Posted inଖେଳ

ଭାରତକୁ ୩୭୫ ରନର ଟାର୍ଗେଟ ଦେଲା ଅଷ୍ଟ୍ରେଲିଆ

ସିଡନୀ,୨୭।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟ ଏକଦିବସୀୟ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ସିଡନୀରେ ଆରମ୍ଭ ହୋଇଛି। ଅଷ୍ଟ୍ରେଲିଆ ପ୍ରଥମେ ଟସ୍‌ ଜିତି ଭାରତୁ ୩୭୫ରନର ବିଶାଳ ଲକ୍ଷ୍ୟ ଦେଇଛି। ଅଧିନାୟକ ଅରୋନ ଫିଞ୍ଚ ଏବଂ ଷ୍ଟିଭ୍‌ ସ୍ମିଥ୍‌ଙ୍କ ଶତକ ବଳରେ ଅଷ୍ଟ୍ରେଲିଆ ଭାରତ ସାମ୍ନାରେ ବିଶାଳ ଲକ୍ଷ୍ୟ ରଖିଛି। ଭାରତ ପକ୍ଷରୁ ମହମ୍ମଦ ସାମି ସର୍ବାଧିକ ୩ଟି ଉଇକେଟ୍‌ ନେଇଥିବାବେଳେ ଯଶପ୍ରୀତ ବୁମ୍‌ରା, ନବଦୀପ ସଇନି ଏବଂ ୟୁଜବେନ୍ଦ୍ର ଚହଲ ଗୋଟିଏ ଲେଖାଏଁ ଉଇକେଟ୍‌ ନେଇଛନ୍ତି। ସୂଚନାଯୋଗ୍ୟ, ଦୀର୍ଘ ୯ ମାସ ପରେ ଭାରତୀୟ ଦଳ ଅନ୍ତର୍ଜାତୀୟ ମ୍ୟାଚ ଖେଳିବାକୁ ପଡିଆକୁ ଓହ୍ଲାଇଛି। ଭାରତୀୟ ଟିମ ୧୯୯୨ ୱାଲର୍‌ଡ କପର ନେଭି ବ୍ଲୁ ଜର୍ସିରେ ନଜର ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଓଏଫ୍‌ସିର ପ୍ଲେ-ଅଫ୍‌ ଆଶା ଉଜ୍ଜୀବିତ

ଭୁବନେଶ୍ୱର,୭୨ (ସ୍ପୋଟର୍‌ସ ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଇଣ୍ଡିଆନ୍‌ ସୁପର ଲିଗ୍‌ର ଏକ ମ୍ୟାଚ୍‌ରେ ଏଫ୍‌ସି ଗୋଆ ସହିତ ପଏଣ୍ଟ ବାଣ୍ଟିଛି ଓଡ଼ିଶା ଏଫ୍‌ସି(ଓଏଫ୍‌ସି)।...

ଭାରତ ଆଗରେ ‘କର ବା ମର ସ୍ଥିତି’, ସିରିଜ ଜିତିବା ଲକ୍ଷ୍ୟରେ…

ଅହମ୍ମଦାବାଦ,୧୭।୩: ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜରେ ଭାରତୀୟ କ୍ରିକେଟ ଟିମ୍‌ ଆଶା ମୁତାବକ ପ୍ରଦର୍ଶନ କରିପାରିନାହିଁ। ଏଣୁ ଏବେ ମ୍ୟାଚ୍‌ର ସ୍ଥିତି ୨-୧ରେ ରହିଛି। ଗୁରୁବାର...

ସୟଦ ମୁସ୍ତାକ ଅଲି ଟ୍ରଫି ଟି୨୦: ବେଙ୍ଗଲଠାରୁ ହାରିଲା ଓଡ଼ିଶା

କୋଲକାତା, ୧୧ା୧ (ପି.ଟି.)-ସୟଦ ମୁସ୍ତାକ ଅଲି ଟ୍ରଫି ଟି୨୦ ଟୁର୍ନାମେଣ୍ଟର ରବିବାର ଖେଳାଯାଇଥିବା ଏକ ଏଲିଟ୍‌ ଗ୍ରୁପ୍‌ ‘ବି’ ମ୍ୟାଚରେ ଆୟୋଜକ ବେଙ୍ଗଲ ୯ ଉଇକେଟରେ...

ଲଡର୍‌ସ ଟେଷ୍ଟରୁ ଓଲି ଷ୍ଟୋନ୍‌ ବାଦ୍‌

ଲଣ୍ଡନ, ୭।୮- ଆଘାତଜନିତ ସମସ୍ୟା ଇଂଲଣ୍ଡ ଦ୍ରୁତ ବୋଲର ଓଲି ଷ୍ଟୋନ୍‌ ଲଡର୍‌ସରେ ଖେଳାଯିବାକୁ ଥିବା ଅଷ୍ଟ୍ରେଲିଆ ବିପକ୍ଷ ୨ୟ ଆଶେସ ଟେଷ୍ଟରୁ ବାଦ୍‌ ପଡ଼ିଛନ୍ତି।...

ପ୍ରତ୍ୟେକ ଦିନ ନୂଆ ଅଭିଜ୍ଞତା ରହିଥିଲା: ଶୁଭେନ୍ଦୁ

ଭୁବନେଶ୍ୱର, ୩।୬(ସ୍ପୋଟର୍‌ସ ବ୍ୟୁରୋ)- ଭାରତୀୟ ୧୬ ବର୍ଷରୁ କମ୍‌ ଫୁଟ୍‌ବଲ ଦଳର ମୁଖ୍ୟ କୋଚ୍‌ ତଥା ଦେଶର ପ୍ରଥମ ସ୍କୋରର ଏକ୍ସପର୍ଟ ଶୁଭେନ୍ଦୁ ପଣ୍ଡା କ୍ରୋଏସିଆର...

କପିଳଦେବଙ୍କ ଅଧ୍ୟକ୍ଷତାରେ ସିଏସି କୋଚ୍‌ ଚୟନ କରିବ

ନୂଆଦିଲ୍ଲୀ,୨୭।୭(ପି.ଟି.)- ପୂର୍ବତନ ଅଧିନାୟକ କପିଳ ଦେବଙ୍କ ଅଧ୍ୟକ୍ଷତାରେ କ୍ରିକେଟ ଉପଦେଷ୍ଟା କମିଟି (ସିଏସି) ଭାରତୀୟ କ୍ରିକେଟ ଦଳର ପରବର୍ତ୍ତୀ କୋଚ୍‌ ଚୟନ କରିବ। କୋଚ୍‌ ଚୟନ...

ଦିଲ୍ଲୀ ହାଇକୋର୍ଟଙ୍କ ସମ୍ମତି ଲୋଡିଲା କ୍ରୀଡ଼ା ମନ୍ତ୍ରଣାଳୟ

ନୂଆଦିଲ୍ଲୀ, ୩୦ା୬ (ପି.ଟି.)-ଦେଶର ୫୭ ଜାତୀୟ କ୍ରୀଡ଼ା ମହାସଂଘ (ଏନ୍‌ଏସ୍‌ଏଫ୍‌)କୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଅସ୍ଥାୟୀ ମାନ୍ୟତା ଦେବା ଲାଗି କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ଦିଲ୍ଲୀ...

ବିବାହ ବନ୍ଧନରେ ଭାରତୀୟ ହକି ଟିମ୍‌ର ଅଧିନାୟକ

ନୂଆଦିଲ୍ଲୀ,୧୭।୧୨: ଆସନ୍ତା ବର୍ଷ ହେବାକୁ ଥିବା ଟୋକିଓ ଅଲମ୍ପିକ୍ସ ପାଇଁ ପ୍ରସ୍ତୁତି କରୁଥିବା ଭାରତୀୟ ହକି ଟିମ୍‌ର ଅଧିନାୟକ ମନପ୍ରିତ ସିଂହ ବିବାହ କରିଛନ୍ତି। ସେ...

Advertisement
Archives

Model This Week