Posted inଜାତୀୟ

ସବାରି ପୂର୍ବରୁ ଉଠିଲା କୋକେଇ

ରାଞ୍ଚି,୧୬।୭: ଝାଡଖଣ୍ଡରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ବିବାହ ଉତ୍ସବ ପାଇଁ ପ୍ରସ୍ତୁତି ଚାଲିଥିବାବେଳେ କନ୍ୟା ସାପ କାମୁଡାରେ ମୃତ୍ୟୁବରଣ କରିଛନ୍ତି। ଜୁଲାଇ ୧୬ ରେ ପୁନମ କୁମାରୀ ନାମକୁ ଜଣେ ଯୁବତୀଙ୍କ ବିବାହ ଧାର୍ଯ୍ୟ ହୋଇଥିଲା। ଏଥିପାଇଁ ଜୋରଦାର ପ୍ରସ୍ତୁତି ମଧ୍ୟ ହେଉଥିଲା। ବିବାହ ପୂର୍ବଦିନ ହଳଦୀ ଉତ୍ସବ ସରିବା ପରେ କନ୍ୟା ଶୋଇବାକୁ ଯାଇଥିଲେ। ଏହି ସମୟରେ ଏକ ସାପ ତାଙ୍କୁ କାମୁଡି ଦେଇଥିଲା। ପରେ ସେ ଜୋର ଚିତ୍କାର କରିଥିଲେ। ତୁରନ୍ତ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri