୨୫ରେ ଓଡ଼ିଶା ଆସିବେ ସ୍ମୃତି ଇରାନୀ: ଏହି ସ୍ଥାନରେ କରିବେ ପ୍ରଚାର

କୁଜଙ୍ଗ,୨୪ା୫(ମନୋଜ ପ୍ରଧାନ):ପାରାଦୀପ ନିର୍ବାଚନମଣ୍ଡଳୀରେ ଭାଜପା ତା’ର ସ୍ଥିତିକୁ ସୁଦୃଢ କରୁଥିବା ବେଳେ ଭିନ୍ନ ଦଳରୁ ଭିନ୍ନ ଦଳରୁ ବହୁ ସମର୍ଥକ ଭାଜପାରେ ସାମିଲ ହୋଇଛନ୍ତି। ଏହି ନୂତନ ସଦସ୍ୟ ଏବେ ଉତ୍ସାହିତ ଥିବା ବେଳେ ଦଳରେ ଯୋଶ ଭରିବାକୁ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ଅସନ୍ତା ୨୫ ତାରିଖ (ଶନିବାର) ସକାଳ ୯ଟାରେ ଆସିବାର କାର୍ଯ୍ୟକ୍ରମ ରହି ବୋଲି ଭାଜପା ବିଧାୟକ ପ୍ରାର୍ଥୀ ସମ୍ପଦ ସ୍ବାଇଁ କହିଛନ୍ତି। ଏହି ନେଇ ଭାଜପା ପ୍ରାର୍ଥୀ ସ୍ବାଇଁ, ଗୋପୀଆକୁଦ ସରପଞ୍ଚ ଶ୍ରୀନବାସ ସ୍ବାଇଁ, ତପନ ତ୍ରିପାଠୀ ଓ ସ୍ଥାନୀୟ ସଙ୍ଗଠକମାନେ କୁଜଙ୍ଗ ବ୍ଲକ ପଡ଼ିଆର ସ୍ଥିତି ଅନୁଧ୍ୟାନ କରିବା ସହ ଆବଶ୍ୟକ ପ୍ରସ୍ତୁତି କରିଥିବା ସୂଚନା ମିଳିଛି। ସ୍ମୃତିଙ୍କୁ ସ୍ବାଗତ କରିବା ଓ ତାଙ୍କ ଶୋଭାଯାତ୍ରାକୁ ଅଧିକ ପ୍ରଭାବି କରିବାକୁ ଭାଜପା ମହିଳା ନେତ୍ରୀ ସୁଶ୍ରୀ ପ୍ରିୟଦର୍ଶିନୀଙ୍କ ସହ ବହୁ ମହିଳା ନେତ୍ରୀ ମଧ୍ୟ ପ୍ରସ୍ତୁତି ଚଲାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ଦିନରେ ଲକ୍ଷେ ଲୋକଙ୍କୁ ଭେଟିସାରିଲେଣି ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୬।୬: ଗତ ଜୁନ ୧୨ ତାରିଖରେ ଦାୟିତ୍ୱ ନେବା ପରଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଲଗାତର ଭାବେ ସାଧାରଣ ଲୋକଙ୍କ ସହ ମିଶୁଛନ୍ତି।...

ଗୋଡ଼ ନ ଥିବା ଶିକ୍ଷକଙ୍କୁ ପାଣି ପିଆଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି: ପରେ ପ୍ରତିକ୍ରିୟା ମିଳିଲା ମିଳିଲା ଏମିତି

ଭୁବନେଶ୍ୱର, ୧୬।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ପ୍ରତ୍ୟେକ ଦିନ ଅନେକ ବ୍ୟକ୍ତି, ସଙ୍ଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ କାର୍ଯ୍ୟାଳୟରେ...

ଛୁଟିଦିନରେ ବି କାମ କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର, ୧୬।୬(ସୁନିତ୍‌ ମିଶ୍ର): ଓଡ଼ିଶାର ବିକାଶ ଓ ରାଜ୍ୟବାସୀଙ୍କ ସ୍ବାର୍ଥ ରକ୍ଷାକୁ ସର୍ବଦା ଗୁରୁତ୍ୱ ଦିଆଯିବ। ବାତ୍ୟା, ବର୍ଷା, ବନ୍ୟା ଏବଂ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା...

ଶ୍ରୀମନ୍ଦିର ଭିଡ଼କୁ ନେଇ ମୁହଁ ଖୋଲିଲେ ଆଇନ୍‌ ମନ୍ତ୍ରୀ: ସଫେଇ ଦେଇ କହିଲେ…

ଭୁବନେଶ୍ୱର, ୧୬।୬:ରାଜ୍ୟରେ ଭାଜପା ସରକାରକୁ ଆସିବା ପୂର୍ବରୁ ଅନେକ ପ୍ରତିଶ୍ରୁତି ଲୋକଙ୍କ ଆଗରେ ରଖିଥିଲା। ଯେପରିକି ଦଳ ରାଜ୍ୟରେ ସରକାର ଗଠନ କରିବାର କିଛି ସମୟ...

ଧୋକା ଦେଲା ମୌସୁମୀ: ଏହି ଦିନ ପର୍ଯ୍ୟନ୍ତ ଜାରି ରହିବ ଖରା

ଭୁବନେଶ୍ୱର, ୧୬।୬(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଓଡ଼ିଶାକୁ ସାଧାରଣତଃ ୧୨ ରୁ ୧୪ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଥାଏ।...

‘ଯେତେ ମୁଣ୍ଡ ଯାଉଛି ଯାଉ କମ୍ପାନୀ ହାତରେ କୁଟ୍ରୁ ମାଳି ଟେକି ଦେବୁ ନାହିଁ’

ଥୁଆମୂଳ ରାମପୁର,୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ କେରପାଇ ପଞ୍ଚାୟତ କୁଟ୍ରୁ ମାଳି ପାହାଡ଼ରେ ରବିବାର ଏକ ସଂଗ୍ରାମୀ ସଭା ଅନୁଷ୍ଠିତ...

ଭଡାଘରୁ ମିଳିଲା ବରିଷ୍ଠ କିରାଣୀଙ୍କ ମୃତଦେହ

ରେଢାଖୋଲ,୧୬ା୬(ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ନାକଟୀଦେଉଳ ତହସିଲ ଅଫିସର ବରିଷ୍ଠ କିରାଣୀ କ୍ଷିରୋଦ କୁମାର ବଳ(୫୦)ଙ୍କ ମୃତଦେହ ରେଢାଖୋଲ ଏନଏସି ୱାର୍ଡ ନଂ ୮ ଗଣେଷନଗରସ୍ଥିତ...

କାର୍‌-ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ୨ ସାଙ୍ଗଙ୍କ ଜୀବନ

ଖଲ୍ଲିକୋଟ,୧୬।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଧୀନ ନିର୍ମଳଝରଠାରେ ଏକ କାର୍‌-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବାଇକ୍‌ ଆରୋହୀ ୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri