ଏହି ବିରଳ ଶିଶୁପୁତ୍ରକୁ ଜନ୍ମ ଦେବା ପରେ ଛାଡ଼ି ଚାଲିଗଲେ ମା’

ମା’ର ମମତା ଆଗରେ ସବୁକିଛି ତୁଚ୍ଛ। ଜଣେ ମା’ ତାର ସନ୍ତାନର ଖୁସି ପାଇଁ ସବୁକିଛି କରିବାକୁ ରାଜି ଥାଏ। ବେଳେ ବେଳେ ଏମିତିକିଛି ଘଟଣା ସାମ୍ନାକୁ ଆସିଥାଏ ଯାହାପରେ ମା’ର ମମତାକୁ ନେଇ ପ୍ରଶ୍ନ ଉଠିଥାଏ। ଏବେ ସୋସିଆଲ ମିଡିଆରେ ଏକ ଶିଶୁପୁତ୍ରର ଫଟୋ ଭାଇରାଲ ହେବାରେ ଲାଗିଛି। ଶାଶା ନାମକ ଏହି ଶିଶୁ ସବୁଠାରୁ ସ୍ବତନ୍ତ୍ର। ଜନ୍ମ ସମୟରେ ତାଙ୍କ ମୁହଁରେ ହସ ଥିଲା। ମାତ୍ର ତାଙ୍କର ଆଖି ନାହିଁ। ଏହି କାରଣରୁ ଶାଶାଙ୍କ ଜନ୍ମ ପରେ ତାଙ୍କ ମା’ ତାଙ୍କୁ ଅନାଥ ଆଶ୍ରମରେ ଛାଡି ଚାଲିଗଲେ। ଏହା ପରେ ଶିଶୁର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଲା। ଏବେ ତାଙ୍କ ପାଖରେ ଏକ ସୁନ୍ଦର ପରିବାର ରହିଛି।


ରୁଷ୍‌ରେ ଜନ୍ମଗ୍ରହଣ କରିଥିବା ଶାଶା ଏକ ବିରଳ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କର ଆଖି ନାହିଁ। ସାଧାରଣତଃ ଲୋକଙ୍କର ଆଖି ଥାଏ, କିନ୍ତୁ ସେଥିରେ ଆଲୋକ ନ ଥାଏ। କିନ୍ତୁ ଶାଶାଙ୍କର ଆଖି ନାହିଁ। ଶାଶାଙ୍କର ,ପରି ଅବସ୍ଥାକୁ xox୨ ଆନାଫଥାଲମିଆ ସିଣ୍ଡ୍ରୋମ ବୋଲି କୁହାଯାଏ। ଏହା ପ୍ରତି ଅଢ଼େଇ ଲକ୍ଷରେ ଜଣେ ଶିଶୁକୁ ହୋଇଥାଏ। ଏହି କାରଣରୁ ଶାଶାଙ୍କ ଜନ୍ମ ପରେ ମା’ ତାଙ୍କୁ ଅନାଥ ଆଶ୍ରମରେ ଛାଡି ଚାଲିଗଲେ। ସେଠାରେ ୬ ମାସ ପର୍ଯ୍ୟନ୍ତ ତାଙ୍କର ଦେଖାଶୁଣା କରାଗଲା। ଶାଶାଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଏକ ପରିବାର ତାଙ୍କୁ ପୋଷ୍ୟସନ୍ତାନ ଭାବେ ଗ୍ରହଣ କରିଛନ୍ତି। ଶାଶାଙ୍କୁ ପରିବାର ମିଳିବା ପରେ ଏବେ ସେ ବହତ ଖୁସିଥିବା ଜଣାପଡ଼ୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri