Posted inଖେଳ

ସାର୍‌ ଡନ ବ୍ରାଡମ୍ୟାନଙ୍କ ରେକର୍ଡ ଭାଙ୍ଗିଲେ ସ୍ମିଥ୍‌

ସିଡନୀ,୫।୧: ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ସିଡନୀରେ ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ଦ୍ୱିତୀୟ ଦିନରେ ଚା’ ବିରତି ପର୍ଯ୍ୟନ୍ତ ତିନି ଉଇକେଟ ହରାଇ ୩୯୪ ରନ ସଂଗ୍ରହ କରିଥିଲା। ଏହି ମ୍ୟାଚରେ ଷ୍ଟିଭ ସ୍ମିଥ ଚମତ୍କାର ଶତକ ହାସଲ କରିଥିଲେ। ସେ ୧୯୨ ବଲ୍‌ରୁ ୧୦୪ ରନ୍‌ କରିଥିଲେ। ଏହା ତାଙ୍କର ଟେଷ୍ଟ କ୍ୟାରିୟରର ୩୦ତମ ଶତକ ଥିଲା। ଟେଷ୍ଟ ଶତକ ଦୃଷ୍ଟିରୁ ସ୍ମିଥ ସାର୍‌ ଡନ ବ୍ରାଡମ୍ୟାନଙ୍କୁ ପଛରେ ପକାଇଛନ୍ତି। ବ୍ରାଡମ୍ୟାନଙ୍କ ୨୯ ଶତକ ଥିଲା।
ଏହା ସହିତ ଅଷ୍ଟ୍ରେଲିଆ ପାଇଁ ଟେଷ୍ଟରେ ସର୍ବାଧିକ ଶତକ ତାଲିକାରେ ସ୍ମିଥ ତିନି ନମ୍ବରରେ ପହଞ୍ଚିଛନ୍ତି। ତାଙ୍କଠାରୁ କେବଳ ରିକି ପଣ୍ଟିଂ ଏବଂ ଷ୍ଟିଭ ୱ ଆଗରେ ଅଛନ୍ତି। ୱ ୩୨ ଏବଂ ପଣ୍ଟିଂ ୪୧ ଶତକ ହାସଲ କରିଥିଲେ।
ଟେଷ୍ଟରେ ସର୍ବାଧିକ ଶତକ ହାସଲ କରିବାରେ ଭାରତର ସଚିନ ତେନ୍ଦୁଲକର ରେକର୍ଡ କରିଛନ୍ତି। ସେ ୫୧ ଶତକ ହାସଲ କରିଥିଲେ। ଏଥି ସହିତ ପୂର୍ବତନ ଦକ୍ଷିଣ ଆଫ୍ରିକାର ଅଲରାଉଣ୍ଡର ଜ୍ୟାକ କଲିସ ଦ୍ୱିତୀୟ ସ୍ଥାନରେ ଅଛନ୍ତି। କଲିସ ୪୫ ଶତକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri