ଆଜି ଆସୁଛନ୍ତି ସ୍ମୃତି ଇରାନୀ

ଭୁବନେଶ୍ୱର, ୨୫।୫(ସୁନିତ୍‌ ମିଶ୍ର): ରାଜ୍ୟରେ ହେବାକୁ ଥିବା ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଥମ ଥର ପ୍ରଚାର କରିବାକୁ ଶନିବାର କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ା ଇରାନୀ ସକାଳ ୯ ଘଟିକାରେ ଦିଲ୍ଲୀରୁ ଆସି ଭୁବନେଶ୍ୱରଠାରେ ପହଞ୍ଚିବେ। ଏହାପରେ ପୂର୍ବାହ୍ନ ୧୦ଟା ୩୦ରେ କୁଜଙ୍ଗ(ପାରାଦୀପ ବିଧାନସଭା ନିର୍ବାଚନମଣ୍ଡଳୀ), ମଧ୍ୟାହ୍ନ ୧୨ଟା ୧୫ରେ ଆଳି ଏବଂ ଅପରାହ୍ନ ୨ଟା୪୫ରେ ରେମୁଣାଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ ବୋଲି ଦଳର ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ଆଲୋଚନା ମଧ୍ୟରେ କତାର ଗ୍ୟାସ ଟର୍ମିନାଲରେ ବଡ଼ ବିସ୍ଫୋରଣ; ୫୪ ଜଣ ଆହତ, ୧୮ ନିଖୋଜ

ଦୋହା,୨୨।୬: ରବିବାର ରାତିରେ (ଜୁନ ୨୧) କତାରର ରାସ ଲାଫାନରେ ଏକ ପ୍ରମୁଖ ପ୍ରାକୃତିକ ଗ୍ୟାସ ରପ୍ତାନି ଟର୍ମିନାଲରେ ଏକ ବଡ଼ ବିସ୍ଫୋରଣ ଘଟିଥିଲା। ଇରାନ ଦ୍ୱାରା…

ପିଲାଚୋର ସନ୍ଦେହରେ ବାହାର ରାଜ୍ୟର ଯୁବକଙ୍କୁ ନିର୍ଧୂମ ମାଡ଼, ଭିଡିଓ ଭାଇରାଲ ପରେ…

ସମ୍ବଲପୁର,୨୨ା୬(ପ୍ରମୋଦ ବହିଦାର): ସମ୍ବଲପୁର ସହରର କ୍ଷେତରାଜପୁର ଥାନା ଅନ୍ତର୍ଗତ ଧୋବାପଡ଼ା ଅଞ୍ଚଳରେ ରବିବାର ସକାଳେ ଜଣେ ବାହାର ରାଜ୍ୟର ଯୁବକଙ୍କୁ ପିଲା ଚୋର ଭାବି କିଛି ସ୍ଥାନୀୟ…

୫୨ ବର୍ଷରେ ପଦାର୍ପଣ କଲେ ବିଜୟ, ଭିନ୍ନ ଢଙ୍ଗରେ ଶୁଭେଚ୍ଛା ଜଣାଇଲେ ରାହୁଲ

ଚେନ୍ନାଇ,୨୨।୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏବଂ ଟିଭିକେ ମୁଖ୍ୟ ଥାଲାପତି ବିଜୟ ତାଙ୍କର ୫୨ତମ ଜନ୍ମଦିନ ପାଳନ କରୁଛନ୍ତି। ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଲେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ, ଘଣ୍ଟ-ଢୋଲ ପଟୁଆରରେ…

ଗଞ୍ଜାମ,୨୨ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଆଲିଆବାଦ ଗ୍ରାମର ଗ୍ରାମ୍ୟଦେବୀ ମା’ ବୁଢ଼ୀଠାକୁରାଣୀଙ୍କ ଭବ୍ୟ ନୂତନ ମନ୍ଦିର ପ୍ରତିଷ୍ଠା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ପଞ୍ଚାୟତ ନିର୍ବାଚନ ପାଇଁ ସଂଗଠନ ସୁଦୃଢ଼ କରିବାକୁ କଂଗ୍ରେସର ଆହ୍ବାନ

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ବରଙ୍ଗା ତୋଟାଠାରେ ଥୁଆମୂଳ ରାମପୁର ପଞ୍ଚାୟତ କଂଗ୍ରେସ କମିଟି ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ କର୍ମୀ ସମ୍ମିଳନୀ ଅନୁଷ୍ଠିତ…

ସ୍ବିଜରଲ୍ୟାଣ୍ଡ ବୈଠକ ଶେଷ: ହର୍ମୁଜରେ ହଟିଲା ଅବରୋଧ, ସମ୍ପତ୍ତି ଫ୍ରିଜ ଆରମ୍ଭ, ହେଲେ ଏବେବି ବାକି ଅଛି…

ତେହରାନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ବୈଠକ ଶେଷ ହୋଇଛି। ଇରାନ ବୈଠକ ଶେଷ ହେବାର ଘୋଷଣା କରିଛି ଏବଂ ସମାଧାନ ହୋଇଥିବା ସମସ୍ୟାଗୁଡ଼ିକୁ ଉଲ୍ଲେଖ…

ତୁର୍କୀରେ ଇତିହାସ ରଚିଲେ କଳାହାଣ୍ଡି ପୁଅ ଆକାଶ, ଭାରତ ପାଇଁ ଆଣିଲେ…

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): ତୁର୍କୀ ଦେଶର ମରସିନ ସହରରେ ଗତ ୧୮ରୁ ଚାଲିଥିବା ଓ୍ବାଲର୍‌ଡ ଆବିଲିଟିସ୍ପୋର୍ଟ ୟୁଥ୍‌ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ଇତିହାସ…

ଏଇ ଭାରତରେ

ଦିଲ୍ଲୀର ‘ମାଠିଆ ମଣିଷ’ ନଟରାଜନ- ଏଭଳି ସମ୍ବୋଧନ ଅଜବ ଲାଗୁଥିଲେ ବି ଏହା ପଛରେ ରହିଛି ଏକ ବାସ୍ତବ କାହାଣୀ। ନଟରାଜନ ଦିଲ୍ଲୀର ଲୋକଙ୍କୁ ଥଣ୍ଡା ମାଠିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri