Posted inଖେଳ

ଉପ ଅଧିନାୟିକା ସ୍ମୃତି ମନ୍ଧାନାଙ୍କ ଉପଲବ୍ଧି

ବିଶାଖାପାଟଣା,୧୨।୧୦: ଭାରତୀୟ ଦଳର ଉପ ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ପ୍ରଥମ କ୍ରିକେଟର ଭାବେ ମହିଳା ଦିନିକିଆରେ ଗୋଟିଏ ବର୍ଷରେ ୧ ହଜାର ରନ୍‌ ପୂରଣ କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ହାଇପ୍ରୋଫାଇଲ ମ୍ୟାଚ୍‌ରେ ୮୦ ରନର ବିସ୍ଫୋରକ ପାଳି ଅବସରରେ ସେ ଏହି ରେକର୍ଡର ଅଧିକାରୀ ହୋଇଛନ୍ତି।

ଏହି ଇନିଂସରେ ସେ ଦିନିକିଆ କ୍ରିକେଟରେ ୫୦୦୦ ରନ୍‌ ମଧ୍ୟ ପୂରଣ କରିଛନ୍ତି। ବିଶ୍ୱର ପଞ୍ଚମ ଓ ଦ୍ୱିତୀୟ ଭାରତୀୟ ଭାବେ ସେ ଏହି ମାଇଲଷ୍ଟୋନରେ ପହଞ୍ଚିଛନ୍ତି। ତାଙ୍କ ପୂର୍ବରୁ ପୂର୍ବତନ ଅଧିନାୟିକା ମିତାଲ ରାଜ ଏହି ଉପଲବ୍ଧି ହାସଲ କରିଥିଲେ। ତେବେ ମନ୍ଧାନା କମ୍‌ ସଂଖ୍ୟକ ଇନିଂସ ଓ ବଲରେ ଏହି ମାଇଲଷ୍ଟୋନରେ ପହଞ୍ଚିଛନ୍ତି।

ସେ ୧୧୨ ଇନିଂସ ଓ ୫,୫୬୯ ବଲରେ ୫୦୦୦ ରନ ପୂରଣ କରିଛନ୍ତି। ଦୁଇ ରେକର୍ଡ ପୂର୍ବରୁ ଷ୍ଟେଫନି ଟେଲର (୧୨୯ ଇନିଂସ) ଓ ସୁଜି ବେଟ୍ସ (୬,୧୮୨ ବଲ)ଙ୍କ ନାମରେ ଥିଲା। ଚଳିତ ବର୍ଷ ଏପର୍ଯ୍ୟନ୍ତ ମନ୍ଧାନା ୧୮ ମ୍ୟାଚ୍‌ରେ ୧୦୬୨ ରନ୍‌ କରିଛନ୍ତି। ଗୋଟିଏ ବର୍ଷରେ ମହିଳା ଦିନିକିଆରେ ସର୍ବାଧିକ ରନ୍‌ କରିବାର ରେକର୍ଡ ପୂର୍ବରୁ ଅଷ୍ଟ୍ରେଲିଆର ବେଲିଣ୍ଡା କ୍ଲାର୍କ (୧୯୯୭ରେ ୯୭୦ ରନ୍‌)ଙ୍କ ନାମରେ ରହିଥିଲା।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସହ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri