ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ ଟପ୍ପର ହୋଇଛନ୍ତି। ପୁଣି ସୁସୌରଭ ମେହେର ୯୬.୪ ପ୍ରତିଶତ , ସୁସମ୍ପ୍ରତିକ ମେହେର ୯୬ ପ୍ରତିଶତ ନମ୍ବର ଏବଂ ଶ୍ରେୟାଂଶୀ ପାଣିଗ୍ରାହୀ ୯୫.୬ ପ୍ରତିଶତ ନମ୍ବର ରଖି ସ୍କୁଲରେ ଦିତୀୟ, ତୃତୀୟ ଓ ଚତୁର୍ଥ ସ୍ଥାନ ହାସଲ କରିଛନ୍ତି। ଅନୁଷ୍ଠାନର ୯୫ ପ୍ରତିଶତରୁ ଅଧିକ ୪ ଜଣ , ୯୦ ପ୍ରତିଶତରୁ ଅଧିକ ୫ ଜଣ ଏବଂ ୮୦ ପ୍ରତିଶତରୁ ଅଧିକ ୧୦ ଜଣ ନମ୍ବର ରଖିଛନ୍ତ। ଏହିବର୍ଷ ଅନୁଷ୍ଠାନର ଶତ ପ୍ରତିଶତ ଫଳାଫଳ ହୋଇଛି। ପରବର୍ତ୍ତୀ ସମୟରେ ଏହିପରି ରେଜଲ୍ଟ ଆସିବ ବୋଲି ଅନୁଷ୍ଠାନର ଅଧ୍ୟକ୍ଷ ପ୍ରତାପ କୁମାର ଜେନା ମତବ୍ୟକ୍ତ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?