Posted inଫୁରସତ

ସ୍ମାର୍ଟଫୋନ୍‌ ବ୍ୟାଟେରୀ-ଡାଟା ଶୀଘ୍ର ସରୁଛି କି, ହ୍ୟାକିଂ ପ୍ରତି ରୁହନ୍ତୁ ସତର୍କ…

ନୂଆଦିଲ୍ଲୀ,୧୨।୭: ଏବେ ଡିଜିଟାଲର ଯୁଗ। ପ୍ରତିଟି କାର୍ଯ୍ୟ ଅନ୍‌ଲାଇନ୍‌ରେ ସମ୍ପନ୍ନ ହେଉଛି। ବ୍ୟାଙ୍କ କାରବାରଠାରୁ ଆରମ୍ଭ କରି ଅନ୍‌ଲାଇନ୍‌ରେ ଜିନିଷପତ୍ର କିଣା ସବୁ ସମ୍ଭବ ହେଉଛି। ଘରେ ବସି ସ୍ମାର୍ଟଫୋନ୍‌ ମାଧ୍ୟମରେ ସହଜରେ ଏହା କରାଯାଇ ପାରୁଛି। ତେବେ ଯଦି ସ୍ମାର୍ଟଫୋନ୍‌ର ବ୍ୟାଟେରୀ ଏବଂ ଇଣ୍ଟରନେଟ୍‌ ଡାଟା ଶୀଘ୍ର ସରୁଛି, ଏଥିପ୍ରତି ସତର୍କ ରହିବାର ଆବଶ୍ୟକତା ରହିଛି। ଏଭଳି ସମସ୍ୟା ଉପୁଜିଲେ ସ୍ମାର୍ଟଫୋନ୍‌କୁ କେହି ହ୍ୟାକିଂ କରୁଥିବା ଆଶଙ୍କା ରହିଥାଏ। କୌଣସି ହ୍ୟାକର ସ୍ମାର୍ଟଫୋନ୍‌ରେ ଥିବା ଗୋପନୀୟ ତଥ୍ୟକୁ ଲିକ୍‌ କରାଇବାର ପ୍ରୟାସ କରୁଥାଇ ପାରନ୍ତି। ତେଣୁ ଏଥିପ୍ରତି ସତର୍କ ରହିବାର ଆବଶ୍ୟକତା ରହିଛି। ଆମେରିକାର କମ୍ପ୍ୟୁଟର ସିକ୍ୟୁରିଟି କମ୍ପାନୀ ନୋଟର୍ନ ଅନୁସାରେ ସ୍ମାର୍ଟଫୋନ୍‌ର ଇଣ୍ଟରନେଟ୍‌ ଡାଟା ଶୀଘ୍ର ସରୁଥିବା ସମସ୍ୟା ଦେଖାଦେଲେ ଏହାର ତୁରନ୍ତ ଯାଞ୍ଚ୍‌ କରିବା ଆବଶ୍ୟକ। ସେହିପରି କାସ୍ପରସ୍କାଏ କମ୍ପାନୀ ଅନୁସାରେ ହ୍ୟାକ୍‌ ହୋଇଥିବା ସ୍ମାର୍ଟଫୋନ୍‌ର ପ୍ରୋସେସିଂ ହ୍ୟାକର କରିଥାନ୍ତି। ଫଳରେ ଫୋନ୍‌ ସ୍ଲୋ ହୋଇଯାଏ। ତେଣୁ ହ୍ୟାକିଂରୁ ସୁରକ୍ଷିତ ରହିବା ଲାଗି ନିୟମିତ ସ୍କାନିଂ କରିବା ସହିତ କୌଣସି ଅଜଣା ଆପ୍‌କୁ ଡାଉନ୍‌ଲୋଡ୍‌ ନ କରିବା ଉଚିତ୍‌। ଆବଶ୍ୟକସ୍ଥଳେ ଫୋନ୍‌ର ମୋବାଇଲ୍‌ ଡାଟା ଅଫ୍‌ କରି ଏହାକୁ ରିଷ୍ଟ୍ରାଟ୍‌ କରିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri