Posted inଜାତୀୟ

ଯେତେବେଳେ ସେ ସଂସଦକୁ ଧଳା ଟି ଶର୍ଟ ପିନ୍ଧି ଆସନ୍ତି…ରାହୁଲଙ୍କୁ ଏମିତି କ’ଣ କହିଦେଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୯।୮: ନିକଟରେ ଏକ ଜାତୀୟ ଗଣମାଧ୍ୟକୁ ସାକ୍ଷାତକାର ଦେଇ ନିଜ କଡା ପ୍ରତିଦ୍ୱନ୍ଦୀ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ବିଷୟରେ ବଡ଼ ବୟାନ ଦେଇଛନ୍ତି ଭାଜପା ନେତା ସ୍ମୃତି ଇରାନୀ। ଚଳିତ ନିର୍ବାଚନରେ ଆମେଠିରୁ ବଡ଼ ପରାଜୟର ଶିକାର ହୋଇଛନ୍ତି ଭାଜପା ନେତ୍ରୀ।

ପୂର୍ବ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତ୍ରୀ ଇରାନୀ ସାକ୍ଷାତକାରରେ କହିଛନ୍ତି, ଯେତେବେଳେ ସେ ଜାତି ବିଷୟରେ ଆଲୋଚନା କରନ୍ତି, ଯେତେବେଳେ ସେ ସଂସଦକୁ ଧଳା ଟି ଶର୍ଟ ପିନ୍ଧି ଆସନ୍ତି ସେତେବେଳେ ତାଙ୍କୁ ଜଣାଥାଏ କି ଯୁବପିଢିଙ୍କୁ କେଉଁ ପ୍ରକାର ବାର୍ତ୍ତା ଯିବ। ଇରାନୀ ଆହୁରି କହିଛନ୍ତି, ଗାନ୍ଧୀଙ୍କ ବଂଶଜ ସିଂହଭାଗ ଜନସଂଖ୍ୟାକୁ ଆକର୍ଷିତ କରିବା ପାଇଁ ଜାତି ଜନଗଣନା କରିବା ପାଇଁ ଗୋଟି ଚାଳନା କରୁଛନ୍ତି। ରାହୁଲ ଭାବନ୍ତି ଯେ, ସେ ସଫଳତାର ସ୍ବାଦ ଚାଖିଛନ୍ତି। ଆଉ ଏବେ ସେ ରାଜନୈତିକ ଗୋଟିଚାଳନା କିଛି ଅଲଗା ଢଙ୍ଗରେ ଚଳାଇଛନ୍ତି।

ରାହୁଲଙ୍କୁ ଆପଣ ଭଲ ଖରାପ କିମ୍ବା ତାଙ୍କ କାମକୁ ପିଲାଳିଆମି ମାନି ପାରନ୍ତି କିନ୍ତୁ ତାହା ଏକ ଅଲଗା ପ୍ରକାର ରାଜନୀତି ଅଟେ। ସେଥିପାର୍ଇ ନିର୍ବାଚନୀ ପାଣିପାଗ ସମୟରେ ଗାନ୍ଧୀ ମନ୍ଦିରକୁ ଅଧିକ ଯାଆନ୍ତି। ତାଙ୍କର ଏହି ରାଜନୈତିକ ସଫଳତା ଅସଫଳ ରଣନୀତିରୁ ବିକାଶ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ନଦୀରେ ବୁଡ଼ିଗଲେ ନାବାଳିକା କାଉଡ଼ିଆ: ଶିବ ମନ୍ଦିରରେ ଜଳଲାଗି ପାଇଁ….

ବାଲେଶ୍ୱର, ୨୭ (ବାଞ୍ଛାନିଧି ଦେ): ଶ୍ରାବଣ ମାସର ପ୍ରଥମ ସୋମବାରରେ ଘଟିଛି ଏକ ଅଭାବନୀୟ ଘଟଣା। ଶିବ ମନ୍ଦିରରେ ଜଳଲାଗି ପାଇଁ ନଦୀରୁ ପାଣି ଆଣିବାକୁ ଯାଇଥିବା…

ଫାଶୀ ଖୁଣ୍ଟର ସମ୍ମୁଖୀନ ହେବେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି? ଅଡୁଆରେ ଶେଖ ହାସିନାଙ୍କ ଶେଷ ସହଯୋଗୀ

ଢାକା,୨୭।୭: ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ପ୍ରତି ଇସ୍ତଫା ଦେଇଛନ୍ତି। ବାଂଲାଦେଶରେ ବିପ୍ଳବ ପରେ, ସେ ଶେଖ ହାସିନାଙ୍କ ଅନ୍ତର୍ନିହିତ ସଦସ୍ୟ ମଧ୍ୟରୁ କ୍ଷମତାରେ ଥିବା ଶେଷ…

ସୁପ୍ରିମକୋର୍ଟଙ୍କ ବଡ଼ ମନ୍ତବ୍ୟ: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ବେଳେ ପୋଲିସର ଲାଠିମାଡ଼ ଠିକ୍‌ ନୁହେଁ

ନୂଆଦିଲ୍ଲୀ,୨୭।୮: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବା ସମସ୍ତଙ୍କ ଅଧିକାର ରହିଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କଲେ ଲାଠିଚାର୍ଜ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ CJPର କାହା ଉପରେ ନଜର? ନେଲା ନୂଆ ପଦକ୍ଷେପ, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୨୭॥୭: ନିଟ୍‌ ପେପର ଲିକ୍‌ ମାମଲାରେ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ପରେ କକ୍ରୋଚ ଜନତା ପାର୍ଟି (CJP) ଉତ୍ତରପ୍ରଦେଶରେ ମୋର୍ଚ୍ଚା ଖୋଲିଛି। ୟୁପି ସରକାର ରାମପୁରର ଜୌହର…

ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍‌ ଗଲେ ବାପ-ପୁଅ

ଜୟପାଟଣା,୨୭ା୭(ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି।…

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ସଂସଦରେ ପହଞ୍ଚିବା ପରେ ହଠାତ୍‌ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଘଟିଲା ଏମିତି, ଯାହା କେବେ ସେ ଭାବିନଥିଲେ…

ନୂଆଦିଲ୍ଲୀ, ୨୭॥୭: ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଦାବି କରି ଦେଶବ୍ୟାପୀ ଚାଲିଥିବା କକ୍ରୋଚ ଜନତା ପାର୍ଟିର ଛାତ୍ର ଆନ୍ଦୋଳନ ନିକଟରେ ଶେଷ ହୋଇଛି। ଏହି ଆନ୍ଦୋଳନ NEET-UG…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri