥିବା ଜଣେ ଭାରତୀୟ ନିଜର ପ୍ରୟାସ ଅବ୍ୟାହତ ରଖିଛନ୍ତି। ଅନୀଲ ଶ୍ରୀବାସ୍ତବ ଏବଂ ତାଙ୍କ...

ବ୍ରାଜିଲରେ ବ୍ୟାପିଲା ମଙ୍କିପକ୍ସ

ବ୍ରାସିଲିଆ,୧୦ା୬: ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ସମେତ ବିଶ୍ୱର ପ୍ରମୁଖ ସ୍ବାସ୍ଥ୍ୟ ସଙ୍ଗଠନଗୁଡ଼ିକ ମଙ୍କିପକ୍ସର ବୃଦ୍ଧି ଘଟୁଥିବା ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ମଙ୍କିପକ୍ସ ସମଗ୍ର...

ଅଢ଼େଇ ଦିନରେ ଦୁଇଗୁଣା ହେଉଛି ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା…

ଲଣ୍ଡନ, ୧୨।୧୨: ବ୍ରିଟେନ୍‌ରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏଠାରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାବୃଦ୍ଧି ପାଇବାରେ...

ଆମେରିକାରେ ଭିନ୍ନ ବିବାହ: ଦମ୍ପତି ପରସ୍ପରକୁ ଡିଜିଟାଲରେ ପିନ୍ଧାଇଲେ ରିଙ୍ଗ୍‌

ଆମେରିକାର କାଲିଫର୍ନିଆ ରାଜ୍ୟରେ ଏକ ଭିନ୍ନ ବିବାହ ଦେଖିବାକୁ ମିଳିଛି। ଏଠାରେ ଏକ ଦମ୍ପତି ରେବେକୋ ରୋଜ ଏବଂ ପିଟର କାଚେରଗିନସ୍କି ଆମେରିକାର କ୍ରିପ୍ଟୋ କରେନ୍ସି...

ପରସ୍ପରକୁ ଆଖି ଦେଖାଇଲେ ଚାଇନା-ଆମେରିକା

ଓ୍ବାଶିଂଟନ୍‌,୧୯।୩: ଆମେରିକାରେ ନୂତନ ସରକାର ଗଠନ ପରେ ପ୍ରଥମ ଥର ପାଇଁ ଚାଇନା ସହିତ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ଦୁଇ...

ଚାଇନା ବହିରେ ଆମେରିକା କାର୍ଟୁନ୍‌

ବେଜିଂ, ୨୮ା୮: ଚାଇନାର ପ୍ରାଥମିକ ସ୍କୁଲଗୁଡ଼ିକରେ ପ୍ରଚଳିତ ପାଠ୍ୟପୁସ୍ତକରୁ କମ୍ୟୁନିଷ୍ଟ ସରକାର କେତେକ ନିର୍ଦ୍ଦିଷ୍ଟ କାର୍ଟୁନ୍‌କୁ ହଟାଇ ଦେଇଛନ୍ତି। ମୂଳ କର୍ଟୁନ୍‌ଗୁଡ଼ିକ ଅନେକ ବର୍ଷ ଧରି...

ଲକ୍‌ଡାଉନ୍‌କୁ ବିରୋଧ: ୧୫୫ ଗିରଫ

ଲଣ୍ଡନ,୨୯।୧୧: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବ୍ରିଟେନ୍‌ରେ ପୁଣିଥରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହା ଡିସେମ୍ବର ୨ ପର୍ଯ୍ୟନ୍ତ ବଳବତ୍ତର ରହିବ। ସୁରକ୍ଷା ଦୃଷ୍ଟିରୁ...

ମୋଦି ସରକାରଙ୍କୁ ପ୍ରଶଂସା କଲେ ରାହୁଲ

ଓ୍ବାଶିଂଟନ,୨।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆମେରିକା ଗସ୍ତରେ ଅଛନ୍ତି, ଯେଉଁଠାରେ ସେ ଲଗାତାର ଭାବେ ମୋଦି ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ଅନୁଷ୍ଠାନକୁ ଦୁର୍ବଳ କରିବା,...

Advertisement
Archives

Model This Week