କେନ୍ଦ୍ରାପଡ଼ାରେ ବର୍ଷିଲେ ସ୍ମୃତି ଇରାନୀ, କହିଲେ ମୋଦି ସରକାର ଆସିଲେ …

କେନ୍ଦ୍ରାପଡ଼ା,୨୫।୫: କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ଆଳିରେ ସ୍ମୃତି ଇରାନୀ ବିଜେଡି ଉପରେ ବର୍ଷିଛନ୍ତି। କେନ୍ଦ୍ର ମନ୍ତ୍ରୀ କହିଛନ୍ତି, ମୋଦି ଚାଷୀଙ୍କୁ ୬ ହଜାର ଦେଲେ, ଏଠି ତାମିଲ ଠିକାଦାର ଖାଇଗଲେ। ମୋଦି ଆବାସ, ଜଳ ଜୀବନ ମିଶନ ପାଇଁ ଟଙ୍କା ଦେଲେ, ତାମିଲ ଠିକାଦାର ନେଇଗଲେ।

ଏଥିସହ ପୁରୀ ରତ୍ନଭଣ୍ଡାର ଚାବି ପ୍ରସଙ୍ଗକୁ ନେଇ ସ୍ମୃତି ଈରାନୀ କହିଛନ୍ତି, ଭାଜପା ଆସିଲେ ଚାବି ଲୁଚାଇଥିବା ଅଧର୍ମୀଙ୍କୁ କଡ଼ା ଦଣ୍ଡ ଦିଆଯିବ। ଅଧର୍ମୀଙ୍କୁ ଧୂଳି ଚଟାଇବ ମୋଦି ସରକାର। ଓଡ଼ିଶା ଲୋକ ଚାହାନ୍ତି, ମୋଦିଙ୍କ ଗ୍ୟାରେଣ୍ଟି। ଭାଜପା ଆସିଲେ ସୁଭଦ୍ରା ଯୋଜନାରେ ୫୦ ହଜାର ମିଳିବ। ବିକାଶର ଲକ୍ଷ୍ମୀଙ୍କୁ ଘରକୁ ଆଣିବାକୁ ହେଲେ ପଦ୍ମକୁ ଭୋଟ ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ହାତ ଛାଡ଼ିଦେଲେ ଥଲାପତି ବିଜୟଙ୍କ ପୁଅ! ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୫: ଚଳଚ୍ଚିତ୍ର ଶିଳ୍ପରୁ ରାଜନୀତିରେ ପ୍ରବେଶ କରିଥିବା ଅଭିନେତା ଥଲାପତି ବିଜୟ ତାଙ୍କର ପ୍ରଥମ ନିର୍ବାଚନରେ ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ତାମିଲନାଡୁ ବିଧାନସଭା ନିର୍ବାଚନରେ…

ଇସ୍ତଫା ଦେଲେ ହିମନ୍ତ ବିଶ୍ୱଶର୍ମା

ଦିଶପୁର,୬ା୫: ଇସ୍ତଫା ଦେଇଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ସେ ରାଜ୍ୟପାଳଙ୍କୁ ଭେଟି ତାଙ୍କର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ରାଜଭବନରେ ଲକ୍ଷ୍ମଣ ଆଚାର୍ଯ୍ୟଙ୍କୁ ଭେଟି ସେ ଇସ୍ତଫାପତ୍ର…

ତାମିଲନାଡୁ ରାଜନୀତି ସରଗରମ: AIADMK ୨ ଫାଳ, ବିଜୟଙ୍କ ସମର୍ଥନରେ…

ଚେନ୍ନାଇ,୬।୫: ତାମିଲନାଡୁ ରାଜନୀତିରେ ଏଥର ଏକ ବଡ଼ ପରିବର୍ତ୍ତନ ଦେଖାଦେଇଛି। ବିଧାନସଭା ନିର୍ବାଚନରେ ଅଭିନେତାରୁ ରାଜନେତା ହୋଇଥିବା ବିଜୟଙ୍କ ନେତୃତ୍ୱରେ ଦଳ ଟିଭିକେ ୧୦୮ଟି ଆସନ ପାଇ…

ବାରଣ୍ଡାରେ ଶୋଇଥିବାବେଳେ ଯୁବକଙ୍କ ଗଳା କାଟିଦେଲେ…

ଝାରସୁଗୁଡା, ୬।୫(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ଲଖନପୁର ଥାନା ଅନ୍ତର୍ଗତ ସୁଲଦିଆ ଲାଲୁମୁଣ୍ଡାରେ ଜଣେ ଯୁବକ ବାରଣ୍ଡାରେ ଶୋଇଥିବା ବେଳେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ…

ଠାବ ହେଲା ଦେଶୀ ବନ୍ଧୁକ କାରଖାନା: ଜଣଙ୍କୁ ବାନ୍ଧିଲା ପୋଲିସ

ତୁମୁଡିବନ୍ଧ,୬।୫(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ଆନ୍ତର୍ଗତ ଲାବନ୍ୟନଗର ଗ୍ରାମରେ ଏକ ଚୋରା ଦେଶୀ ବନ୍ଧୁକ କାରଖାନା ଠାବ କରିବାରେ ସଫଳ ହେବା ସହ…

ସମୁଦ୍ରକୁ ଯିବା ପୂର୍ବରୁ ଗଙ୍ଗାମାତାଙ୍କୁ ସ୍ମରଣ କରନ୍ତି ମତ୍ସ୍ୟଜୀବୀ, ମା’ଙ୍କ ବେକରେ ପିନ୍ଧାନ୍ତି…

ମହାକାଳପଡ଼ା,୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦଶ ହଜାରରୁ ଅଧିକ ପାରମ୍ପରିକ ମତ୍ସ୍ୟଜୀବୀ ସମୁଦ୍ର ଉପରେ ନିର୍ଭରକରି ପରିବାର ପ୍ରତିପୋଷଣ କରନ୍ତି। ସାମୁଦ୍ରିକ…

ଧରପଗଡ଼ ଜୋରଦାର୍‌: ସଟ୍ଟା କାରବାର, କିଙ୍ଗ୍‌ପିନ୍‌ ସମେତ ୪ ଗିରଫ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପୋଲିସ ସଟ୍ଟା ଧରପଗଡ଼କୁ ଜୋରଦାର୍‌ କରିଛି। ସୋମବାର ସ୍ଥାନୀୟ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ତୋରା ସୂତାମିଲ୍‌ ପାଖରେ ଚାଲିଥିବା ଏକ ସଟ୍ଟା ଆଡ୍ଡା…

ହାତୀଙ୍କୁ ଆକ୍ରମଣ, ହଇରାଣ କରି ଭିଡିଓ ସୋସିଆଲ ମିଡିଆରେ ଛାଡିବା ପଡିଲା ମହଙ୍ଗା: ୪ ଯୁବକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଲା ବନବିଭାଗ

କେନ୍ଦୁଝର,୬।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ହାତୀକୁ ଆକ୍ରମଣ କରି ହଇରାଣ କରିବା ଏବଂ ଭିଡିଓ ଉତ୍ତୋଳନ କରି ସାମାଜିକ ମିଡିଆରେ ପ୍ରସାରଣ କରିବା ଘଟଣାରେ ବନ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri