ସ୍ବାସ୍ଥ୍ୟ ବୋଝ ଦୂର କରିବ ସ୍ମାର୍ଟକାର୍ଡ

ଢେଙ୍କାନାଳ ଅଫିସ, ୨୮ା୧୧-ଢେଙ୍କାନାଳ ଜିଲା ଗଁଦିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ ଶନିବାର ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କରାଯାଇଛି। ନେଉଳପୋଇ, ଯୋରନ୍ଦା, କାଲୁରିଆ, ବାଇସିଙ୍ଗା, ରାଇତଳା, କରମୂଳ, କାବେରା ପଞ୍ଚାୟତରେ ମୁଖ୍ୟଅତିଥି ଭାବେ ଯୋଗଦେଇ ବିଧାୟକ ସୁଧୀର ସାମଲ ସ୍ମାର୍ଡକାର୍ଡ ବଣ୍ଟନ କରିଥିଲେ। ଏହି ଅବସରରେ ବିଧାୟକ କହିଲେ, ଏହି ସ୍ମାର୍ଟକାର୍ଡ ସ୍ବାସ୍ଥ୍ୟବୋଝ ଦୂର କରିବ। କାର୍ଡ ନ ଥିବା ହିତାଧିକାରୀ ୧୦୪ରୁ ଯୋଗଯୋଗ କରିପାରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ସମ୍ପନ୍ନ ପଦକ୍ଷେପ ଯୋଗୁ ଓଡ଼ିଶାର ସାଢ଼େ ୩ କୋଟି ଜନସାଧାରଣ ଉପୃକୃତ ହେବେ। କାର୍ଯ୍ୟକ୍ରମରେ ବିଡିଓ ଆଶିଷ ରଞ୍ଜନ ସାହୁ, ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ଭୂୟଁା, ବିଜେଡି ନେତା ନରୋତ୍ତମ ସାହୁ, ରୁବି ବିଶ୍ୱାଳ, ବିଶ୍ୱନାଥ ଜେନା, ପ୍ରଦୀପ ରାଉତ, ନିରାକାର ରାଉତ, ନବକିଶୋର ସାମଲ, ସନ୍ତୋଷ ବିଶ୍ୱାଳ, ରଞ୍ଜନ ନନ୍ଦ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବଯୌବନ ଦର୍ଶନ ଆଜି, ଚଳଚଞ୍ଚଳ ଶ୍ରୀକ୍ଷେତ୍ର

ପୁରୀ,୧୪।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁଙ୍କ ଅଣସର ଶେଷ ହୋଇଛି। ସୁସ୍ଥ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବା ଲାଗି ପ୍ରସ୍ତୁତ ହୋଇସାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ମଙ୍ଗଳବାର ଦଇତାପତି ସେବକମାନେ…

ଦୁଇ ଘଣ୍ଟା ପାଇଁ ୪ ସହରକୁ ୟେଲୋ ୱାର୍ନିଂ ଜାରି କଲା ପାଣିପାଗ ବିଭାଗ, ପ୍ରବଳ ବର୍ଷା…

ଭୁବନେଶ୍ବର,୧୪।୭: ଖୋର୍ଦ୍ଧା, ଭୁବନେଶ୍ବର, କଟକ, ପୁରୀ ପାଇଁ ୟେଲୋ ୱାର୍ନିଂ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ଦୁଇ ଘଣ୍ଟା ମଧ୍ୟରେ ଏକାଧିକ…

ଭାଜପା ପରେ ବିଜେଡିର ପାଲଟା ଅଭିଯୋଗ, ପିଲାଙ୍କୁ ରାଜନୈତିକ କାମରେ ଲଗାଉଛି ଭାଜପା

ଭୁବନେଶ୍ୱର,୧୪।୭(ସୁନିତ୍‌ ମିଶ୍ର): ରାଜନୈତିକ କାର୍ଯ୍ୟକ୍ରମରେ ଛୋଟ ପିଲାମାନଙ୍କୁ ସାମିଲ କରାଯିବା ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ସୋମବାର ବିଜେଡିର ଏକ ମହିଳା ପ୍ରତିନିଧି ଦଳ…

ଆଜି ରାଜ୍ୟ କ୍ୟାବିନେଟ୍, ୭ରୁ ଅଧିକ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୧୪।୭ (ରବିନାରାୟଣ ଜେନା): ରାଜ୍ୟବାସୀଙ୍କ ହିତକୁ ଦୃଷ୍ଟିରେ ରଖି ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଘୁର୍ଣ୍ଣିବଳୟ ସକ୍ରିୟ: ଅତି ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୪।୭:ଉତ୍ତର ବଙ୍ଗୋପସାଗର ଓ ତା’ ପାଖପାଖି ଦକ୍ଷିଣ ବାଂଲାଦେଶ ପାଖରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଆଗାମୀ ୪ଦିନ ପର୍ଯ୍ୟନ୍ତ ରାଜ୍ୟର…

ଅନଶନ ସମୟରେ ଅସୁସ୍ଥ ହେଲେ ଚାମେଲି: ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୩।୭: ଆମରଣ ଅନଶନ ବେଳେ କେନ୍ଦ୍ରାପଡା ଜିଲା ତିଖିରୀ ଗ୍ରାମପଞ୍ଚାୟତର ସରପଞ୍ଚ ଚାମେଲି ଓଝା ଅସୁସ୍ଥ ହୋଇପଡିଛନ୍ତି। ଅନଶନରେ ବସିଥିବା ସମୟରେ ହଠାତ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ…

ଘାରିଲା କୋଭିଡ ଭୟ: ଏହି ଜିଲାରେ ହାଇଆଲର୍ଟ ଜାରି

ଭୁବନେଶ୍ୱର, ୧୩।୭: ଆନ୍ଧ୍ରରେ କୋଭିଡ ସଂକ୍ରମଣ ବଢ଼ିବା ପରେ ଗଞ୍ଜାମରେ ହାଇ ଆଲର୍ଟ। ସରକାରୀ ହସ୍ପିଟାଲ ଓ CHCକୁ ସତର୍କ ରହିବାକୁ CDMO ଓ PHO ନିର୍ଦ୍ଦେଶ…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର: ଏତିକି ପ୍ରତିଶତ ବୋନସ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର, ୧୩।୭: କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସିଜନାଲ ଷ୍ଟାଫଙ୍କ ପାଇଁ ଖୁସି ଖବର। ବୋନସ ଓ ପ୍ରୋତ୍ସାହନ ରାଶି ପ୍ରଦାନକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ।କେନ୍ଦୁପତ୍ର ମୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri