Odisha Elections 2024

ଅକ୍ଷୟ ତୃତୀୟା ଉପଲକ୍ଷେ ସ୍ମାଇଲ ଗୋଲ୍ଡର ବମ୍ପର ଅଫର, ଆକର୍ଷଣୀୟ ରିହାତି ଘୋଷଣା

ଭୁବନେଶ୍ୱର,୯।୫: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱରର ଶହୀଦନଗରସ୍ଥିତ ସ୍ମାଇଲ ଗୋଲ୍ଡ ଜୁଏଲର୍ସ ପକ୍ଷରୁ ‘ବମ୍ପର ଅଫର’ ସମ୍ପର୍କରେ ଘୋଷଣା କରାଯାଇଛି। ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ସ୍ମାଇଲ ଗୋଲ୍ଡ ପକ୍ଷରୁ ଏହି ଆକର୍ଷଣୀୟ ଅଫର ଓ ରିହାତିର ଶୁଭାରମ୍ଭ କରାଯାଇଛି। ଏପରିକି ସୁନା ଗହଣାର ଗଢ଼ା ମଜୁରି ଉପରେ ୪୯୯ ଟଙ୍କା, ରୁପା ଗହଣା ଉପରେ ୫୦% ଏବଂ ହୀରା ଗହଣାରେ ୨୫% ପର୍ଯ୍ୟନ୍ତ ରିହାତି ଘୋଷଣା କରାଯାଇଛି। ଏହା ସହ ବ୍ରାଣ୍ଡେଡ୍‌ ହାତଘଣ୍ଟା ଏବଂ ଫ୍ରେମ୍‌ ଆଇଟମ୍‌ ଉପରେ ୨୫% ଲେଖାଏ ରିହାତି ପ୍ରଦାନ କରାଯାଉଛି। ସେହିପରି ଗ୍ରାହକମାନେ ଲକି ଡ୍ର’ରେ ଭାଗ ନେଇ ପ୍ରଥମ ପୁରସ୍କାର ସ୍ବରୂପ ଟିଭିଏସ୍‌ ଜୁପିଟର ସ୍କୁଟି, ଦ୍ୱିତୀୟ ପୁରସ୍କାର ସ୍ବରୂପ ୩୦ ହଜାର ଟଙ୍କାର ହୀରା ମୁଦି, ତୃତୀୟ ପୁରସ୍କାର ସ୍ବରୂପ ମିକ୍ସର ଗ୍ରାଇଣ୍ଡର ଏବଂ ଚତୁର୍ଥ ପୁରସ୍କାର ସ୍ବରୂପ ହାତଘଣ୍ଟା ଜିତିପାରିବେ ବୋଲି ସ୍ମାଇଲ ଗୋଲ୍ଡ ଜୁଏଲର୍ସର ଏମ୍‌ଡି ବାବୁରାମ ସ୍ବାଇଁ କହିଛନ୍ତି। ଅପରପକ୍ଷରେ ଗ୍ରାହକଙ୍କୁ ଅତିକମ୍‌ରେ ୨୦ହଜାର ଟଙ୍କାର କ୍ରୟକରି କୁପନ ହାସଲ କରିବାକୁ ପଡ଼ିବ ।


Enter your email to get our daily news in your inbox.

All Right Reserved By Dharitri.Com

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା...

ଡ୍ରାଇଭିଂ ଲାଇସେନ୍ସ ନିୟମରେ ବଡ଼ ପରିବର୍ତ୍ତନ କଲେ ସରକାର, ଜୁନ୍‌ ପହିଲାରୁ ହେବ ଲାଗୁ; ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୧୯।୫: ସରକାରଙ୍କ ପକ୍ଷରୁ ଡ୍ରାଇଭିଂ ଲାଇସେନ୍ସ ପାଇବା ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏବେ ଆବେଦନକାରୀଙ୍କୁ ଆର୍‌ଟିଓ ଯାଇ ଡ୍ରାଇଭିଂ ଟେଷ୍ଟ ଦେବାର ଆବଶ୍ୟକତା ପଡ଼ିବ...

ଆଇସକ୍ରିମ ମ୍ୟାନ ରଘୁନନ୍ଦନ କମାଥଙ୍କ ପରଲୋକ

ନୂଆଦିଲ୍ଲୀ,୧୯।୫: ଦେଶକୁ ଆଇସକ୍ରିମ ଖୁଆଉଥିବା ରଘୁନନ୍ଦନ କମାଥ ଆଉ ଆମ ମଧ୍ୟରେ ନାହାଁନ୍ତି। ପ୍ରାକୃତିକ ଆଇସକ୍ରିମର ପ୍ରତିଷ୍ଠାତା ରଘୁନନ୍ଦନ କମାଥ ଶନିବାର ୭୫ ବର୍ଷ ବୟସରେ...

ଓଡିଏମ୍‌ର ସ୍ବତନ୍ତ୍ର ସମ୍ବର୍ଦ୍ଧନା ସମାରୋହ

ଭୁବନେଶ୍ୱର,୧୯।୫ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ପଟିଆସ୍ଥିତ ଓଡିଏମ୍‌ ପବ୍ଲିକ୍‌ ସ୍କୁଲ୍‌ର ଛାତ୍ରୀଛାତ୍ରମାନେ ନିକଟରେ ପ୍ରକାଶିତ ସେଣ୍ଟ୍ରାଲ ବୋର୍ଡ ଅଫ୍‌...

ନକଲି କଲ୍‌ ଉପରେ ରୋକ ଲଗାଇବ ଟ୍ରାଇ

ଭୁବନେଶ୍ୱର,୧୯।୫ (ଅନୁରାଧା ମହାରଣା): ନକଲି ତଥା ବାରମ୍ବାର କଲ୍‌ କରି ହଇରାଣ କରୁଥିବା ମାର୍କେଟିଂ କଲ୍‌କୁ ରୋକିବା ପାଇଁ ଦେଶରେ ବହୁ ବର୍ଷ ଧରି ନିୟମ...

ଲଗାତାର ୬ ମାସ ପାଇଁ ଓଡ଼ିଶାରେ ଦରଦାମ୍ ସବୁଠୁ ଅଧିକ

ଭୁବନେଶ୍ୱର,୧୮।୫: ବିଭିନ୍ନ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ଦୃଷ୍ଟିରୁ ଓଡ଼ିଶା ଲଗାତାର ୬ ମାସ ହେଲା ଦେଶର ସବୁଠାରୁ ମହଙ୍ଗା ପାଲଟିଛି। ଓଡ଼ିଶାରେ ଗତ ୬ ମାସ...

ଆମେରିକାରେ ଜୟଆଲୁକ୍କାସ୍‌ର ମେଗା ବିସ୍ତାର ଯୋଜନା

ଭୁବନେଶ୍ୱର, ୧୮।୫: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅନ୍ତଃରାଷ୍ଟ୍ରୀୟ ଜୁଏଲେରି ବ୍ରାଣ୍ଡ୍‌ ‘ଜୟଆଲୁକ୍କାସ୍‌’ର ନୂତନ ଆଉଟ୍‌ଲେଟ୍‌ ଏବଂ ବିସ୍ତାର ଯୋଜନା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ସର୍ବୋଚ୍ଚ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୧୮।୫: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଦରବୃଦ୍ଧି କାରଣରୁ (କ୍ରମାଗତ ଭାବେ) ଘରୋଇ ବଜାରରେ (କ୍ରମାଗତ ଭାବେ) ଉଭୟ ସୁନା ଓ ରୁପା ଦର ବୃଦ୍ଧି ପାଉଛି। ଏପରିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri