ସ୍ମାଇଲ୍‌ ଗୋଲ୍ଡର ଧନ୍‌ତେରସ୍‌ ଅଫର

ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ୍‌ ଗୋଲ୍ଡ ଜୁଏଲର୍ସ ପକ୍ଷରୁ ଚଳିତ ବର୍ଷର ଧନ୍‌ତେରସ୍‌ ଉପଲକ୍ଷେ ଆକର୍ଷଣୀୟ ଧନବର୍ଷା ଅଫରର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ସେହିଭଳି ଚଳିତ ବର୍ଷର ପାର୍ବଣ ଋତୁରେ ସ୍ବତନ୍ତ୍ର ଡିଜାଇନ୍‌ ସାଙ୍ଗକୁ ଆକର୍ଷଣୀୟ ଅଫର୍‌ ଓ ରିହାତି ପ୍ରଦାନ କରାଯାଉଛି। ଏପରିକି ଚଳିତ ବର୍ଷ ଦଶହରାଠାରୁ ଗ୍ରାହକମାନେ ଆକର୍ଷଣୀୟ ଧନବର୍ଷା ଅଫରର ଲାଭ ଉଠାଉଛନ୍ତି ବୋଲି ସ୍ମାଇଲ୍‌ ଗୋଲ୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷରେ ଏହି ଅଫର୍‌ ଧନତେରାସ୍‌ ପର୍ଯ୍ୟନ୍ତ ଉପଲବ୍ଧ। ବିଶେଷକରି ଧନ୍‌ତେରସ୍‌ ଅବସରରେ ଗ୍ରାହକମାନେ ପ୍ରତି ୧ ଗ୍ରାମ୍‌ ସୁନା ଗହଣାର ଗଢ଼ା ମଜୁରୀ ଫ୍ଲାଟ୍‌ ୩୯୯ ଟଙ୍କା ଓ ଫ୍ଲାଟ୍‌ ୪୯୯ ଟଙ୍କା ରହିଛି। ସେହିପରି ଅଳଙ୍କାର ପାଇଁ ଅଗ୍ରୀମ ଦେୟ ପୈଠ କଲେ ଗଢ଼ା ମଜୁରୀ ପଡ଼ିବ ନାହିଁ। ସ୍ବତନ୍ତ୍ର ଡିଜାଇନର ହୀରା, ସୁନା, ରୂପା ଓ ଅନ୍ୟାନ୍ୟ ରତ୍ନରେ ପ୍ରସ୍ତୁତ ଅଳଙ୍କାର ଏଠାରେ ଉପଲବ୍ଟ ବୋଲି ଷ୍ଟୋର ପକ୍ଷରୁ ସୂଚନା ଦିଅଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri