ସ୍ମୃତି ଇରାନୀଙ୍କୁ କରୋନା, ଟୁଇଟ୍‌ କରି ଦେଲେ ସୂଚନା

ନୂଆଦିଲ୍ଲୀ,୨୮ା୧୦: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏନେଇ ବୁଧବାର ସନ୍ଧ୍ୟାରେ ସ୍ମୃତି ନିଜେ ଟୁଇଟ୍‌ କରି  ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଏକ କଥା ଘୋଷଣା କରିବା ସମୟରେ ଶବ୍ଦ ଖୋଜିବା ମୋ’ ପାଇଁ ବିରଳ। ତେଣୁ ଏଠାରେ ମୁଁ ଏହାକୁ ସରଳ କରି କହୁଛି ‘ ମୁଁ କରୋନା ଟେଷ୍ଟ୍‌ କରାଇଛି। ମୋ’ ରିପୋର୍ଟ ପଜିଟିଭ୍‌ ଆସିଛି। ଯେଉଁମାନେ ମୋ’ ସଂସ୍ପର୍ଶରେ ଆସିଛନ୍ତି, ସେମାନେ ତୁରନ୍ତ  କରୋନା ଟେଷ୍ଟ୍‌ କରାଇ ନେବାକୁ ଅନୁରୋଧ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ…

ଇରାନରେ ଆରାଘଚିଙ୍କ ବିରୋଧରେ ବିଶାଳ ପ୍ରତିବାଦ; ନିଜ ବିଦେଶ ମନ୍ତ୍ରୀଙ୍କ ବିରୋଧରେ ବିଦ୍ରୋହ କଲେଣି ଲୋକେ

ତେହରାନ,୧୪।୬: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ଖୁବ ଶୀଘ୍ର ହେବା ପରି ମନେ ହେଉଛି; ତଥାପି, ଇରାନ ଭିତରେ ବୈଦେଶିକ ମନ୍ତ୍ରୀ ସୟଦ…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri