ସ୍ମିଥ୍‌ଙ୍କ ଅର୍ଦ୍ଧଶତକ; କୋହଲିଙ୍କ ସାମ୍ନାରେ ୧୭୮ ରନ ଲକ୍ଷ୍ୟ ରଖିଲା ରାଜସ୍ଥାନ

ଦୁବାଇ, ୧୭।୧୦: ଚଳିତ ଆଇପିଏଲ୍‌ର ୩୩ତମ ତଥା ଶନିବାର ଖେଳାଯାଇଥିବା ପ୍ରଥମ ମୁକାବିଲାରେ ରାଜସ୍ଥାନ ରୟାଲ୍ସ ଓ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ରାଜସ୍ଥାନ ରୟାଲ୍ସ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ୍‌ ହରାଇ ୧୭୭ ରନ କରିଛି। ଫଳରେ ବିରାଟ କୋହଲିଙ୍କ ନେତୃତ୍ୱାଧିନ ବାଙ୍ଗାଲୋର ସାମ୍ନାରେ ରାଜସ୍ଥାନ ୧୭୮ ରନ ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି। ଦଳ ପକ୍ଷରୁ ଅଧିନାୟକ ଷ୍ଟିଭ ସ୍ମିଥ୍‌ ସର୍ବାଧିକ ୫୭ ରନ (୩୬ ବଲ୍‌) କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରବିନ ଉଥପ୍ପା ୪୧, ବେନ୍‌ ଷ୍ଟୋକ୍ସ ୧୫, ଜୋଶ ବଟ୍‌ଲର ୨୪, ରାହୁଲ ତଓ୍ବୋତିଆ ୧୯* ରନ କରିଥିଲେ। ବାଙ୍ଗାଲୋର ପକ୍ଷରୁ କ୍ରିସ୍‌ ମୋରିସ ସଫଳ ବୋଲର ରହିଥିଲେ। ସେ ଏକାକୀ ୨୬ ରନ ବ୍ୟୟରେ ୪ ଉଇକେଟ୍‌ ହାସଲ କରିଥିଲେ। ସେହିଭଳି ୟୁଜବେନ୍ଦ୍ର ଚହଲଙ୍କୁ ୨ଟି ଉଇକେଟ୍‌ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ମ୍ୟାଚ ଜିତିଲା ଭାରତ

ଦୁବାଇ,୮।୧୧: ସେମିଫାଇନାଲରୁ ବାଦ୍‌ ପଡ଼ିଥିବା ଭାରତ ଚଳିତ ଟି୨୦ ବିଶ୍ୱକପର ଶେଷ ମ୍ୟାଚରେ ବିଜୟ ସହ ଅଭିଯାନ ଶେଷ କରିଛି। ସ୍ଥାନୀୟ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ...

ପ୍ଲେ- ଅଫ୍‌ରେ ସ୍ଥାନ ହାସଲ ଲକ୍ଷ୍ୟରେ ବାଙ୍ଗାଲୋର

ଶାରଜା,୩୧।୧୦(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୫୨ତମ ମ୍ୟାଚ୍‌ରେ ବିରାଟ କୋହଲିଙ୍କ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଓ ଡେଭିଡ୍‌ ଓ୍ବାର୍ନରଙ୍କ ନେତୃତ୍ୱାଧୀନ ସନ ରାଇଜର୍ସ...

ବଦଳିଲା ଧୋନୀଙ୍କ ଲୁକ୍‌, ପ୍ରଶଂସକ ହେଲେ ଆଶ୍ଚର୍ଯ୍ୟ

ୟୁଏଇରେ ଖେଳାଯାଇଥିବା ଆଇପିଏଲ୍‌ ୧୩ତମ ସିଜିନ ପରଠାରୁ ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ପ୍ରତିଯୋଗିତାମୂଳକ କ୍ରିକେଟଠାରୁ ଦୂରରେ ରହିଛନ୍ତି। ନିକଟରେ ତାଙ୍କୁ ମୁମ୍ବାଇରେ...

ପ୍ରକାଶ ପାଇଲା ଆଇପିଏଲ-୧୪ କାର୍ଯ୍ୟସୂଚୀ: ଉଦ୍‌ଘାଟନୀ ମ୍ୟାଚ୍‌ରେ ମୁମ୍ବାଇ-ଆରସିବି

ନୂଆଦିଲ୍ଲୀ,୭।୩ : ଆଗାମୀ ଆଇପିଏଲ ଲାଗି ରବିବାର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରିଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)। ଏପ୍ରିଲ ୯ ତାରିଖରୁ ଆରମ୍ଭ...

ବିଶ୍ୱକପ ଫାଇନାଲ: ଇଂଲଣ୍ଡର ବିଜୟ ଲକ୍ଷ୍ୟ ୨୪୨

ଲର୍ଡସ, ୧୪।୭: ଐତିହାସିକ ଲର୍ଡସରେ ରବିବାର ଅନୁଷ୍ଠିତ ବିଶ୍ୱକପ ଫାଇନାଲରେ ଆୟୋଜକ ଇଂଲଣ୍ଡ ସାମ୍ନାରେ ୨୪୨ରନ୍‌ର ବିଜୟ ଲକ୍ଷ୍ୟ ରଖିଛି ନ୍ୟୁଜିଲାଣ୍ଡ। ଟସ୍‌ ଜିତି ପ୍ରଥମେ...

ମହିଳା ତ୍ରିରାଷ୍ଟ୍ରୀୟ ସିରିଜ୍‌: ହାରିଲା ଭାରତ

ମେଲବୋର୍ନ, ୭।୨- ଚଳିତ ତ୍ରିରାଷ୍ଟ୍ରୀୟ ମହିଳା ଟି୨୦ ସିରିଜ୍‌ରେ ଭାରତୀୟ ଦଳ ଶୁକ୍ରବାର ଦ୍ୱିତୀୟ ପରାଜୟବରଣ କରିଛି। ଇଂଲଣ୍ଡ ଦଳ ୪ ଉଇକେଟରେ ଭାରତକୁ ହରାଇ...

ଏହି ଭାରତୀୟ ବୋଲରଙ୍କ ପାଇଁ ଶୋଇପାରୁ ନ ଥିଲେ ସାଙ୍ଗାକାରା

ନୂଆଦିଲ୍ଲୀ,୨୧।୫: ଶ୍ରୀଲଙ୍କାର କିମ୍ବଦନ୍ତୀ ଉଇକେଟକିପର ବ୍ୟାଟ୍ସମ୍ୟାନ କୁମାର ସାଙ୍ଗାକାରା ନିଜ ସମୟରେ ଭାରତୀୟ ସ୍ପିନର ଅନିଲ କୁମ୍ବଲେଙ୍କୁ ନେଇ ଚିନ୍ତିତ ଥିଲେ। ଏପରି କି ରାତିରେ...

କୋପା ଆମେରିକା: କରୋନା ସତ୍ତ୍ୱେ ଆୟୋଜନକୁ ସୁପ୍ରିମକୋର୍ଟଙ୍କ ଅନୁମତି

ସାଓ ପାଉଲୋ,୧୨।୬(ଏପି): କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟ ଆୟୋଜନ ନେଇ ପଥ ପରିଷ୍କାର ହୋଇଛି। କୋଭିଡ୍‌-୧୯ ମହାମାରୀ ସତ୍ତ୍ୱେ ବ୍ରାଜିଲ ସୁପ୍ରିମକୋର୍ଟ ଏହି ଟୁର୍ନାମେଣ୍ଟ ଆୟୋଜନ...

Advertisement
Archives

Model This Week