Odisha Elections 2024
Posted inଖେଳ

ଭାରତକୁ ୩୭୫ ରନର ଟାର୍ଗେଟ ଦେଲା ଅଷ୍ଟ୍ରେଲିଆ

ସିଡନୀ,୨୭।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟ ଏକଦିବସୀୟ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ସିଡନୀରେ ଆରମ୍ଭ ହୋଇଛି। ଅଷ୍ଟ୍ରେଲିଆ ପ୍ରଥମେ ଟସ୍‌ ଜିତି ଭାରତୁ ୩୭୫ରନର ବିଶାଳ ଲକ୍ଷ୍ୟ ଦେଇଛି। ଅଧିନାୟକ ଅରୋନ ଫିଞ୍ଚ ଏବଂ ଷ୍ଟିଭ୍‌ ସ୍ମିଥ୍‌ଙ୍କ ଶତକ ବଳରେ ଅଷ୍ଟ୍ରେଲିଆ ଭାରତ ସାମ୍ନାରେ ବିଶାଳ ଲକ୍ଷ୍ୟ ରଖିଛି। ଭାରତ ପକ୍ଷରୁ ମହମ୍ମଦ ସାମି ସର୍ବାଧିକ ୩ଟି ଉଇକେଟ୍‌ ନେଇଥିବାବେଳେ ଯଶପ୍ରୀତ ବୁମ୍‌ରା, ନବଦୀପ ସଇନି ଏବଂ ୟୁଜବେନ୍ଦ୍ର ଚହଲ ଗୋଟିଏ ଲେଖାଏଁ ଉଇକେଟ୍‌ ନେଇଛନ୍ତି। ସୂଚନାଯୋଗ୍ୟ, ଦୀର୍ଘ ୯ ମାସ ପରେ ଭାରତୀୟ ଦଳ ଅନ୍ତର୍ଜାତୀୟ ମ୍ୟାଚ ଖେଳିବାକୁ ପଡିଆକୁ ଓହ୍ଲାଇଛି। ଭାରତୀୟ ଟିମ ୧୯୯୨ ୱାଲର୍‌ଡ କପର ନେଭି ବ୍ଲୁ ଜର୍ସିରେ ନଜର ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩ ବଲ୍‌ରେ ୩ ଉଇକେଟ୍‌ ଗଲା, କିନ୍ତୁ ଘୋଷଣା ହେଲାନି ହ୍ୟାଟ୍ରିକ୍‌: ଜାଣନ୍ତୁ କାହିଁକି

ମୁମ୍ବାଇ,୧୮।୫: ମୁମ୍ବାଇର ୱାଙ୍ଖେଡେଠାରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଆଇପିଏଲର ୬୭ ତମ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚର କୌଣସି ବିଶେଷ...

ଏଥର ଟି-୨୦ ବିଶ୍ୱକପ୍‌ କିଏ ହେବ ଚାମ୍ପିୟନ୍‌: ଜୟ ଶାହା କଲେ ଖୁଲାସା

ନୂଆଦିଲ୍ଲୀ,୧୮।୫: ୱେଷ୍ଟଇଣ୍ଡିଜ ଏବଂ ଆମେରିକା ଟି-୨୦ ବିଶ୍ୱକପ ପାଇଁ ପ୍ରସ୍ତୁତ। ଏହି ଟୁର୍ନାମେଣ୍ଟ ଜୁନ ୨ରୁ ଆରମ୍ଭ ହେଉଛି। ଏଥି ସହିତ ରୋହିତ ଶର୍ମାଙ୍କ ନେତୃତ୍ୱରେ...

ଉଇକେଟ୍‌ ନ ମିଳିବାକୁ ରାଗିଗଲେ ଅର୍ଜୁନ ତେନ୍ଦୁଲକର: କଲେ ଏମିତି କାମ…

ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ୍ସ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନଙ୍କୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ବିପକ୍ଷ ମ୍ୟାଚରେ ଖେଳିବାର ସୁଯୋଗ ଦେଇଥିଲା। ଫଳରେ ଅର୍ଜୁନ ଆଇପିଏଲ ୨୦୨୪ରେ...

ପାଣ୍ଡ୍ୟାଙ୍କୁ ବଡ଼ ଝଟକା: ଲାଗିଲା ପ୍ରତିବନ୍ଧକ

ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏକ ବଡ଼ ଝଟକା ଲାଗିଛି। ଗୋଟିଏ ମ୍ୟାଚ ପାଇଁ ପାଣ୍ଡ୍ୟାଙ୍କୁ ବାସନ୍ଦ କରାଯାଇଛି। ସେ ଆଗାମୀ ସିଜନର...

ଲଜ୍ଜାଜନକ ରେକର୍ଡ ହାସଲ କଲା ମୁମ୍ବାଇ ଇଣ୍ଡିଆନ୍ସ

ମୁମ୍ବାଇ,୧୮।୫: ଲକ୍ଷ୍ନୌ ସୁପର ଜିଆଣ୍ଟସ ଆଇପିଏଲ ୨୦୨୪ର ୬୭ତମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ଲକ୍ଷ୍ନୌ ୨୧୪ ରନ ସଂଗ୍ରହ...

ବକ୍ସର ପରବିନଙ୍କୁ ସସ୍‌ପେଣ୍ଡ କଲା ଓ୍ବାଡା

ନୂଆଦିଲ୍ଲୀ, ୧୮ା୫ ବିଶ୍ୱ ଚାମ୍ପିୟନଶିପ୍‌ ବ୍ରୋଞ୍ଜ ପଦକ ବିଜୟୀ ବକ୍ସର ପରବିନ ହୁଦା ତାଙ୍କ ପ୍ୟାରିସ ଅଲିମ୍ପିକ କୋଟା ହରାଇ ପାରନ୍ତି। ସେ ୧୨ମାସ ମଧ୍ୟରେ...

ଆଜି ଆର୍‌ସିବି-ସିଏସ୍‌କେ ମହାମୁକାବିଲା: ମ୍ୟାଚ ବାତିଲ ହେଲେ ଏହି ଦଳକୁ ଫାଇଦା

ବେଙ୍ଗାଲୁରୁ, ୧୮।୫ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବହୁ ପ୍ରତୀକ୍ଷିତ ମ୍ୟାଚ ଶନିବାର ଏଠାରେ ଅନୁଷ୍ଠିତ ହେବ। ଏଥିରେ ପରସ୍ପରର ମୁକାବିଲା କରିବେ ରୟାଲ ଚ୍ୟାଲେଞ୍ଜର୍ସ...

‘ଅବସର ନିଷ୍ପତ୍ତି ସ୍ବତଃପ୍ରବୃତ୍ତ ଥିଲା’

ନୂଆଦିଲ୍ଲୀ, ୧୮।୫ : ଖେଳିବା ସମୟରୁ ଭାରତୀୟ ଫୁଟ୍‌ବଲରେ ଲିଭିଂ ଲିଜେଣ୍ଡର ମାନ୍ୟତା ପାଉଥିବା ସୁନୀଲ ଛେତ୍ରୀଙ୍କ ଅବସର ଘୋଷଣାକୁ ନେଇ ଚର୍ଚ୍ଚା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri