ପଦ୍ମପୁରରେ ଚୋରା ମଦ ବେପାରୀ ଗିରଫ

ପଦ୍ମପୁର,୨୩।୭(ଡି.ଏନ.ଏ.): ବାସୁଦେବପୁର ବ୍ଲକ ଅଧିନ ପଦ୍ମପୁର ବଜାର ନିକଟରୁ ଜଣେ ଚୋରା ମଦ ବେପାରୀଙ୍କୁ ଗୁରୁବାର ଅବକାରୀ ବିଭାଗ ଗିରଫ କରିଛି। ଗିରଫ ବେପାରୀ ହେଲେ ମନୋଜ କୁମାର ନାୟକ। ସୂଚନାଯୋଗ୍ୟ, ପଦ୍ମପୁର ବଜାର ନକଟସ୍ଥ ରାସ୍ତା ପାର୍ଶରେ ଥିବା ଏକ ଘରେ ଚୋରା ଦେଶୀ ମଦ ବିକ୍ରି ହେଉଥିବା ବେଳେ ସେଠାରେ ଟ୍ୟୁସନ ମଧ୍ୟ ଚାଲିଥିଲା। ଅବକାରୀ ବିଭାଗ ଖବର ପାଇ ଉକ୍ତ ଘରେ ଚଢ଼ାଉ କରିଥିଲା। ଏହି ଚଢ଼ାଉରେ ୫ ଲିଟରରୁ ଊଦ୍ଧର୍‌ବ ମଦ ଜବତ କରିବା ସହ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୌରାଣିକ ନାଟକ ରାମାୟଣ ମଞ୍ଚସ୍ଥ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି.ତୁରୁବୁଡି ଗ୍ରାମରେ ନବରାତ୍ରୀ ଦୂର୍ଗା ପୂଜା ଅବସରରେ ପୌରାଣିକ ରାମାୟଣ ନାଟକ ମଞ୍ଚସ୍ଥ ହୋଇଯାଇଛି। ଗ୍ରାମର ଯୁବକ…

ଡକାୟତି ଘଟଣାର ପର୍ଦ୍ଦାଫାସ କଲା ପାଟପୁର ପୋଲିସ, ଜେଲ୍ ଗଲେ ୪ ଅଭିଯୁକ୍ତ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଏକ ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି । ଛିନତାଇ ଘଟଣାରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ରବିବାର…

ଗୋଟିଏ ଦିନରେ ୪୮ ଜୁଆ ଆଡ୍ଡାରେ ଚଢ଼ାଉ: ୨୮୭ ଜୁଆଡ଼ି ଗିରଫ, ୯ ଲକ୍ଷ ଟଙ୍କା ଜବତ

ଛତ୍ରପୁର,୨୫।୧୦(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ପାର୍ବଣ ଋତୁରେ ଗଞ୍ଜାମ ଜିଲାରେ ଜୁଆ ଖେଳ ଉପରେ ପୋଲିସର ଚଢ଼ାଉ ଅଭିଯାନ ଜାରି ହୋଇଛି। ଗତ ୫ ଦିନ ମଧ୍ୟରେ ଗଞ୍ଜାମ…

ସମ୍ଭାବ୍ୟ ବାତ୍ୟାକୁ ନେଇ ଗୁଡାରି ପ୍ରଶାସନ ସଜାଗ, ଗର୍ଭବତୀଙ୍କ ସୁରକ୍ଷା ଉପରେ ଫୋକସ୍‌

ଗୁଡାରି,୨୫ା୧୦(ପ୍ରମୋଦ କୁମାର ପତି ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଗୁଡାରି ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଏବଂ ସଜାଗ ଥିବା ବିଡ଼ିଓ ଶୁଚିସ୍ମିତା ବେହେରା…

କାର୍ତ୍ତିକ ପୂର୍ଣ୍ଣିମା ପୂର୍ବରୁ ବଟେଶ୍ୱର ରାସ୍ତା ନିର୍ମାଣ ଦାବି ତେଜିଲା

ଗଞ୍ଜାମ,୨୫ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର କଣ୍ଟିଆଗଡ଼ ନିକଟ ବଟେଶ୍ୱର ପୀଠକୁ ହୁମାଠାରୁ ସଂଯୋଗ ରାସ୍ତା ଶୋଚନୀୟ ଅବସ୍ଥା ହୋଇପଡିଛି। କିଛି ଦିନ ପରେ…

ବୈଭବଙ୍କୁ ୩ ନମ୍ବରରେ ଖେଳାଇବା ନେଇ ଅଶ୍ୱିନଙ୍କ ପ୍ରଶ୍ନ, କହିଲେ ପାଣି ବାହାରେ ମାଛ…

ନୂଆଦିଲ୍ଲୀ, ୨୫।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ୧୫ ବର୍ଷୀୟ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଭାରତୀୟ ଚୂଡ଼ାନ୍ତ ଏକାଦଶରେ ସୁଯୋଗ ମିଳିଥିଲା। ଈଶାନ କିଶନ…

ଦୁର୍ଘଟଣାକୁ ନେଇ ତେଜିଲା ଅସନ୍ତୋଷ, କ୍ରସରରେ ତାଲା ପକାଇଲେ ଗ୍ରାମବାସୀ

ବଲାଙ୍ଗୀର,୨୫।୧୦(ସୁନିଲ କୁମାର ମହାନ୍ତି): ଏକ ଦୁର୍ଘଟଣାକୁ କେନ୍ଦ୍ର କରି ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେବା ସହ କ୍ରସରରେ ତାଲା ପକାଇଲେ ଆନ୍ଦୋଳନ କରିଛନ୍ତି। ଏହି ଘଟଣା ଘଟିଛି…

୨.୬୦ କୋଟି ସରକାରୀ ପାଣ୍ଠି ଆତ୍ମସାତ ମାମଲା, ୬ମାସ ପରେ ଫେରାର ବନ ସହାୟକ ବାବୁଲୁ ଗିରଫ

ଭବାନୀପାଟଣା,୨୫।୧୦(ଉତ୍ତମ କୁମାର ଦାଶ): ସରକାରୀ ପାଣ୍ଠି ଆତ୍ମସାତ ମାମଲାରେ ଓଡ଼ିଶା ଭିଜିଲାନ୍ସକୁ ମିଳିଛି ଏକ ବଡ଼ ସଫଳତା। ନୂଆପଡା ଜିଲା ସୁନାବେଡ଼ା ବନ୍ୟପ୍ରାଣୀ ବନଖଣ୍ଡ ଡିଏଫ୍ଓ କାର୍ଯ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?