ବାଇକରେ ପଶିଗଲା ବିରାଟ ନାଗ, ଛାନିଆ ହୋଇ ଗାଡ଼ି ଛାଡ଼ିଦେଲେ ଚାଳକ, ତା’ ପରେ…

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ବାଇକରେ ପଶିଗଲା ବିଷଧର ନାଗ। ନାକେଦମ ହେଲେ ଚାଳକ। ଏଭଳି ଏକ ଘଟଣା ଗଞ୍ଜାମ ବଡ଼ ବଜାରଠାରେ ବୁଧବାର ସନ୍ଧ୍ୟାରେ ଘଟିଛି।
ସୂଚନାନୁଯାୟୀ, ପୁଇଁତୋଳା ଗ୍ରାମର ରୋହିତ କୁମାର ରାଉଳଙ୍କ ବାଇକରେ ବିଷଧର ନାଗ ସାପ ପଶିଯାଇଥିଲା l ହଠାତ ସାପଟିକୁ ଦେଖି ଆରୋହୀ ରୋହିତ ଗାଡିଟିକୁ ଛାଡିଦେଇଥିଲେ l ଦୀର୍ଘ ଦୁଇଘଣ୍ଟା ପର୍ଯ୍ୟନ୍ତ ସାପଟି ବାଇକର ଚେନ କଭର ମଧ୍ୟରେ ପଶି ରହିଥିଲା l ସମସ୍ତ ଚେଷ୍ଟା ପରେ ମଧ୍ୟ ସାପଟି ବାହାରି ନ ଥିଲାl ସେହି ରାସ୍ତା ଦେଇ ଯାଉଥିବା ଜଣେ ବ୍ୟକ୍ତି ଘଟଣାସ୍ଥଳରେ ପହଞ୍ଚି ଲୋକମାନେ ଗହଳି ହୋଇଥିବା ଦେଖି ଅଟକି ଯିବା ସହ ବାଇକରୁ ସାପକୁ ବାହାର କରିଥିଲେ l ଏହାପରେ ଚାଳକ ଆଶ୍ୱସ୍ତ ହୋଇଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…

ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?