ପଦ୍ମପୁରରେ ଚୋରା ମଦ ବେପାରୀ ଗିରଫ

ପଦ୍ମପୁର,୨୩।୭(ଡି.ଏନ.ଏ.): ବାସୁଦେବପୁର ବ୍ଲକ ଅଧିନ ପଦ୍ମପୁର ବଜାର ନିକଟରୁ ଜଣେ ଚୋରା ମଦ ବେପାରୀଙ୍କୁ ଗୁରୁବାର ଅବକାରୀ ବିଭାଗ ଗିରଫ କରିଛି। ଗିରଫ ବେପାରୀ ହେଲେ ମନୋଜ କୁମାର ନାୟକ। ସୂଚନାଯୋଗ୍ୟ, ପଦ୍ମପୁର ବଜାର ନକଟସ୍ଥ ରାସ୍ତା ପାର୍ଶରେ ଥିବା ଏକ ଘରେ ଚୋରା ଦେଶୀ ମଦ ବିକ୍ରି ହେଉଥିବା ବେଳେ ସେଠାରେ ଟ୍ୟୁସନ ମଧ୍ୟ ଚାଲିଥିଲା। ଅବକାରୀ ବିଭାଗ ଖବର ପାଇ ଉକ୍ତ ଘରେ ଚଢ଼ାଉ କରିଥିଲା। ଏହି ଚଢ଼ାଉରେ ୫ ଲିଟରରୁ ଊଦ୍ଧର୍‌ବ ମଦ ଜବତ କରିବା ସହ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋ ଝିଅ ଚିକିତ୍ସାରେ ଅବହେଳା କରାଯାଉଛି’

କଟକ ଅଫିସ,୧୫ା୪: କଟକ ଶିଶୁଭବନର ପେଡିଆଟ୍ରିକ୍‌ ନ୍ୟୁବର୍ନ ୱାର୍ଡ ଆଇସିୟୁ କ୍ୟାବିନ୍‌ରେ ଗତ ୪ଦିନ ହେବ ଚିକିତ୍ସିତ ହେଉଛି କେନ୍ଦ୍ରାପଡାର ଦୁଇମୁଣ୍ଡିଆ ଶିଶୁକନ୍ୟା। ସେଠାରେ ଶିଶୁକନ୍ୟାକୁ...

ଚିତ୍ରକୋଣ୍ଡାରେ କଂଗ୍ରେସର ଲକ୍ଷ୍ମୀପ୍ରିୟା ନାୟକ ଆଗୁଆ

ମାଲକାନଗିରି,୨୩ା୫(ସ୍ବ.ପ୍ର.): ଚିତ୍ରକୋଣ୍ଡା ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରଥମ ରାଉଣ୍ଡ ଗଣତିରେ କଂଗ୍ରେସ ଆଗୁଆ ରହିଛି। କଂଗ୍ରେସର ଲକ୍ଷ୍ମୀପ୍ରିୟା ନାୟକ ୭୭୦ ଭୋଟ୍‌ ପାଇଥିବା ବେଳେ ଭାଜପାର...

କାର୍ଯ୍ୟକ୍ଷମ ହେଲା ହଳଦିଆପଦର ବସ୍‌ ଟର୍ମିନାଲ:  ସିଟି ବସ୍‌ଷ୍ଟାଣ୍ଡରୁ ୩ ରୁଟ୍‌ରେ ଚାଲିଲା ୧୦ ସିଟିବସ

ବ୍ରହ୍ମପୁର ଅଫିସ,୩ା୧୦-ଦୀର୍ଘ ୩ ବର୍ଷ ପରେ କାର୍ଯ୍ୟକ୍ଷମ ହେଲା ହଳଦିଆପଦର ବସ୍‌ ଟର୍ମିନାଲ ା ପ୍ରଥମ ପର୍ଯ୍ୟାୟରେ ବ୍ରହ୍ମପୁରରୁ ଅନ୍ୟ ଜିଲାକୁ ଯାତାୟାତ କରୁଥିବା ସମସ୍ତ...

ଦୀର୍ଘ ୭ ମାସ ପରେ ଖୋଲିଲା ହିଞ୍ଜିଳିକାଟୁ ଆହାରକେନ୍ଦ୍ର

ହିଞ୍ଜିଳିକାଟୁ,୨।୧୧(ଡ଼ି.ଏନ୍‌.ଏ): କରୋନା ମହାମାରୀ କଟକଣା ପାଇଁ ଦୀର୍ଘ ୭ ମାସ ଧରି ଆହାରକେନ୍ଦ୍ର ବନ୍ଦ ରହିଥିଲା। ତେବେ ସୋମବାର ଆହାରକେନ୍ଦ୍ର ପୁଣି ଖୋଲିଛି। ହିଞ୍ଜିଳିକାଟୁ ଆହାରକେନ୍ଦ୍ର...

ଚିକିତ୍ସା ଲାଗି ଟଁକା ବାଧକ୍‌: ଗୁରୁତର ହେଉଛେ ସ୍ବାଧୀନର ଅବସ୍‌ତା

ବିନିକା,୧୫ା୫(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଅଧୀନ ମହଦା ଗଁାର ଶ୍ରୀରାମ ନଗର ପଡ଼ାର ଉତ୍ତମ ବିଶ୍ୱାଳକଁର ପୁଓ ସ୍ବାଧୀନ ବିଶ୍ୱାଳ(୪)। ସେ ଜନମ ବେଲେ...

ପରଲୋକରେ ବିଜେଡି ନେତା ସୁବାସ ଚୌହାନ

ଭୁବନେଶ୍ୱର/ ବରଗଡ ଅଫିସ, ୧୦।୫:(ବ୍ୟୁରୋ)-  ପରଲୋକରେ ପଶ୍ଚିମ ଓଡ଼ିଶା ଉନ୍ନୟନ ପରିଷଦର ଅଧ୍ୟକ୍ଷ ତଥା ବରିଷ୍ଠ ବିଜେଡି ନେତା ସୁବାସ ଚୌହାନ। ଶନିବାର ବିଳମ୍ବିତ ରାତି...

ପୁରୀ ବ୍ୟତୀତ ଆଉ କେଉଁଠି ହେବନି ରଥଯାତ୍ରା

ଭୁବନେଶ୍ୱର,୧୦ା୬(ବ୍ୟୁରୋ):  ଚଳିତବର୍ଷ ରଥଯାତ୍ରା ଉପରେ ରାଜ୍ୟ ସରକାର କଟକଣା ଲାଗୁ କରିଛନ୍ତି। ପୁରୀ ବ୍ୟତୀତ ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ। ଏନେଇ...

ଜୟପାଟଣା ବ୍ଲକ ପିଏ ନିଲମ୍ବିତ

ଭବାନୀପାଟଣା/ଜୟପାଟଣା,୧୭।୪(ଡି.ଏନ୍‌.ଏ.) – କଳାହାଣ୍ଡି ଜିଲା ଜୟପାଟଣା ବ୍ଲକର କାର୍ଯ୍ୟରତ ପିଏ (ପ୍ରଗତି ସହାୟକ) ଶତାମ୍ବର ପ୍ରଧାନୀଙ୍କୁ ବୁଧବାର ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ସଚିବ...

Advertisement
Archives

Model This Week