ଆର୍‌ଟିଓ ଅଫିସରେ ନାଗସାପ, ଜାଲରେ ପଡ଼ିଲା ବିରାଟକାୟ ବୋଡ଼ା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ବର୍ଷା ପାଇଁ ସାପ ଗାତ ଭିତରୁ ବାହାରି ଘର ଭିତରକୁ ବେଳେବେଳେ ଚାଲି ଆସୁଛନ୍ତି। ବୁଧବାର ଗଞ୍ଜାମ ଜିଲାର ଭଞ୍ଜନଗର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ଥିବା ଏକ ସ୍କୁଟି ି ଭିତରେ ନାଗ ସାପ ପଶିଯାଇଥିଲା। ଏହାପରେ ବନ ବିଭାଗ କର୍ମଚାରୀ ଭିକାରୀ ବିଷୋୟୀ, ରଞ୍ଜନ ବିଷୋୟୀ ଘଟଣାସ୍ଥଳରେ ପହଞ୍ଚି ସାପକୁ ସୁରକ୍ଷିତ ଭାବେ ବାହାର କରି ଜଙ୍ଗଲରେ ନେଇ ଛାଡ଼ି ଦେଇଥିଲେ। ଏଥିସହ ଯୋଗୀମାରି ନିକଟସ୍ଥ ବଡ଼ନଦୀରେ ମାଛ ଜାଲରେ ଏକ ବିରାଟ ବୋଡ଼ା ସାପ ଲାଗିଯାଇଥିଲା। ତାହାକୁ ମଧ୍ୟ ଉକ୍ତ ଦୁଇ କର୍ମଚାରୀ ବାହାର କରି ଜଙ୍ଗଲରେ ନେଇ ଛାଡ଼ିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

NHAI ଉପରେ ସୁପ୍ରିମକୋର୍ଟଙ୍କ ପ୍ରଭାବ: ପ୍ରତି ୧୦୦ କିଲୋମିଟରରେ ଗୋଟିଏ ‘ପଶୁ ଆଶ୍ରୟସ୍ଥଳ’ ନିର୍ମାଣ କରାଯିବ

ନୂଆଦିଲ୍ଲୀ,୧୭।୯: ଜାତୀୟ ରାଜପଥରେ ବୁଲୁଥିବା ବୁଲା ପଶୁଙ୍କ ସମସ୍ୟା ଦେଶର ଅନେକ ରାଜ୍ୟକୁ ପ୍ରଭାବିତ କରୁଛି। ଏହି ପଶୁମାନଙ୍କ ଯୋଗୁ ଘଟୁଥିବା ଦୁର୍ଘଟଣାକୁ ନେଇ ସ୍ବତଃପ୍ରବୃତ୍ତ ଭାବେ…

ପାଣିରେ ବୁଡ଼ି ଚାଲିଗଲା ଯୁବତୀଙ୍କ ଜୀବନ

ଲାଞ୍ଜିଗଡ଼, ୧୭ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳର ଏକ ନାଳପାଣିରେ ବୁଡି ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ…

ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ, ଧରାପଡ଼ିଲେ ଅଭିଯୁକ୍ତ

ବଞ୍ଚୋ,୧୭।୯(ପ୍ରଦୋଷ ବିଶ୍ୱାଳ ): ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ କେନ୍ଦୁଝର ଜିଲା ଘସିପୁରା ଥାନା ପୋଲିସ ଗୁରୁବାର ଜଣେ ଯୁବକଙ୍କୁ ଗିରଫ କରିଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା; ଦ୍ରୁତତମ ଶତକର ରେକର୍ଡ ସ୍ଥାପନ କଲେ

ନୂଆଦିଲ୍ଲୀ,୧୭।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ ଅଭିଷେକ ଶର୍ମା ମାତ୍ର ୩୦ଟି ବଲରେ ଶତକ ହାସଲ କରିଛନ୍ତି। ଏହି ସଫଳତା ସହିତ ସେ ଭାରତ…

ଓକେସିଏଲ ଗଞ୍ଜାମ-ଗଜପତି ଜିଲାର ମିଳିତ ବାର୍ଷିକ ସମ୍ମିଳନୀ

ଗଞ୍ଜାମ,୧୭।୯,(ଦିଲ୍ଲୀପି ସାମଲ/ଦାରିକା ପଟ୍ଟନାୟକ ): ଛତ୍ରପୁର ସ୍ଥିତ ଶିବ କୁମାର ପଟ୍ଟନାୟକ ସ୍ମାରକୀ ରିଡିଂ ରୁମ ପରିସରରେ ଗୁରୁବାର ଓକେସିଏଲ ଗଞ୍ଜାମ-ଗଜପତି ଜିଲାର ମିଳିତ ବାର୍ଷିକ ସମ୍ମିଳନୀ…

ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା ପାଇଁ ଚଳଚଞ୍ଚଳ ଛତ୍ରପୁର ସହର : ଆର୍ଶୀବାଦ ନେଲେ ଜିଲାପାଳ

ଛତ୍ରପୁର,୧୭।୯,(ଦିଲ୍ଲୀପ ସାମଲ/ଦାରିକା ପଟ୍ଟନାୟକ): ଦେବଶିଳ୍ପୀ ଭଗବାନ ବିଶ୍ୱକର୍ମାଙ୍କ ପୂଜା ପାଇଁ ଚଳଚଞ୍ଚଳ ହୋଇଉଠିଛି ଗଞ୍ଜାମ ଜିଲାର ଛତ୍ରପୁର ସହର। ବିଶ୍ୱକର୍ମା ପୂଜାକୁ ନେଇ ସହରର ବିଭିନ୍ନ ସ୍ଥାନରେ…

ହସ୍ପିଟାଲରୁ ମହିଳାଙ୍କ ମୃତଦେହ ଜବତ, ବିଷକ୍ରିୟା ସନ୍ଦେହ…

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଗୁରୁବାର ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ପ୍ରହଲ୍ଲାଦ ସେଠୀଙ୍କ ସ୍ତ୍ରୀ ସାବିତ୍ରୀ ସେଠୀ(୪୫)ଙ୍କ ମୃତଦେହ ବ୍ରହ୍ମପୁର ବଡ଼…

ବର୍ଷା, ପବନରେ ଭୁଶୁଡ଼ିଲା ପୂଜା ପେଣ୍ଡାଲ

ରାଉରକେଲା,୧୭।୯: ସୁନ୍ଦରଗଡ଼ ଜିଲା ରାଉରକେଲା ସହରେ ଗୁରୁବାର ସନ୍ଧ୍ୟାରେ ପ୍ରବଳ ବର୍ଷା, ପବନରେ ଏକ ପୂଜା ପେଣ୍ଡାଲ ଭୁଶୁଡ଼ି ପଡିଛି। ସିଭିଲ ଟାଉନ୍‌ସିପ ଅଞ୍ଚଳରେ ଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?