ରନ୍‌ଓ୍ବେରେ ଏୟାର ଇଣ୍ଡିଆ ବିମାନରୁ ବାହାରିଲା ଧୂଆଁ, ୧୪ ଯାତ୍ରୀ ଆହତ…

ମସ୍କାଟ, ୧୪।୯ : ଓମାନର ମସ୍କାଟ ଅନ୍ତର୍ଜାତୀୟ ବିମାନବନ୍ଦରରେ ବୁଧବାର ଏୟାର ଇଣ୍ଡିଆ ଏକ୍ସପ୍ରେସର ଏକ ବିମାନରୁ ଧୂଆଁ ବାହାରିବା ଆରମ୍ଭ କରିଥିଲା। ବିମାନଟି ରନ୍‌ଓ୍ବେରେ ଥିବା ସମୟରେ ଏଭଳି ଘଟିଥିଲା। ଓମାନରେ ଅବସ୍ଥିତ ସ୍ଥାନୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଏହି ଦୁର୍ଘଟଣାରେ ପ୍ରାୟ ୧୬ ଜଣ ଆହତ ହୋଇଛନ୍ତି। ବିମାନରୁ ଧୂଆଁ ବାହାରିବା ପରେ ସ୍ଲାଇଡରେ ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନରୁ ଯାତ୍ରୀମାନଙ୍କୁ ଟାଣି ବାହାର କରାଯାଇଥିଲା ବୋଲି ଅଧିକାରୀମାନେ କହିଛନ୍ତି। ଅଧିକାରୀମାନେ କହିଛନ୍ତି ଯେ ବିମାନଟି ବୁଧବାର ସକାଳେ କୋଚି ଅଭିମୁଖେ ଯିବାର ଥିଲା କିନ୍ତୁ ଏହା ପୂର୍ବରୁ ଦୁର୍ଘଟଣା ଘଟିଥିଲା।

ଏୟାର ଇଣ୍ଡିଆ ଏକ୍ସପ୍ରେସର ମସ୍କାଟ-କୋଚି ବିମାନ ଉଡ଼ାଣ ସମୟରେ ରନୱେରେ ଥିଲା, ସେତେବେଳେ ଧୂଆଁ ବାହାରିବା ଜଣାପଡ଼ିଥିଲା। ଏହା ପରେ ଯାତ୍ରୀମାନଙ୍କୁ ଜରୁରୀକାଳୀନ ପରିସ୍ଥିତିରେ ସ୍ଲାଇଡ ମାଧ୍ୟମରେ ଟାଣି ବାହାରକୁ ଟାଣି ଅଣାଯାଇଥିଲା। ବିମାନରେ ୧୪୧ ଜଣ ଯାତ୍ରୀ ଏବଂ ୬ ଜଣ କର୍ମଚାରୀ ଥିଲେ। ସମସ୍ତଙ୍କୁ ବାହାର କରାଯାଇଛି ଏବଂ ସେମାନେ ସମସ୍ତେ ସୁରକ୍ଷିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ଦ୍ୱାରା ପ୍ରଭାବିତ ହେବ ୪୦% ନିଯୁକ୍ତିକ୍ଷେତ୍ର

ବ୍ୟାଙ୍କକ୍‌,୧୩ା୧୦(ରଏଟର୍ସ): ସାମ୍ପ୍ରତିକ ସ୍ଥିତିରେ ଏଆଇ (କୃତ୍ରିମ ବୁଦ୍ଧିମତ୍ତା)କୁ ନେଇ ବୈଶ୍ୱିକ ସ୍ତରରେ ଏକପ୍ରକାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି ା ବାଣିଜ୍ୟ, ବ୍ୟବସାୟଠାରୁ ଆରମ୍ଭ କରି ଭିତ୍ତିଭୂମି ପର୍ଯ୍ୟନ୍ତ ସବୁକ୍ଷେତ୍ରରେ…

ଏଇ ଭାରତରେ

ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ଦ୍ୱାରା ପ୍ରସାଦରୁ ପାଓ୍ବାର ଉତ୍ପାଦନ କରାଯାଇଛି । ଲାଲବାଗ୍‌ଚା ବାଗ୍‌ରେ ବିଭିନ୍ନ ଗଣେଶ ପୂଜା ମଣ୍ଡପରେ ବର୍ଜ୍ୟ ଭାବେ ୩୦ ଟନ…

ଓଡ଼ିଶା ନିନ୍ଦିତ ନ ହେଉ

ଅତୀତରେ କଳିଙ୍ଗ ନିଜର ସାହସ ଓ ସମୃଦ୍ଧି ପାଇଁ ସମଗ୍ର ବିଶ୍ୱରେ ପରିଚିତ ଥିଲା। ସେଥିପାଇଁ ମୌର୍ଯ୍ୟ ସମ୍ରାଟ୍‌ ସମେତ ଅନେକ ରାଜ୍ୟ କଳିଙ୍ଗ ଜୟ କରିବାର…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

ରାଜନୈତିକ ଦୁର୍ବଳତାର ସଂଜ୍ଞା

୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌- ୨୦୨୬ ଗତ ଏପ୍ରିଲ ମାସରେ ଲୋକ ସଭାରେ କାଟ ଖାଇଛି। କାରଣ ଏହି ବିଲ୍‌ ପାଇଁ ଆବଶ୍ୟକ ଦୁଇ ତୃତୀୟାଂଶ ସମର୍ଥନ…

୨୦୨୪ର ବ୍ୟସ୍ତତା

ରାମ ମନ୍ଦିର ଯେଉଁଠି ତିଆରି ହେଲା-ଅଯୋଧ୍ୟା-ସେଠାରେ ଭାଜପାର ପରାଜୟ ୨୦୨୪ରେ ଦଳର ନେତାମାନଙ୍କୁ ଭୟଭୀତ କରାଇ ଦେଇଥିଲା ବୋଲି ଏବେ ବୁଝାପଡୁଛି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା…

ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ…

ବିଶ୍ୱବ୍ୟାଙ୍କ ରିପୋର୍ଟରେ ବଡ଼ ଖୁଲାସା, ଧନୀ ଦେଶର ଗରିବଙ୍କ ଆୟ ବି ଭାରତର ଧନୀଙ୍କଠୁ ଅଧିକ!

ନୂଆଦିଲ୍ଲୀ,୧୩।୧୦: ବିଶ୍ୱର ବିକଶିତ ଓ ଉନ୍ନତ ଆର୍ଥିକ ବ୍ୟବସ୍ଥା ଥିବା ଧନୀ ଦେଶଗୁଡ଼ିକର ସବୁଠାରୁ ଗରିବ ୧୦ ପ୍ରତିଶତ ଲୋକଙ୍କ ଆୟ ଭାରତର ସବୁଠାରୁ ଧନୀ ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?