ଏହି ବିରଳ ଶିଶୁପୁତ୍ରକୁ ଜନ୍ମ ଦେବା ପରେ ଛାଡ଼ି ଚାଲିଗଲେ ମା’

ମା’ର ମମତା ଆଗରେ ସବୁକିଛି ତୁଚ୍ଛ। ଜଣେ ମା’ ତାର ସନ୍ତାନର ଖୁସି ପାଇଁ ସବୁକିଛି କରିବାକୁ ରାଜି ଥାଏ। ବେଳେ ବେଳେ ଏମିତିକିଛି ଘଟଣା ସାମ୍ନାକୁ ଆସିଥାଏ ଯାହାପରେ ମା’ର ମମତାକୁ ନେଇ ପ୍ରଶ୍ନ ଉଠିଥାଏ। ଏବେ ସୋସିଆଲ ମିଡିଆରେ ଏକ ଶିଶୁପୁତ୍ରର ଫଟୋ ଭାଇରାଲ ହେବାରେ ଲାଗିଛି। ଶାଶା ନାମକ ଏହି ଶିଶୁ ସବୁଠାରୁ ସ୍ବତନ୍ତ୍ର। ଜନ୍ମ ସମୟରେ ତାଙ୍କ ମୁହଁରେ ହସ ଥିଲା। ମାତ୍ର ତାଙ୍କର ଆଖି ନାହିଁ। ଏହି କାରଣରୁ ଶାଶାଙ୍କ ଜନ୍ମ ପରେ ତାଙ୍କ ମା’ ତାଙ୍କୁ ଅନାଥ ଆଶ୍ରମରେ ଛାଡି ଚାଲିଗଲେ। ଏହା ପରେ ଶିଶୁର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଲା। ଏବେ ତାଙ୍କ ପାଖରେ ଏକ ସୁନ୍ଦର ପରିବାର ରହିଛି।


ରୁଷ୍‌ରେ ଜନ୍ମଗ୍ରହଣ କରିଥିବା ଶାଶା ଏକ ବିରଳ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କର ଆଖି ନାହିଁ। ସାଧାରଣତଃ ଲୋକଙ୍କର ଆଖି ଥାଏ, କିନ୍ତୁ ସେଥିରେ ଆଲୋକ ନ ଥାଏ। କିନ୍ତୁ ଶାଶାଙ୍କର ଆଖି ନାହିଁ। ଶାଶାଙ୍କର ,ପରି ଅବସ୍ଥାକୁ xox୨ ଆନାଫଥାଲମିଆ ସିଣ୍ଡ୍ରୋମ ବୋଲି କୁହାଯାଏ। ଏହା ପ୍ରତି ଅଢ଼େଇ ଲକ୍ଷରେ ଜଣେ ଶିଶୁକୁ ହୋଇଥାଏ। ଏହି କାରଣରୁ ଶାଶାଙ୍କ ଜନ୍ମ ପରେ ମା’ ତାଙ୍କୁ ଅନାଥ ଆଶ୍ରମରେ ଛାଡି ଚାଲିଗଲେ। ସେଠାରେ ୬ ମାସ ପର୍ଯ୍ୟନ୍ତ ତାଙ୍କର ଦେଖାଶୁଣା କରାଗଲା। ଶାଶାଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଏକ ପରିବାର ତାଙ୍କୁ ପୋଷ୍ୟସନ୍ତାନ ଭାବେ ଗ୍ରହଣ କରିଛନ୍ତି। ଶାଶାଙ୍କୁ ପରିବାର ମିଳିବା ପରେ ଏବେ ସେ ବହତ ଖୁସିଥିବା ଜଣାପଡ଼ୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri