Posted inଖେଳ

୧୬ ପିଲା…ପ୍ରେମିକଙ୍କ ପାଇଁ ବଡ଼ କାମ କଲେ ସ୍ମୃତି ମନ୍ଧାନା

ନୂଆଦିଲ୍ଲୀ,୧୫।୪: ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା କ୍ରିକେଟରୁ ବିରତି ନେଇ ଏବେ ତାଙ୍କ ଜନ୍ମସ୍ଥାନ ସାଙ୍ଗଲିରେ ଛୁଟି କାଟୁଛନ୍ତି। ଏହାର ଟିକିନିକି ଅପ୍‌ଡେଟ୍‌ ସେ ତାଙ୍କ ଇନଷ୍ଟାଗ୍ରାମ ମାଧ୍ୟମରେ ଦେଉଛନ୍ତି। ଏହି ରହଣି ସମୟରେ ସେ ତାଙ୍କ ପ୍ରେମିକଙ୍କୁ ତାଙ୍କ କାମରେ ସାହାଯ୍ୟ କରୁଛନ୍ତି ।

ଭାରତୀୟ କ୍ରିକେଟର ସ୍ମୃତି ମନ୍ଧାନାଙ୍କ ପ୍ରେମିକ ହେଉଛନ୍ତି ପଳାଶ ମୁଚଲ। ପଳାଶ ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ଲେଖକ, ସଂଗୀତ ରଚୟିତା ଅର୍ଥାତ ସେ ବଲିଉଡ ସହିତ ଜଡିତ ଜଣେ ବହୁମୁଖୀ ପ୍ରତିଭାଶାଳୀ ବ୍ୟକ୍ତି। ତାଙ୍କର ପରବର୍ତ୍ତୀ ଫିଲ୍ମର ନାମ ହେଉଛି ମକତୁବ, ଯାହା ୧୬ ଜଣ ପିଲାଙ୍କ କାହାଣୀ। ସ୍ମୃତି ମନ୍ଧାନା ତାଙ୍କ ପ୍ରେମିକଙ୍କ ପାଇଁ ସେହି ଫିଲ୍ମର ପ୍ରଚାର ତାଙ୍କ ଇନଷ୍ଟାଗ୍ରାମ ମାଧ୍ୟମରେ କରିଛନ୍ତି।

୨୦୧୯ ମସିହାରୁ ସ୍ମୃତି ମନ୍ଧାନା ଏବଂ ପଳାଶ ସମ୍ପର୍କରେ ଅଛନ୍ତି। ସେମାନେ ଖୋଲାଖୋଲି ଭାବରେ ସେମାନଙ୍କର ସମ୍ପର୍କକୁ ପ୍ରକାଶ ମଧ୍ୟ କରିଛନ୍ତି। ଗତ ବର୍ଷ ହିଁ ସେମାନେ ସେମାନଙ୍କ ସମ୍ପର୍କର ୫ମ ବାର୍ଷିକୀ ପାଳନ କରିଥିଲେ ଏବଂ ଏକ କେକ ମଧ୍ୟ କାଟିଥିଲେ। ଉଭୟଙ୍କୁ ପ୍ରତ୍ୟେକ କାର୍ଯ୍ୟ ଏବଂ କାର୍ଯ୍ୟକ୍ରମରେ ଏକାଠି ଦେଖିବାକୁ ମିଳି ଆସୁଛି। ଏସବୁ ବ୍ୟତୀତ ଦୁହେଁ ପରସ୍ପରକୁ ଖୋଲାଖୋଲି ସSmriti Mandhana ମର୍ଥନ ମଧ୍ୟ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri