Posted inଜାତୀୟ

ସ୍ମୃତି ଇରାନୀଙ୍କ ନୂଆ ଅବତାର: ଚାଷ ଜମିରେ ଲାଗିଥିବା ନିଅଁ। ଲିଭାଇଲେ ସ୍ମୃତି, ଭିଡିଓ ଭାଇରାଲ

ଆମେଠୀ,୨୯।୪: ଲୋକ ସଭା ନିର୍ବାଚନ ସରଗରମ ଥିବା ବେଳେ ରବିବାର କେନ୍ଦ୍ରମନ୍ତ୍ରୀ ବା ଆମେଠୀରୁ ଭାଜପାର ଆଶାୟୀ ପ୍ରାର୍ଥୀ ସ୍ମୃତି ଇରାନୀ ନିର୍ବାଚନୀ ପ୍ରଚାର ପାଇଁ ଉତ୍ତରପ୍ରଦେଶ ଆମେଠୀରେ ପହଞ୍ଚିଥିଲେ। ସେଠାରେ ସ୍ମୃତି ଇରାନୀଙ୍କୁ ନୂଆ ଅବତାର ବା ଫାୟାର ବିଗ୍ରେଡର ଅବତାରରେ ଦେଖିବାକୁ ମିଳିଛି। ଆମେଠୀର ମୁଶୀଗଞ୍ଜର ପଶ୍ଚିମ ଦୁଆରା ଗଁ।ର ଏକ ଜମିରେ ନିଆଁ ଲାଗିଯାଇଥିଲା। ନିଅଁ। ଲାଗିବା ଖବର ଶୁଣି ସ୍ମୃତି ଉକ୍ତ ଗଁ।କୁ ପହଞ୍ଚି ନିଅଁ। ଲିଭାଇବାକୁ ଉଦ୍ୟମ କରିଥିଲେ। ବିଳମ୍ବ ନ କରି ନିଜେ ହ୍ୟାଣ୍ଡପମ୍ପରୁ ପାଣି କାଢ଼ି ଭର୍ତ୍ତି କରିଥିଲେ। ଏଥିସହ ନିଜେ ଘଟଣାସ୍ଥଳକୁ ଯାଇ ସ୍ଥିତି ସମୀକ୍ଷା କରିବା ସହ ଉକ୍ତ ଚାଷୀଙ୍କୁ ସମବେଦନା ଜଣାଇଥିଲେ। ସ୍ମୃତିଙ୍କ ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ପୂର୍ବଥର ମଧ୍ୟ ସ୍ମୃତି ଏହି ଆସନରୁ ନିର୍ବାଚନ ଲଢ଼ିଥିବା ବେଳେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଠାରୁ  ପରାଜୟ ହୋଇଥିଲେ।  ଆମେଠୀକୁ କଂଗ୍ରେସର ଗଡ଼ କୁହାଯାଉଥିବା ବେଳେ ଚଳିତ ଥର ମଧ୍ୟ ସେ ଆମେଠୀରୁ ଭାଜପାର ଆଶାୟୀ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ୁଛନ୍ତି। ଉତ୍ତର ପ୍ରଦେଶ ଆମେଠୀରେ ପଞ୍ଚମ ପର୍ଯ୍ୟାୟ ମତଦାନ ମେ ୬ରେ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri